shyamal
Daily Archives

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ସ୍ୱତନ୍ତ୍ର ଜାତୀୟ ସେବା ଶିବିର : “ମାଆ ନାମରେ ଗଛଟିଏ”

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ପରିସରରେ ବିଶ୍ୱ ବିଦ୍ୟାଳୟର ଜାତୀୟ ସେବା ସଂସ୍ଥା ଆନୁକୁଲ୍ୟରେ ସ୍ୱତନ୍ତ୍ର ଜାତୀୟ ସେବା ଶିବିରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜାତୀୟ ସେବା ସଂସ୍ଥାର
Read More...

ବାବା ସାହେବ ଆମ୍ବେଦକର କ୍ଲବ ଠାରେ ଅନୁସୂଚିତ ଜାତି – ଜନଜାତି ମିଳି କ୍ରିୟାନୁଷ୍ଠାନ କମିଟିର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବାବା ସାହେବ ଆମ୍ବେଦକର କ୍ଲବ ଗେଟସରୋ ବରପଡା ଠାରେ ଅନୁସୂଚିତ ଜାତି ଓ ଜନଜାତି ମିଳିତ କ୍ରିୟାନୁଷ୍ଠାନ କମିଟିର ଏକ ଜରୁରୀ କାଳିନ ବୈଠକ ସତ୍ୟନାରାୟଣ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଅନୁସୂଚିତ ଜାତି ଓ ଜନଜାତି ମିଳିତ
Read More...

ପଶୁଧନ ଗଣନା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜିଲ୍ଲାସ୍ତରୀୟ ୨୧ତମ ପଶୁଧନ ଗଣନାକାରୀ ଓ ପର୍ଯ୍ୟବେକ୍ଷକ ମାନଙ୍କର ପ୍ରଶିକ୍ଷଣ ଶିବିର ସ୍ଥାନୀୟ ଡିପିଏମ୍‌ୟୁ ସଭା ଗୃହରେ ଉଦ୍‌ଘାଟିତ ହୋଇଯାଇଛି । କଳାହାଣ୍ଡି ଅତିରିକ୍ତ ଜିଲ୍ଲାପାଳ ତ୍ରିଲୋଚନ ପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି
Read More...

ବଲାଙ୍ଗିର ସାଂସଦଙ୍କ ସମୀକ୍ଷା ବୈଠକରେ ବିଡ଼ିଓ ଅନୁପସ୍ଥିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ସାଂସଦ ସଂଗୀତା କୁମାରୀ ସିଂହଦେଓ ଆଜି ଲୋଇସିଂହା ଏବଂ ଆଗଲପୁର ବ୍ଲକ ଗସ୍ତ କରି ସମୀକ୍ଷା ବୈଠକ କରିଥିବା ଜଣାଯାଇଛି । ତେବେ ଏହି ସମୀକ୍ଷା ବୈଠକରେ ଉଭୟ ବ୍ଲକର ବିଡ଼ିଓ ମାନେ ଅନୁପସ୍ଥିତ ରହିବା ଚର୍ଚ୍ଚାର ବିଷୟ ହୋଇଛି । ଜଣେ ନିର୍ବାଚିତ ଜନ
Read More...

ଲେବଡ଼ା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ଫୁଟବଲ୍ ପ୍ରତିଯୋଗିତା ଉଦ୍‌ଯାପିତ

ବାଳକ ବିଭାଗରେ ବଲାଙ୍ଗିର ଓ ବାଳିକା ବିଭାଗରେ ଟିଟିଲାଗଡ ବ୍ଲକ ଦଳ ଚମ୍ପିୟାନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡା ପଞ୍ଚାୟତସ୍ଥିତ ପାଟଣେଶ୍ୱରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖେଳ ପଡିଆରେ ତିନି ଦିନ ଧରି ଚାଲିଥିବା ୧୭ବର୍ଷରୁ କମ
Read More...

ଜିଲ୍ଲାସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ମିନି ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୀୟ ୧୭ ବର୍ଷରୁ କମ ବାଳକ ଓ ବାଳିକା ଫୁଟବଲ ପ୍ରତିଯୋଗିତା ଗତ ୨୭ ତାରିଖ ଉଦ୍‌ଘାଟିତ ହୋଇଯାଇଛି । ଜିଲ୍ଲା ଶିକ୍ଷାବିଭାଗ ତରଫରୁ ଆୟୋଜିତ ଏହି ପ୍ରତିଯୋଗିତାରେ ମୁଖ୍ୟ ଅତିଥି
Read More...

ମୁରିବହାଲ-ଟିକ୍ରାପଡ଼ା ପୂର୍ତ୍ତ ରାସ୍ତାର ବାନ୍ଦୁପଲାରେ ୩ଫୁଟର ବର୍ଷାଜଳ ପ୍ରବାହିତ ହୋଇ ଯୋଗାଯୋଗ ବିଛିନ୍ନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଗୁରୁବାର ସକାଳୁ ଜାରି ରହିଥିବା ଲଗାଣ ଲଘୁଚାପ ବର୍ଷା ପ୍ରଭାବରେ ମୁରିବାହାଲ ବ୍ଲକ ଗୁଡିଘାଟରୁ ଟିକ୍ରାପଡ଼ା ପୂର୍ତ୍ତ ବିଭାଗ ମୁଖ୍ୟ ରାସ୍ତାର ବାନ୍ଦୁପଲା ଗାଁ ନିକଟରେ ରାସ୍ତା ଉପରେ ୩ଫୁଟରୁ ଅଧିକ ବର୍ଷା ଜଳ ପ୍ରବାହିତ ହେଉଥିବାରୁ ଯୋଗାଯୋଗ
Read More...

ବରଗଡ-ନୂଆପଡ଼ା ରେଳ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ବରଗଡ଼ ସାଂସଦ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ବହୁ ପ୍ରତୀକ୍ଷିତ ବରଗଡ଼ରୁ ନୂଆପଡା ରେଳ ଲାଇନ କେନ୍ଦ୍ର ପକ୍ଷରୁ ମଞ୍ଜୁରୀ ପରେ ବରଗଡ଼ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି । ଏନେଇ ବରଗଡ଼ ସାଂସଦଙ୍କ ସମେତ ବରଗଡ଼ ଅଞ୍ଚଳର ଜନସାଧାରଣ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ
Read More...

ପ୍ରଧାନମନ୍ତ୍ରୀଙ୍କ ସହ ବରଗଡ ସାଂସଦ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ସାଂସଦ ପ୍ରଦୀପ ପୁରୋହିତ କିଛିଦିନ ତଳେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଥିଲେ । ଏହି ସମୟରେ ସାଂସଦ ଶ୍ରୀ ପୁରୋହିତ ନୃସିଂହ ମହାପ୍ରଭୁଙ୍କ ଏକ ଫଟୋଚିତ୍ର ଦେବା ସହ ନୃସିଂହନାଥ ଆସିବାକୁ ନିମନ୍ତ୍ରଣ ଦେଇ ବରଗଡରୁ ନୂଆପଡା
Read More...

ମୁକ ବଧିର ବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୭ ସ୍ଥିତ ରାଉରକେଲା ସ୍କୁଲ ଫର ଦି ଡିଫ୍ (ମୁକ ବଧିର ବିଦ୍ୟାଳୟ)ରେ ଜାତୀୟ କ୍ରୀଡ଼ା ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ଦେଶର ବରପୁତ୍ର ହକି ଯାଦୁକର ମେଜର ଧ୍ୟାନଚାନ୍ଦଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା । ରାଉରକେଲାର ବିଶିଷ୍ଟ
Read More...