Daily Archives

ବ୍ଲକ ସ୍କୁଲ ସ୍ପୋର୍ଟସ୍‌ ଆସୋସିଏସନ୍‌ର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ ବନ୍ଧପଡା ଠାରେ ବ୍ଲକ ସ୍କୁଲ ଆସୋସିଏସନ୍‌ର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ସୁନାଙ୍କ ସଭାପତିତ୍ୱରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଶାରୀରିକ
Read More...

ବିଲେଇସର୍ଡାରେ ଡାକ ମେଳା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଳା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ଡାକ ଘର ପରିସରରେ ଡାକ ମେଳା ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଉପଖଣ୍ଡ ଡାକ ଅଧିକ୍ଷକ ଦେବପ୍ରସାଦ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ଡାକ ଘର ସବୁ ସମୟରେ ଗ୍ରାହକ
Read More...