Daily Archives

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ବିଜ୍ଞାନମେଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇସାରିଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ ।
Read More...

ଉତ୍ତମ ପ୍ରଦର୍ଶନ ନିମନ୍ତେ ପୁଇଁତଲା ପ୍ରଗତି ଏଫପିଓ ସମ୍ମାନିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : କୃଷି ଏବଂ କୃଷକଙ୍କ ପାଇଁ ସମର୍ପିତ ପୁଇଁତଲା ପ୍ରଗତି କୃଷକ ଉତ୍ପାଦକ କମ୍ପାନୀ । ଆଜି ଭୁବନେଶ୍ୱର ସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ (ଓୟୁଏଟି)ର ୬୩ତମ ସମାବର୍ତ୍ତନ ଉତ୍ସବ ପାଳନ ଅବସରରେ ମୋହନ ଚରଣ ମାଝି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ
Read More...

ଘର ଭିତରୁ ଶିକ୍ଷକଙ୍କ ମୃତଦେହ ଉଦ୍ଧାର

ଭୁବନ : ଘରୁ ମିଳିଲା ଶିକ୍ଷକଙ୍କ ମୃତ ଦେହ ଉଦ୍ଧାର । ମୃତକ ଜଣକ ହେଉଛନ୍ତି ମାନସ ରଞ୍ଜନ ପାଲ (୩୨) । ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦର ଲତାବିଲ ସାହିରେ ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଶିକ୍ଷକଙ୍କ ମୃତ୍ୟୁ ଖବର ପାଇ ଲତାବିଲ ସାହିରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଯାଇଛି ।
Read More...

ଭିନ୍ନକ୍ଷମଙ୍କ ଅଧିକାର ଉପରେ ଗୋଷ୍ଠୀ ଭିତ୍ତିକ ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଟାଟା ପାୱାର ପଶ୍ଚିମାଞ୍ଚଳ ଶାଖା ସହାୟତାରେ ସାମାଜିକ ଅନୁଷ୍ଠାନ ଶ୍ରଦ୍ଧା ଆନୁକୂଲ୍ୟରେ ଭିନ୍ନକ୍ଷମ ମାନଙ୍କ ଅଧିକାର ଏକ ଦିନିକିଆ କାର୍ଯ୍ୟକ୍ରମ ବିଶ୍ରା ବ୍ଲକର ମନକୋ ପଞ୍ଚାୟତ ସମିତି ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ
Read More...

ଘର ସମ୍ମୁଖରୁ ବାଇକ ଚୋରି କରିନେଲେ ଚୋର, ସିସିଟିଭିରେ ଚୋରିର ଦୃଶ୍ୟ କଏଦ

ବଙ୍ଗୋମୁଣ୍ଡା, ( ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ସହରର ଡେଲିମାର୍କେଟ ନିକଟରେ ଜଣେ ବ୍ୟକ୍ତିଙ୍କ ଘରୁ ବିଳମ୍ବିତ ରାତିରେ ଚୋରମାନେ ବାଇକ ଚୋରି କରିନେଇ ଫେରାର ମାରିଛନ୍ତି । ବଙ୍ଗୋମୁଣ୍ଡା ସହରର ଆନନ୍ଦ ଅଗ୍ରୱାଲଙ୍କ ଘର ସମ୍ମୁଖରେ ଥିବା ହିରୋ ସୁପରସ୍ପଲେଣ୍ଡର
Read More...

ଆସୁଛେ ନୂଆଁଖାଇ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସୁଛେ ପଶ୍ଚିମ ଓଡ଼ିଶାର ମୁଖିଆ ପରବ୍‌ ନୂଆଁଖାଇ । ଇଥିର ଲାଗି ଗାଁ ନୁଁ ସହର୍‌ ସବୁଆଡେ଼ ଏଛିନ୍‌ ଉସ୍‌ନାକି ଦେଖ୍‌ବାର୍‌ କେ ମିଲୁଛେ । ଆମର୍‌ ଅଂଚଲ୍‌ କୃଷିଭିତ୍ତିକ ଅଂଚଲ୍‌ ବଲି କୃଷିଭିତ୍ତିକ ପରବ୍‌ ବି ଇନେ ମୁଖିଆ ପରବ୍‌ । ପହେଲା ବଲାଙ୍ଗିର ଶୈଳଶ୍ରୀ
Read More...

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ଜାତୀୟ ମହାକାଶ ଦିବସ-୨୦୨୪ ଅବସରରେ କର୍ମଶାଳା ଆୟୋଜିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ଜାତୀୟ ମହାକାଶ ଦିବସ ୨୦୨୪ ଅବସରରେ କର୍ମଶାଳା ଶୁକ୍ରବାର ଆୟୋଜିତ ହେଇଯାଇଛି । 'ଚନ୍ଦ୍ରର ସ୍ପର୍ଶ ହିଁ ଜୀବନର ସ୍ପର୍ଶ-ଭାରତର ମହାକାଶ ଗାଥା’ ସ୍ଲୋଗାନକୁ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ନିକଟରେ
Read More...

ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀରେ ବାଲିଗୁଡାର ବୁଲୁ ଭାଇ ଉଦୀୟମାନ ଫଟୋଗ୍ରାଫର ଭାବେ ସମ୍ମାନିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ନବୀନ ସୂତ୍ରଧର ଟ୍ରଷ୍ଟ ଆନୁକୂଲ୍ୟରେ ବିଶ୍ଵ ଫଟୋଗ୍ରାଫି ଦିବସ ପରିପ୍ରେକ୍ଷୀରେ ଭୁବନେଶ୍ୱର ଜୟଦେବ ଭବନଠାରେ ତୃତୀୟ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ ଉଦ୍‌ଯାପିତ ହୋଇଯାଇଛି । ଏଥିରେ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ସମ୍ପଦ ମହାପାତ୍ର ଯୋଗଦେଇ
Read More...

ଡି.ଏମ୍‌. ଭି. ଭି. ଭାରତୀୟ ମହିଳା ଶକ୍ତି ଫାଉଣ୍ଡେସନ୍‌ ଗଞ୍ଜାମ ଜିଲ୍ଲା ଶାଖା ଉଦ୍‌ଘାଟନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲାର ଗ୍ରାମାଞ୍ଚଳ ମହିଳା ମାନଙ୍କୁ ରୋଜଗାର କ୍ଷମ କରିବା ପାଇଁ ଡି. ଏମ୍‌. ଭି. ଭି. ଭାରତୀୟ ମହିଳା ଶକ୍ତି ଫାଓଣ୍ଡେସନ୍‌ ପକ୍ଷରୁ ଶୁକ୍ରବାର ଗଞ୍ଜାମ ଜିଲ୍ଲାସ୍ତରୀୟ କାର୍ଯ୍ୟାଳୟ ଛତ୍ରପୁର ସ୍ଥିତ ପଟ୍ଟନାୟକ କଲୋନୀ ଠାରେ ଉଦ୍‌ଘାଟନ
Read More...

ପ୍ରଥମ ଜାତୀୟ ମହାକାଶ ଦିବସ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ (ଅଗଷ୍ଟ ୨୩, ୨୦୨୪) ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ପ୍ରଥମ ଜାତୀୟ ମହାକାଶ ଦିବସ ଉତ୍ସବରେ ଯୋଗ ଦେଇଛନ୍ତି । ଅଗଷ୍ଟ ୨୩, ୨୦୨୩ରେ ଚନ୍ଦ୍ର ପୃଷ୍ଠରେ 'ବିକ୍ରମ' ଲ୍ୟାଣ୍ଡରର ସଫଳ ଅବତରଣ ସ୍ମୃତିରେ ଜାତୀୟ ମହାକାଶ ଦିବସ ପାଳନ
Read More...