Daily Archives

ବିଶ୍ୱ ରୋଷେଇ ଘର ଉଦ୍ୟାନ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ୨୫ ଅଗଷ୍ଟ ବିଶ୍ଵ ରୋଷେଇ ଘର ଉଦ୍ୟାନ ଦିବସ, ଯାହା ମାସର ଶେଷ ରବିବାରରେ ପାଳନ ହୋଇଥାଏ । ସାଙ୍କେତିକ ଭାବରେ, ଗ୍ରୀଷ୍ମ ଋତୁର ଶେଷ ସମୟକୁ ଏହା ପ୍ରତିପାଦିତ କରେ । ଏହି ପାଳନ ହେଉଛି ଅଳ୍ପ ପରିମାଣରେ ଉତ୍ପାଦିତ ଖାଦ୍ୟର ବାର୍ଷିକ, ବିକେନ୍ଦ୍ରୀକରଣ
Read More...

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗରେ ୪ ଗିରଫ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକ ଗୁଡ଼ିମୁଣ୍ଡା ଗ୍ରାମରେ ଜନୈକ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗରେ ପୋଲିସ ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅପରପକ୍ଷେ ଆକ୍ରମଣର ଶିକାର ହୋଇଥିବା ଦାମୋଦର କଠାରଙ୍କୁ ଗୁରୁତର ଅବସ୍ଥାରେ ବଲାଙ୍ଗିର ଭୀମଭୋଇ ମେଡିକାଲରେ ଭର୍ତ୍ତି
Read More...

ବିରଞ୍ଚି ଦାଶ ପୂଜ୍ୟପୂଜା ସଂଗଠନ ଦ୍ୱାରା ସମ୍ବର୍ଦ୍ଧିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ ପୂଜ୍ୟପୂଜା ସେବା ସଂଗଠନ ବଲାଙ୍ଗିରର ୧୯ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ପତିତପାବନ ଏକାଡେମୀର ସଭା କକ୍ଷରେ ଅନୁଷ୍ଠିତ ହୋଇଥିଲା । ସଂଗଠନର ସଭାପତି କେଶବ ଚନ୍ଦ୍ର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଗୁରୁଶ୍ରୀ
Read More...

କନ୍ଧମାଳ ଜିଲ୍ଲାରେ କଡା ସୁରକ୍ଷା ବ୍ୟବସ୍ଥା : ଜନ୍ମାଷ୍ଟମୀ ଓ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ସପ୍ତଦଶତମ ବଳିଦାନ…

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଜନ୍ମାଷ୍ଟମୀ ଓ ବ୍ରହ୍ମଲିନ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ସପ୍ତଦଶ ତମ ବଳିଦାନ ଦିବସ ଉପଲକ୍ଷେ କନ୍ଧମାଳ ଜିଲ୍ଲାରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏଥି ପାଇଁ ତୁମୁଡ଼ିବନ୍ଧ ସ୍ତିତ ଜଲେଶପଟ୍ଟା ସଂସ୍କୃତ କନ୍ୟାଶ୍ରମ
Read More...

ସାଂପ୍ରତିକ ପରସ୍ଥିତିରେ ଖାଦ୍ୟ ସୁରକ୍ଷା ସହ ଜୈବିକ ଖାଦ୍ୟକୁ ପ୍ରାଧାନ୍ୟ ଦେବାର ସମୟ ଆସିଛି : ପଦ୍ମଶ୍ରୀ ସାବରମତି

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସାରା ବିଶ୍ୱରେ ଖାଦ୍ୟ ସଂକଟ ବଢିବାରେ ଲାଗିଥିବା ବେଳେ ଖାଦ୍ୟ ସୁରକ୍ଷା ତଥା ଜୈବିକ ଖାଦ୍ୟର ବ୍ୟବହାର ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି ପଦ୍ମଶ୍ରୀ ସାବରମତି । ଆଜି ଜାତୀୟ ସେବା ଯୋଜନା ପକ୍ଷରୁ ବ୍ରହ୍ମୁପୁର ବିଶ୍ୱବିଦ୍ୟାଳୟର ନୂତନ
Read More...

କେନାଲରେ ବୁଡ଼ି ଯୁବକ ମୃତ

ସାଲେପୁର : କେନାଲ ପାଣିରେ ବୁଡ଼ି ପ୍ରାଣ ହରାଇଲେ ଯୁବକ । କେନାଲ ବନ୍ଧ ରାସ୍ତାରେ ଯିବା ବେଳେ ଭାରସାମ୍ୟ ହରାଇ କେନାଲକୁ ଖସି ପଡ଼ିଥିଲେ । ମୃତ ଯୁବକ ଜଣକ ସୁକାନ୍ତ କୁରାର ସେଠୀ (୨୪) ବୋଲି ଜଣାପଡ଼ିଛି । ସାଲେପୁର ବ୍ଲକ ଅନ୍ତର୍ଗତ ଶିଶୁଆ ପଞ୍ଚାୟତ ଅଧିନସ୍ଥ ବାହାବଳପୁର ଗ୍ରାମରେ ଏଭଳି
Read More...

ସାମ୍ବାଦିକତା ଓ ଗଣ ଯୋଗାଯୋଗ ବିଭାଗର ବିଶ୍ୱ ବରିଷ୍ଠ ନାଗରିକ ସପ୍ତାହ, ଡିଜିଟାଲ ସାକ୍ଷରତା ଅଭିଯାନ ଓ ସଶକ୍ତିକରଣ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବିଶ୍ୱ ବରିଷ୍ଠ ନାଗରିକ ସପ୍ତାହକୁ ସ୍ମରଣୀୟ କରିବା ପାଇଁ ଏକ ହୃଦୟସ୍ପର୍ଶୀ ପଦକ୍ଷେପରେ ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ବିଭାଗ, ବୃଦ୍ଧମାନଙ୍କ ପାଇଁ ଏକ ଡିଜିଟାଲ ସାକ୍ଷରତା ଅଭିଯାନର ଆୟୋଜନ କରିଥିଲା । ଆଜି ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ଜଙ୍ଗଲରେ ମାତିଛନ୍ତି କାଠ ମାଫିଆ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ରେଞ୍ଜ ମାଇଦାନକେଲ ବିଟ୍‌ ଅନ୍ତର୍ଗତ ନେଲୁଙ୍ଗ ଗ୍ରାମ୍ୟ ଜଙ୍ଗଲରେ ମାତିଛନ୍ତି କାଠ ମାଫିଆ‌ । କିଛିଦିନ ହେବ ରାଜ୍ୟ ବାହାରର କାଠ ମାଫିଆମାନେ ମେସିନ ସାହାଯ୍ୟରେ ଗଛ କାଟି ବିଭିନ୍ନ ସ୍ଥାନକୁ ଚାଲାଣ କରୁଛନ୍ତି ।ଏନେଇ ଗ୍ରାମବାସୀ ପଚାରିଲେ ବନ ବିଭାଗ
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାତୀୟ ସେବା ଯୋଜନା ଦ୍ୱାରା ବୃକ୍ଷରୋପଣ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା ଦ୍ୱାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ତା-୨୪/୦୮/୨୦୨୪ ରିଖରେ ଅନୁଷ୍ଠିତ ହୋଇଯାଇଛି । ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ପଦ୍ମଶ୍ରୀ ଶାବରମତୀ ଏକ ଗଛ ଲଗାଇ ଶୁଭାରମ୍ଭ କରିଥିଲେ । ବିଶ୍ୱବିଦ୍ୟାଳୟର
Read More...

ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର : କାରଣ ଅସ୍ପଷ୍ଟ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଘରୁ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାର ଛାନ୍‌ଭିନ୍ କରୁଛି ପୋଲିସ । ସୂଚନା ଅନୁଯାୟୀ, ସ୍ତନ କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା
Read More...