Daily Archives

ଟେଙ୍ଗରା ଗ୍ରାମରେ ସ୍ୱାମୀର ବନ୍ଧୁକ ଗୁଳିରେ ସ୍ତ୍ରୀ ଗୁରୁତର ଘଟଣା : ଅଭିଯୁକ୍ତ ସ୍ୱାମୀଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ବଡସାଇମରା ପଞ୍ଚାୟତ ଟେଙ୍ଗରା ଗ୍ରାମର ବହୁଚର୍ଚ୍ଚିତ ସ୍ଵାମୀ ତାଙ୍କ ନିଜ ସ୍ତ୍ରୀଙ୍କୁ ଏକ ହାତ ତିଆରି ଦେଶୀ ବନ୍ଧୁକରେ ଗୁଳି ମାରିଦେବାରୁ ସ୍ତ୍ରୀ ଜଣଙ୍କ ଗୁରୁତର ଆହତ ହୋଇଥିଲେ
Read More...

ମାଣ୍ଡୋସିଲରେ ଜିଲ୍ଲା‌ସ୍ତରୀୟ ଶ୍ରୀଅରବିନ୍ଦ ମହିଳା ପାଠଚକ୍ର ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ରବିବାର ବରଗଡ଼ ଜିଲ୍ଲା ୨୬ତମ ଶ୍ରୀଅରବିନ୍ଦ ମହିଳା ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି । ସଙ୍ଗତି ମଣ୍ଡଳ ଶ୍ରୀଅରବିନ୍ଦ ପାଠଚକ୍ର ସଙ୍ଗଠନ ଆନୁକୂଲ୍ୟରେ ଅନୁଷ୍ଠିତ
Read More...

କଣ୍ଟାବାଞ୍ଜି ଭୁଲିଆ ସମାଜ ଦ୍ୱାରା ମେହେର ଜୟନ୍ତି ପାଳିତ

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିସ୍ଥିତ ଭୁଲିଆ ସମାଜଦ୍ୱାରା ରବିବାର ଦିନ ସ୍ଥାନୀୟ ସରସ୍ୱତୀ ବିଦ୍ୟା ମନ୍ଦିର ସଭା ଗୃହରେ ଗଙ୍ଗାଧର ମେହେର ଜୟନ୍ତି ଧୁମଧାମରେ ପାଳିତ ହୋଇଛି । ଏହି ସଭାରେ ବିଧାୟକ ଲକ୍ଷ୍ମଣ ବାଗ (ମୂଖ୍ୟ ଅତିଥୀ) ସମ୍ମାନିତ ଅତିଥୀଭାବେ
Read More...

କୋଇଡା ୧୫୩ ଜଣ ଲକ୍ଷପତି ଦିଦିଙ୍କୁ ସାର୍ଟିଫିକେଟ୍‌ ପ୍ରଦାନ

କୋଇଡା, (ସମ୍ବିତ ଜେନା) : ମହିଳାଙ୍କ ସଶକ୍ତିକରଣ ଦିଗରେ ବଡ ପଦକ୍ଷେପ ନେଇଛନ୍ତି ମୋଦୀ ସରକାର । ମହାରାଷ୍ଟ୍ରର ଜଲଗାଁଓ ଠାରେ ଆୟୋଜିତ ଲକ୍ଷପତି ଦିଦି ସମ୍ମିଳନୀରେ ଯୋଗଦେଇ ଏଗାରଲକ୍ଷ ଲକ୍ଷପତି ଦିଦିଙ୍କୁ ସାର୍ଟିଫିକେଟ୍‌ ପ୍ରଦାନ କରିବା ସହିତ ସମ୍ମାନିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ।
Read More...

ମୈତ୍ରୀ ଇଂଫ୍ରା ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ଏକ ନୂତନ ଆମ୍ବୁଲାନ୍ସ ପ୍ରଦାନ

ରାୟଗଡ଼ା, (ଗୌରୀ ଶଙ୍କର ପଟ୍ଟନାୟକ) : କିଛିଦିନ ତଳେ ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ସୁଙ୍ଗେର ପ୍ରାଥମିକ ଚିକିତ୍ସାଳୟକୁ ମୈତ୍ରୀ ଇଂଫ୍ରା ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଅଞ୍ଚଳର ସ୍ଵାସ୍ଥ୍ୟ ସେବାରେ ଉନ୍ନତି ପାଇଁ ଏକ ନୂତନ ଆମ୍ବୁଲାନ୍ସ ପ୍ରଦାନ କରାଯାଇଥିଲା । କାଶୀପୁର
Read More...

ବରଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହେଲା ଟ୍ରିପର : ଗାଡି ଡାଲା ଭିତରୁ ବାହାରୁଛି ବସ୍ତାବସ୍ତା ଜିନିଷ –…

ବୈପାରିଗୁଡ଼ା, (ବିକ୍ରାନ୍ତ କୁମାର ବେବର୍ତ୍ତା) : ବରଗଛରେ ପିଟିହୋଇ ଏକ ଟ୍ରିପର ଗାଡି ଦୁର୍ଘଟଣା ଗ୍ରସ୍ତ ହୋଇ ରାସ୍ତାକଡରେ ଓଲଟି ପଡିଥିବା ଦେଖିବାକୁ ମିଳିଛି । ବୈପାରିଗୁଡା ଥାନା ଅନ୍ତର୍ଗତ ଦିଗାପୁର ବୈପାରିଗୁଡା ରାସ୍ତାର ପୂଜାରୀଗୁଡା ଛକ ନିକଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି
Read More...

୨ ଦିନିଆ ଜାତୀୟ ପ୍ରଶିକ୍ଷଣ କର୍ମଶାଳା ଉଦ୍‌ଯାପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ମୁନିନ୍ଦା ସ୍ଥିତ କବି ପ୍ରସନ୍ନ ପାଟଶାଣୀ ଉଚ୍ଚ ବିଦ୍ୟାଳୟ ପରିସରରେ ୨ ଦିନିଆ ଜାତୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶନିବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି । ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟର ବୈଜ୍ଞାନିକ ଓ
Read More...

ପଦ୍ମପୁର ସ୍ଥିତ ଜେନିଥ ଲାୟନ୍ସ ଗୁରୁକୁଳରେ ରେଡ୍‌କ୍ରସ୍‌ ସ୍ୱେଚ୍ଛାସେବୀ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ଜେନିଥ ଲାୟନ୍ସ ଗୁରୁକୁଳରେ ଆଜି ଏକ ଜୁନିଅର ରେଡ୍‌କ୍ରସ୍‌ ସ୍ୱେଚ୍ଛାସେବୀ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଡ. ମନୋଜ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପ୍ରତାପ କୁମାର ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ
Read More...

ମୁରିବାହାଲ ବ୍ଲକ ସଭାଗୃହରେ ଲକ୍ଷପତି ଦିଦି କାର୍ଯ୍ୟକ୍ରମର ସିଧାପ୍ରସାରଣ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଭାଗୃହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବହୁ ପ୍ରତିକ୍ଷିତ ଲକ୍ଷପତି ଦିଦି କାର୍ଯ୍ୟକ୍ରମର ସିଧାପ୍ରସାରଣ କାର୍ଯ୍ୟକ୍ରମ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି । ବିଡ଼ିଓ ପୂର୍ଣ୍ଣାନନ୍ଦ ପଟେଲଙ୍କ ସଭାପତିତ୍ୱରେ
Read More...

ବିଶାଶହେ କୁଳ କୁଲିତା ସମାଜର ମହାସଭା ପାଇଁ ରାମଚଣ୍ଡୀ ମନ୍ଦିରରେ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ, ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ନିକଟସ୍ଥ ରଣେଶ୍ୱର ରାମଚଣ୍ଡୀ ମନ୍ଦିର ପରିସରରେ ବିଶାଶହେ କୁଳ କୁଲିତା ସମାଜର ମହାସଭା କରାଯିବା ପାଇଁ ପ୍ରସ୍ତୁତି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ବିଶାଳ ସଭାରେ ସଭାପତିତ୍ୱ
Read More...