Daily Archives

ଟିଟିଲାଗଡ଼ର ନୂତନ ଥାନାଧିକାରୀ ଭାବେ ଯୋଗଦେଲେ ବିଶ୍ୱଜିତ୍ ମନବୋଧ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ଥାନାରେ ନୂତନ ଥାନାଧିକାରୀ ଭାବେ ଯୋଗଦେଲେ ବିଶ୍ୱଜିତ ମନବୋଧ । ଶ୍ରୀ ମନବୋଧ ଏହା ପୂର୍ବରୁ ବଲାଙ୍ଗିର ଟାଉନ ଥାନା ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ । ଟିଟିଲାଗଡ଼ ସହରର ଆଇନ ଶୃଙ୍ଖଳା ସ୍ଥିତି ନିୟନ୍ତ୍ରଣ, ଟ୍ରାଫିକ୍‌ ସମସ୍ୟାର ସମାଧାନ,
Read More...

ପୌରପରିଷଦର ଅଧ୍ୟକ୍ଷା ଶ୍ରୀମତୀ ମମତା ଦେବୀ ଜୈନ ଟିଟିଲାଗଡ଼ ଆହାର କେନ୍ଦ୍ର ପରିଦର୍ଶନ କରି ଖାଇଲେ ଆହାର : ୫ ଟଙ୍କିଆ…

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସରକାରୀ ଡାକ୍ତରଖାନା ସାମ୍ନାରେ ଥିବା ଆହାର କେନ୍ଦ୍ର ପରିଦର୍ଶନରେ ଆସିଥିଲେ ପୌରପରିଷଦର ଅଧ୍ୟକ୍ଷା ଶ୍ରୀମତୀ ମମତା ଦେବୀ ଜୈନ ଏବଂ କିଛି କାଉନ୍‌ସିଲର । ପରିଦର୍ଶନ କରିବା ସମୟରେ ଖାଉଥିବା କିଛି ଲୋକ ପେଟ ପୁରୁ ନ ଥିବା ଅଭିଯୋଗ କରିଥିଲେ ।
Read More...

ହାତୀ ଆକ୍ରମଣରେ ଯୁବକ ମୃତ

ଝାରସୁଗୁଡା : ହାତୀକୁ ଘଉଡ଼ାଇବା ବେଳେ ଯୁବକଙ୍କୁ ଦଳିଦେଲା ଦନ୍ତା । ଝାରସୁଗୁଡା ଜିଲ୍ଲା କିର୍ମିରା ବ୍ଲକ ଭାଲୁପିତ୍ରା ଗ୍ରାମରେ ଏଭଳି ଘଟଣାଘଟିଛି । ମୃତ ଯୁବକ ଜଣକ ଫକିର କିସାନ୍ (୩୦) ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ଶୁକ୍ରବାର ସକାଳୁ ଏକ ଦନ୍ତା ହାତୀ କିର୍ମିରା ବ୍ଲକ ଭାଲୁପତ୍ରା
Read More...

ଟ୍ରକ୍‌ ଓ ବୋଲେରୋ ମୁହାଁମୁହିଁ ଧକ୍କା : ୭ ଗୁରୁତର

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କେସିଙ୍ଗାରେ ଶୁକ୍ରବାର ପାହାନ୍ତିଆରେ ଏକ ସଡ଼କ ଦୁର୍ଘଟଣା ଘଟିଛି । ଭୋର୍‌ ୩ଟା ସମୟରେ ଜାତୀୟ ରାଜପଥ ୨୬ କେସିଙ୍ଗା ରିଲାଏନ୍ସ ଟ୍ରେଣ୍ଡସ ଦୋକାନ ସାମ୍ନାରେ ଏକ ବୋଲେରୋ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୭ ଜଣ
Read More...

୭୮ତମ ସ୍ୱାଧୀନତା ଦିବସ ଅଭିଭାଷଣରେ ଭାରତର ଭବିଷ୍ୟତ ପାଇଁ ମହତ୍ୱାକାଂକ୍ଷୀ ଦୃଷ୍ଟିକୋଣ ଉପସ୍ଥାପନ କଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ୭୮ତମ ସ୍ୱାଧୀନତା ଦିବସ ଅଭିଭାଷଣରେ ଭାରତର ଅଭିବୃଦ୍ଧିକୁ ଆକାର ଦେବା, ଉଦ୍ଭାବନକୁ ପ୍ରୋତ୍ସାହିତ କରିବା ଏବଂ ବିଭିନ୍ନ କ୍ଷେତ୍ରରେ ଏକ ବିଶ୍ୱସ୍ତରୀୟ ନେତା ଭାବରେ ଦେଶକୁ ଅବସ୍ଥାପିତ କରିବା ଉଦ୍ଦେଶ୍ୟରେ ଅନେକ ଭବିଷ୍ୟତ
Read More...

ପ୍ୟାରିସ୍ ଅଲିମ୍ପିକ୍ସକୁ ଯାଇଥିବା ପ୍ରତ୍ୟେକ ଖେଳାଳି ଚାମ୍ପିୟନ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିବା ଦଳ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ୟାରିସ୍‌ ଅଲିମ୍ପିକ୍ସରେ ଆମ ଦେଶର ପ୍ରତିନିଧିତ୍ୱ କରିଥିବା ଭାରତୀୟ ଦଳ ସହ ଆଲୋଚନା କରିଛନ୍ତି । ନୂଆଦିଲ୍ଲୀରେ ସେମାନଙ୍କୁ
Read More...

ଶିକାଛିଡାରେ ଚକ୍ଷୁ ପରୀକ୍ଷା ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଶିକାଛିଡା ଗ୍ରାମରେ ଗଣପତି କଳା ପରିଷଦ ଆନୁକୂଲ୍ୟରେ ଅଠସ୍ତରୀତମ ସ୍ୱାଧୀନତା ଦିବସ ଅବସରରେ ଏକ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଶିକାଛିଡା ଗ୍ରାମ ପଞ୍ଚାୟତର ସମିତି ସଭ୍ୟା ବିନୀତ ପ୍ରଧାନ ଏବଂ
Read More...