shyamal
Daily Archives

ନାଗେଶ୍ୱରୀ ପାହାଡ଼ରୁ ବକ୍ସାଇଟ୍‌ ଖନନକୁ ଅଞ୍ଚଳବାସୀଙ୍କ ପ୍ରବଳ ବିରୋଧ

୩ ହଜାର ଲୋକ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର କୋରାପୁଟ, (ସୁନାମ ହନ୍ତାଳ) : କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ବାଲଡା ନିକଟ ନାଗେଶ୍ୱରୀ ପାହାଡ଼ରୁ ବକ୍ସାଇଟ୍‌ ଉତ୍ତୋଳନକୁ ପ୍ରଭାବିତ ଗ୍ରାମବାସୀ ପ୍ରବଳ ବିରୋଧ କରିଛନ୍ତି । ସରକାରଙ୍କ ନିଷ୍ପତ୍ତିକୁ ବିରୋଧ
Read More...

ପର୍ଯ୍ୟଟନସ୍ଥଳି ରହେନଚୁଆଁ ମୁଣ୍ଡାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ମାଲିସିରା ପଞ୍ଚାୟତ ଅଧିନସ୍ଥ ଖରାଲି ଗ୍ରାମ ନିକଟରେ ଅବସ୍ଥିତ ବ୍ରାହ୍ମଣୀ ପାହାଡ଼ ତଥା ରହେନଚୁଆଁ ମୁଣ୍ଡା ପର୍ଯ୍ୟଟନ ସ୍ଥଳୀରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶା ବିକାଶ ପରିଷଦ
Read More...

କାଉନସିଲରଙ୍କ ଆଗରେ ହାର ମାନିଲା ଲୋକଙ୍କ ଜନମତ ନିର୍ବାଚନ ସମୟକୁ ନେଇ ଭାଜପା,ବିଜେଡି କର୍ମୀ ମୁହାଁମୁହିଁ

କଳାହାଣ୍ଡି, ( ଶୁଭେନ୍ଦୁ କୁମାର ପଣ୍ଡା ) : କଳାହାଣ୍ଡି ଜିଲା ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ମୁକେଶ ଆଗ୍ରୱାଲଙ୍କ ବିରୋଧରେ ମଙ୍ଗଳବାର ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା । ଜୁନାଗଡ଼ ନଗରପାଳ ମୁକେଶ ଅଗ୍ରୱାଲଙ୍କ ବିପକ୍ଷରେ ବିଜେଡିର ୧୦ କାଉନସିଲର ଭୋଟ୍‌ ଦେଇଥିବା
Read More...

ବଲାଙ୍ଗିର ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ପରିବାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ମୋ ଝିଅକୁ ମାରି ଦେଇଛନ୍ତି । ମୋ ଝିଅକୁ ନ୍ୟାୟ ମିଳୁ । ଏପରି ଏକ ଅଭିଯୋଗ ନେଇ ବଲାଙ୍ଗିର ଆରକ୍ଷୀ ଅଧିକ୍ଷକଙ୍କ ଦ୍ୱାରସ୍ଥ ହୋଇଛନ୍ତି ଦେଓଗାଁ ଥାନା ଅନ୍ତର୍ଗତ କଛାରପାଲି ଗାଁର ମକରଧ୍ୱଜ ସାହୁ । ମକରଧ୍ୱଜଙ୍କ କହିବାନୁସାରେ ଗତ ୨୦୨୧ ମସିହାରେ ତାଙ୍କ ଝିଅ
Read More...

ଲେବଡ଼ା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ଫୁଟବଲ୍ ପ୍ରତିଯୋଗିତା ଉଦ୍‌ଘାଟିତ

ବାଳକ ବିଭାଗ ଫାଇନାଲରେ ବଲାଙ୍ଗିର ଓ ଲୋଇସିଂହା ବ୍ଲକ ଦଳ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡା ପଞ୍ଚାୟତ ସ୍ଥିତ ପାଟଣେଶ୍ୱରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖେଳ ପଡିଆରେ ତିନି ଦିନ ଧରି ୧୭ବର୍ଷରୁ କମ ଉଭୟ ବାଳକ ଓ ବାଳିକା ବିଭାଗର
Read More...

ରାଉରକେଲା କଲେଜର ଓଡ଼ିଆ ବିଭାଗ ତରଫରୁ ଆଲୋଚନାଚକ୍ର ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର -୪ ସ୍ଥିତ ରାଉରକେଲା କଲେଜର ଓଡ଼ିଆ ବିଭାଗ ତରଫରୁ ବିଦାୟୀ ଛାତ୍ରଛାତ୍ରୀ ତଥା ନବାଗତ ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅବସରରେ 'ଉଦୟ ଓ ଅସ୍ତର ରଙ୍ଗ ଲୋହିତ' ଶୀର୍ଷକ ଏକ ଆଲୋଚନାଚକ୍ର ଆୟୋଜିତ ହୋଇଯାଇଛି । ଏହି
Read More...

କେନ୍ଦ୍ରୀୟ ଯୋଜନା ‘କୃଷି ଭିତ୍ତିଭୂମି ପାଣ୍ଠି’ର କ୍ରମିକ ସଂପ୍ରସାରଣକୁ କ୍ୟାବିନେଟ୍ ଅନୁମୋଦନ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ‘କୃଷି ଭିତ୍ତିଭୂମି ପାଣ୍ଠି’ ଅନ୍ତର୍ଗତ କେନ୍ଦ୍ରୀୟ ପାଣ୍ଠି ଯୋଗାଣ ଯୋଜନାର କ୍ରମିକ ସମ୍ପ୍ରସାରଣକୁ ମଞ୍ଜୁରି ମିଳିଛି । ଯାହାଦ୍ୱାରା ଏହା ଅଧିକ ଆକର୍ଷଣୀୟ,
Read More...

ବଲାଙ୍ଗିର ମାହେଶ୍ୱରୀ ସ୍ୱେଚ୍ଛାସେବୀ ସଂଗଠନ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଆଲୋଚନା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାହେଶ୍ୱର ସ୍ୱେଚ୍ଛାସେବୀ ସଂଗଠନର ସ୍ୱଚ୍ଛତା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ସ୍ୱଚ୍ଛତା ଓ ସଂଯତା ବିଗତ ଜୁନ ମାସଠାରୁ ଆରମ୍ଭ ହୋଇ ବଲାଙ୍ଗିର ଓ ଟିଟିଲାଗଡର ସମସ୍ତ ୱାର୍ଡ ତଥା ବିଭିନ୍ନ ପଞ୍ଚାୟତରେ ବ୍ୟାପକ ଭାବରେ ଜାରି ରହିଛି । ମୁଖ୍ୟତଃ
Read More...

ବିଦାୟ ସମ୍ବର୍ଦ୍ଧନା ସମାରୋହ

ନୂଆପଡା, (ଅଜିତ ବେହେରା) : ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ ଭଇଁସାଦାନି ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଆଲଟି ଆଞ୍ଚଳିକ ସାଧନା କେନ୍ଦ୍ର ସଂଯୋଜକ ସିଆରସିସି ବୈଷ୍ଣବ ଦୁରିଆଙ୍କୁ ଆଜି ଭଇଁସାଦାନି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ଉକ୍ତ
Read More...

ରାସ୍ତାରେ ହୁତୁହୁତୁ ଜଳିଗଲା ଚଳନ୍ତା କାର୍

ଭଞ୍ଜନଗର : ହୁତୁହୁତୁ ହୋଇ ଜଳିଗଲା ଚଳନ୍ତା କାର୍ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର୍ ସମେତ ୪ ଯାତ୍ରୀ । ବ୍ରହ୍ମପୁର - ଭଞ୍ଜନଗର ମୁଖ୍ୟ ରାସ୍ତାର ଗାଙ୍ଗପୁର ଥାନା ଅନ୍ତର୍ଗତ ଷଢଙ୍ଗୀପଲୀ ଗାଁ ନିକଟ ରାସ୍ତାରେ ଘଟିଛି ଏଭଳି ଏକ ଅବନୀୟ ଘଟଣା । ସୂଚନା କ୍ରମେ ବ୍ରହ୍ମପୁରରୁ ଭଞ୍ଜନଗର ଅଭିମୁଖେ
Read More...