Daily Archives

ଭାରତ ବନ୍ଦ ଡାକରାକୁ ସମର୍ଥନ ଜଣାଇ ଟିଟିଲାଗଡ଼ ଏସ୍‌ସି, ଏସଟି ଜଏଣ୍ଟ ଆକ୍ସନ କମିଟି ପକ୍ଷରୁ ଜୋର୍‌ସୋର୍‌ ପିକେଟିଙ୍ଗ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଣ୍ଣୟ ମାଧ୍ୟମରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଭାଗିଦାରୀ ଆରକ୍ଷଣକୁ ସମାପ୍ତ କରିବା ଷଡ଼ଯନ୍ତ୍ର ବିରୋଧରେ ୨୧ ଅଗଷ୍ଟ ବୁଧବାର ଦିନ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇ ଟିଟିଲାଗଡ଼
Read More...

ଛତ୍ରପୁରରେ ଭାରତ ରତ୍ନ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ୮୦ତମ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର କଂଗ୍ରେସ କମିଟି ପକ୍ଷରୁ ଭାରତ ରତ୍ନ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ୮୦ତମ ଜନ୍ମ ଜୟନ୍ତୀ ଦିବସ ମଙ୍ଗଳବାର ପୂର୍ବାହ୍ନରେ ଅପର୍-ବସ୍‌ଷ୍ଟାଣ୍ଡ ସ୍ଥିତ ତାଙ୍କରି ପ୍ରତିମୂର୍ତ୍ତି ସ୍ଥଳରେ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ବରିଷ୍ଠ
Read More...

ଇପିଏ ୱିକ୍ଲି ସମ୍ପାଦକଙ୍କ ବିୟୋଗରେ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘର ଶୋକ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଇଷ୍ଟର୍ଣ୍ଣ ପ୍ରେସ୍‌ ଏଜେନ୍ସିର ପ୍ରତିଷ୍ଠାତା ତଥା ଭୁବନେଶ୍ୱରରୁ ପ୍ରକାଶ ପାଉଥିବା ଇପିଏ ୱିକ୍ଲିର ମୁଖ୍ୟ ସମ୍ପାଦକ ଅନୀଲ ପ୍ରସାଦ ମିଶ୍ରଙ୍କ ବିୟୋଗରେ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ସଭାପତି ରବି ରଥ ଗଭୀର ଶୋକ ପ୍ରକାଶ କରିବା ସହ
Read More...

ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ହେବା ପରେ ଅନୱର ଇବ୍ରାହିମଙ୍କର ଏହା ହେଉଛି ପ୍ରଥମ ଭାରତ ଗସ୍ତ । ମୁଁ ଖୁସି ଯେ, ମୋର ତୃତୀୟ କାର୍ଯ୍ୟକାଳ ଆରମ୍ଭରେ ଆପଣଙ୍କୁ ଭାରତରେ ସ୍ୱାଗତ କରିବାର ସୁଯୋଗ ପାଇଛି । ଭାରତ ଏବଂ ମାଲେସିଆ ମଧ୍ୟରେ ଉନ୍ନତ ରଣନୈତିକ ଭାଗିଦାରୀ ଏକ ଦଶନ୍ଧି ପୂରଣ
Read More...

ଖପ୍ରାଖୋଲ ଅଞ୍ଚଳରେ ବନ୍ଦ ପାଳନ ଜୋର୍‌ସୋର୍‌ରେ ଆରମ୍ଭ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଆଜି ଭାରତ ବନ୍ଦ ଡାକରା ଦିଆଯାଇଛି । ଏହାକୁ ସଫଳ କରିବା ଲାଗି ଅନୁସୂଚିତ ଜାତି ଓ ଜନଜାତି ବର୍ଗ ପକ୍ଷରୁ ଖପ୍ରାଖୋଲ ଅଞ୍ଚଳରେ ବନ୍ଦ ପାଳନ ଜୋର୍‌ସୋର୍‌ରେ ଦେଖିବାକୁ ମିଳିଛି ।
Read More...

ଭାରତ ବନ୍ଦ ପ୍ରଭାବରେ ବଲାଙ୍ଗିର ସହର ଠପ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତ ବନ୍ଦ ପ୍ରଭାବରେ ଆଜି ବଲାଙ୍ଗିର ସହର ଠପ୍‌ ହୋଇପଡ଼ିଛି । ବଲାଙ୍ଗିର ଅନୁସୂଚିତ ଜାତି ଅନୁସୂଚିତ ଜନଜାତି ମିଳିତ କ୍ରିୟାନୁଷ୍ଠାନ କମିଟିର ଡାକରାରେ ବଲାଙ୍ଗିର ସହରର ଦୋକାନ ବଜାର, ସରକାରୀ ବେସରକାରୀ କାର୍ଯ୍ୟାଳୟ, ସ୍କୁଲ କଲେଜ ସଂପୂର୍ଣ୍ଣ ଭାବେ ବନ୍ଦ
Read More...

ଡ. ମୌମିତା ଦେବନାଥଙ୍କୁ ନ୍ୟାୟ ପ୍ରଦାନ ପାଇଁ ଜନ ସଚେତନତା ରେଲି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ଜେନିଥ ଲାୟନ୍ସ ଗୁରୁକୁଳ ପକ୍ଷରୁ ଆଜି ଏକ ରେଲି ରାଜବାଟୀ ପଡିଆ ଠାରୁ ଆରମ୍ଭ ହୋଇ ଭେଉଁରିଆ ଛକ ପର୍ଯ୍ୟନ୍ତ ଯାଇଥିଲା । ଏହି ରେଲି କଲିକତାରେ ଘଟିଥିବା ଅମାନବୀୟ ଘଟଣା ଡ. ମୌମିତା ଦେବନାଥଙ୍କୁ ତୁରନ୍ତ ନ୍ୟାୟ ଦାବୀ ପାଇଁ ଆୟୋଜନ
Read More...