Daily Archives

ସେଞ୍ଚୁରିଅନ୍‌ ବିଦ୍ୟାଳୟ ପରିସରରେ ୭୮ତମ ସ୍ୱାଧୀନତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସେଞ୍ଚୁରିଅନ୍‌ ବିଦ୍ୟାଳୟ (ଜେ. ଆଇ. ଟି. ଏମ୍‌) ପରିସରରେ ୭୮ତମ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠାନର ଆଞ୍ଚଳିକ ନିର୍ଦ୍ଦେଶକ ଡ. ପ୍ରଦୀପ ଷଡ଼ଙ୍ଗୀ ସକାଳ ୯.୧୫ରେ ପତାକା ଉତ୍ତୋଳନ କରିଥିଲେ, ତାଙ୍କରି ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ
Read More...

ବୃକ୍ଷରୋପଣ ଅତ୍ୟନ୍ତ ଜରୁରୀ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ତାପମାତ୍ରା ବୃଦ୍ଧିକୁ ରୋକିବା ସହ ପରିବେଶ ସନ୍ତୁଳନ ବଜାୟ ରଖିବାକୁ ପର୍ଯ୍ୟାପ୍ତ ବୃକ୍ଷରୋପଣ ଅତ୍ୟନ୍ତ ଜରୁରୀ । ସମସ୍ତେ ଗଛ ଲଗାଇ ଭୁଲି ଯାଉଥିବା ବେଳେ ରୋପିତ ଚାରାର ସୁରକ୍ଷା, ଯତ୍ନ ଓ ଅଭିବୃଦ୍ଧିର ସଂକଳ୍ପ ନେଇଛନ୍ତି ମୁରସୁଣ ଗାଁର ସଚେତନ ଯୁବ ସମାଜ
Read More...

୭୮ତମ ସ୍ୱାଧିନତା ଦିବସ ପାଳିତ

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଏନ୍‌ଏସି ସ୍ତରୀୟ ୭୮ତମ ସ୍ୱାଧିନତା ଦିବସ ମହା ଆଡମ୍ୱର୍ ସହ ପାଳିତ ହୋଇଛି । ସ୍ଥାନୀୟ ରେଳ ୱେ ଫୁଟବଲ ପଡ଼ିଆରେ ଅନୁଷ୍ଠିତ ସାଧାରଣ ଜାତୀୟ ପତାକା ଉତ୍ତୋଳନରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମୁଖ୍ୟ ଅତିଥିତି ଭାବେ
Read More...

କୁଶଙ୍ଗ ଡିଗ୍ରୀ କଲେଜରେ ୭୮ତମ ସ୍ଵାଧୀନତା ଦିବସ ପାଳିତ

ଲୋଇସିଂହା, (ଶ୍ୟାମସୁନ୍ଦର ମେହେର) : ଲୋଇସିଂହା ବ୍ଲକ ଅନ୍ତର୍ଗତ କୁଶଙ୍ଗ ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟରେ ୭୮ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଛି । କଲେଜ ଅଧ୍ୟକ୍ଷ ବିଜୟ କୁମାର କଲେଟ ଜାତୀୟ ପତାକା ଉତ୍ତୋଳନ କରି ଛାତ୍ରଛାତ୍ରୀଙ୍କ ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ
Read More...

ରୋଟାରୀ ଏଲିଟ ଦ୍ୱାରା ଗ୍ରୀନ୍‌ ଡ୍ରିମ୍‌ : ମା’ଙ୍କ ନାଁରେ ଗୋଟେ ଗଛ

୧୫ ଅଗଷ୍ଟ ସ୍ୱାଧୀନତା ଦିବସ ଉପଲକ୍ଷେ ମାଗଣା ଚାରା ବଣ୍ଟନ କାର୍ଯ୍ୟକ୍ରମ ବଲାଙ୍ଗିର, (କେପିଏନ୍‌ଏସ୍‌) : ୭୮ତମ ସ୍ୱାଧୀନତା ଦିବସ ଉପଲକ୍ଷେ ସ୍ଥାନୀୟ ସର୍କିଟ ହାଉସ ରୋଡ୍‌ ସ୍ଥିତ ଭଗବତୀ ମନ୍ଦିର ପାଖରେ ରୋଟାରୀ ଏଲିଟ ତରଫରୁ ଗ୍ରୀନ୍‌ ଡ୍ରିମ୍‌ : ମା'ଙ୍କ ନାଁରେ ଗୋଟିଏ ଗଛ ସ୍ଲୋଗାନ ଦେଇ
Read More...

ଖପ୍ରାଖୋଲ ଥାନା ଠାରେ ଧୁମ୍‌ଧାମ୍‌ରେ ୭୮ତମ ସ୍ୱାଧୀନତା ଦିବସ ପାଳିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଆଜି ସାରା ଭାରତ ବର୍ଷ ୭୮ତମ ସ୍ୱାଧୀନତା ଦିବସ ପାଳନ କରୁଛି । ଏନେଇ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଠାରେ ବଡ଼ ଆଡମ୍ବର ଏବଂ ଉତ୍ସାହର ସହ ସ୍ୱାଧୀନତା ଦିବସ ପାଳିତ ହେଉଛି । ୧୯୪୭ ମସିହା ଅଗଷ୍ଟ ୧୫ ତାରିଖ ଦିନ ଆମ ଦେଶ ଇଂରେଜ ମାନଙ୍କ କବଳରୁ
Read More...

ଭବାନୀପାଟଣାରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିଅମ୍‌ ଠାରେ ୭୮ତମ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି । ଏହି ପବିତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
Read More...

ଡୁଙ୍ଗୁରିପାଲି ବିଦ୍ୟାଳୟରେ ସ୍ଵାଧୀନତା ଦିବସ ପାଳିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକର ଡୁଙ୍ଗୁରିପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ୭୮ତମ ସ୍ଵାଧୀନତା ଦିବସ ମହାସମାରୋହରେ ପାଳନ କରାଯାଇଛି । ଏହି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଧୀରେନ୍ଦ୍ର କୁମାର ସାହୁ ପତାକା ଉତ୍ତୋଳନ କରିଥିଲେ
Read More...

ପାରାଦୀପ ଫସ୍‌ଫେଟ୍‌ସ ଲିମିଟେଡ଼ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଜି ୭୮ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଝରଣୀପାଲି ଠାରେ ପାରାଦୀପ ଫସ୍‌ଫେଟ୍‌ସ ଲିମିଟେଡ଼ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ କରାଯାଇ ପତାକା ଉତ୍ତୋଳନ କରାଯାଇଥିଲା । ଏଥିରେ ୬୦ ଚଣ
Read More...

ମାଓବାଦୀଙ୍କ ବର୍ବରକାଣ୍ଡ : ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟିପିଟି ହତ୍ୟା

ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ । ପୋଲିସ ଇନ୍‌ଫର୍ମର ସନ୍ଦେହରେ ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟିପିଟି ହତ୍ୟା । ସୁକୁମା ଜିଲ୍ଲାର ଜାଗରକୋଣ୍ଡା ଥାନା ଅନ୍ତର୍ଗତ ପୁବର୍ତ୍ତୀ ଗାଁର ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ମାଓବାଦୀମାନେ ପିଟିପିଟି ହତ୍ୟା କରିଛନ୍ତି । ମୃତ ଛାତ୍ର ଜଣଙ୍କ ସୋୟାମ
Read More...