shyamal
Daily Archives

କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା ପ୍ରତିବାଦରେ ଖପ୍ରାଖୋଲରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ହଇଚଇ ସୃଷ୍ଟି ହେବା ସହ ବିଭିନ୍ନ ଅଞ୍ଚଳରେ ତୀବ୍ର ଆନ୍ଦୋଳନ ଆରମ୍ଭ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ସମସ୍ତ ଡାକ୍ତର ଏବଂ କର୍ମଚାରୀ
Read More...

ଛତ୍ରପୁର ସେଣ୍ଟ ଜାଭିୟର୍ସ ପବ୍ଲିକ୍ ସ୍କୁଲ୍ ପୁରସ୍କୃତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ସେଣ୍ଟ ଜାଭିୟର୍ସ ପବ୍ଲିକ୍ ସ୍କୁଲ ସଫଳତା ହାସଲ କରିଛି । ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରସ୍ଥ ରିଜର୍ଭ ପୋଲିସ ପଡ଼ିଆ ଠାରେ ଆୟୋଜିତ ଗଞ୍ଜାମ ଜିଲ୍ଲାସ୍ତରୀୟ ୭୮ତମ ସ୍ଵାଧୀନତା ଦିବସ ବର୍ଣ୍ଣାଢ଼୍ୟ
Read More...

ସଂସ୍କୃତି ମନ୍ତ୍ରୀଙ୍କୁ ସାକ୍ଷାତ କରି ସଙ୍ଗୀତ ବିଦ୍ୟାଳୟ ଖୋଲିବା ପାଇଁ ଦାବିପତ୍ର ପ୍ରଦାନ କଲେ ନାଟ୍ୟକାର ଲଳିତ ଜଗତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଗ୍ରାମର ଯୁବ ନାଟ୍ୟକାର, ପାଇକମାଲ ବ୍ଲକ କଳା ସଂସ୍କୃତି ସଂଘର ଉପ ସଭାପତି ଓ ପାଇକମାଲ ବ୍ଲକ କଳାକାର ମହାସଂଘର ସାଧାରଣ ସମ୍ପାଦକ ତଥା ରାଜ୍ୟ କଳା ଗବେଷଣା ଓ ପ୍ରଶିକ୍ଷଣ ପରିଷଦର ଜିଲ୍ଲା ସଭାପତି ଶ୍ରୀ ଲଳିତ
Read More...

ପାଇକମାଲ ହାଇସ୍କୁଲରେ ଯୋଗ – ବେଦାନ୍ତ କର୍ମଶାଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚବିଦ୍ୟାଳୟ ସଭାଗୃହରେ ଯୋଗ-ବେଦାନ୍ତ କର୍ମଶାଳା ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ବିବେକାନନ୍ଦ ବିଶ୍ଵ ଚେତନା ଅଭିଯାନର ସମ୍ପାଦକ ଉମେଶ ଚନ୍ଦ୍ର ପଣ୍ଡା
Read More...

ଆର.ଜି କର କଲେକର ବଳାତ୍କାର-ହତ୍ୟା ଘଟଣା : ଡାକ୍ତରୀ କର୍ମଚାରୀଙ୍କ ଦ୍ୱାରା କ୍ୟାଣ୍ଡେଲ ମାର୍ଚ୍ଚ

କଣ୍ଟାବାଞ୍ଜି, (ଜୁଗଳ କିଶୋର ଶବର) : ଶନିବାର ଦିନ କଣ୍ଟାବାଞ୍ଜି ହସ୍ପିଟାଲର ସମସ୍ତ କର୍ମଚାରୀ ତଥା ଆର.କେ.ଏସ୍ କମିଟି ସଦସ୍ୟ ଅଗଷ୍ଟ ୯ରେ କୋଲକାତାର କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଘଟିଥିବା ଦୁଷ୍କର୍ମ ଏବଂ ହତ୍ୟା ମାମଲା ନେଇ ଏକ କେଣ୍ଡଲ ରେଲି ମାଧ୍ୟମରେ ସହର ପରିକ୍ରମା କରି
Read More...

ପାଣି ଭର୍ତ୍ତି ଗାତରୁ ଯୁବକଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

କଂଟାବାଞ୍ଜି, (ଯୁଗଳ କିଶୋର ଶବର) : ତୁରେକେଲା ଥାନା ବଡ଼ବାଙ୍କୀ ଗ୍ରାମ ନିକଟରେ ଥିବା ଏକ ପାଣି ଭତ୍ତି ଗାତରୁ ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ ଯୁବକ ଜଣକ ହେଉଛନ୍ତି ବଡବାଙ୍କି ଗ୍ରାମର ଜଳନ୍ଧର ମାଝି(୧୯ ) । ସେ ଶୁକ୍ରବାର ଦିନ ସନ୍ଧ୍ୟାରେ ଶୌଚ ପାଇଁ ଘରୁ ବାହାରି
Read More...

ବିଜେପୁର ସିଡିପିଓ କାର୍ଯ୍ୟାଳୟରେ ଦୁର୍ନୀତି ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବିଜେପୁର ବ୍ଲକ ସିଡିପିଓ କାର୍ଯ୍ୟାଳୟରେ ମାସିକିଆ ଗାଡି ଲଗାଇବାର ଅଭିଯୋଗ ହୋଇଛି । ଅଭିଯୋଗକାରୀଙ୍କ କହିବା ଅନୁସାରେ ପ୍ରଥମେ ଟେଣ୍ଡରର ବିଜ୍ଞପ୍ତି ପ୍ରକାଶ ପାଇବ । ତା'ପରେ ଲୋକମାନେ ଆବେଦନ କରିବେ ଏବଂ ଟେଣ୍ଡର ହେବ ଓ
Read More...

ପଶ୍ଚିମ ଓଡିଶାର ମଦର ଟେରେସା ପାର୍ବତୀ ଗିରିଙ୍କ ୨୯ତମ ଶ୍ରାଦ୍ଧବାର୍ଷିକୀ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ଯିବା ରାସ୍ତାରେ କସ୍ତୁରବା ଗାନ୍ଧୀ ମାତୃ ନିକେତନ ଅବସ୍ଥିତ ଏହାର ପ୍ରତିଷ୍ଠାତା ସ୍ୱାଧୀନତା ସଂଗ୍ରାମୀ, ସମାଜ ସେବୀ ତଥା ଲିଟିଲ ମଦର ଟେରେସା ପାର୍ବତୀ ଗିରୀଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀ ଶନିବାର
Read More...

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଭେଟିଲେ ୟୁଥ୍ କ୍ଳବ୍ ସଭାପତି ରଞ୍ଜନ ପଣ୍ଡା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ସ୍ଥିତ ୟୁଥ୍ କ୍ଳବ୍ ସଭାପତି ରଞ୍ଜନ ପଣ୍ଡା ଗାଇସିଲେଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ସମସ୍ୟାକୁ ନେଇ ଭୁବନେଶ୍ୱର ରାଜ୍ୟ ଅତିଥି ଭବନରେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କୁ ଭେଟି ଏକ
Read More...

ବିଜୟନଗରମ୍ ରେଳଧାରଣାରେ ମୃତ ଛତ୍ରପୁର ଯୁବକ ବୋଲି ଚିହ୍ନଟ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଥାନା ଅନ୍ତର୍ଗତ ବିପୁଳିଙ୍ଗୀ ଗ୍ରାମ ପଞ୍ଚାୟତର ରାଜନାପଲ୍ଲୀ ଗ୍ରାମର ହରିଚନ୍ଦ୍ର ପଢ଼ିଆରୀଙ୍କ ପୁଅ ସନ୍ତୋଷ ପଢ଼ିଆରୀ ଗତ ୪ମାସ ହେଲା କଳାହାଣ୍ଡି ଜିଲ୍ଲାର ଜୁନାଗଡର ଏକ ଜଳଖିଆ ହୋଟେଲରେ ସପ୍ଲାଏର୍‌ ଭାବେ ଦିନ ମଜୁରିଆ ଭାବେ କାର୍ଯ୍ୟ
Read More...