Daily Archives

ଦେବାଳୟ ସୁରକ୍ଷା କମିଟି ନୁଆଁଖାଇ ୩ ଦିନ ଛୁଟି ଏବଂ ମନ୍ଦିରମାନଙ୍କୁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା ପାଇଁ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନୁଆଁଖାଇ ଛୁଟି ୩ ଦିନ ପାଇଁ ଦେବାଳୟ ସୁରକ୍ଷା କମିଟି ଓ ବିଭିନ୍ନ କମିଟି ସହ ମିଶି ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ବଲାଙ୍ଗିର ପାଟଣା ଇଷ୍ଟଦେବି ମାଁ ପାଟଣେଶ୍ୱରୀ, ମାଁ ସମଲେଶ୍ୱରୀ ନୁଆଁଖାଇ ଉପଲକ୍ଷେ ଆଲୋକ
Read More...

ଅବହେଳିତ ସୂଚନା କେନ୍ଦ୍ର ଓ ପାଠାଗାରରେ ଆଣ୍ଠୁଏ ପାଣି

କଣ୍ଟାବାଞ୍ଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସ୍ଥିତ ସୂଚନା କେନ୍ଦ୍ର ଓ ପାଠାଗାରରେ ଗୁରୁବାର ଦିନର ଝରି ବର୍ଷାରେ ଅଫିସ ପରିସରରେ ଆଣ୍ଠୁଏ ପାଣି ଜମି ରହିଛି । କଣ୍ଡାବାଞ୍ଜିସ୍ଥିତ ସୂଚନା କେନ୍ଦ୍ର ଓ ପାଠାଗାର ଦୀର୍ଘ ଦିନ ହେଲା ଅବହେଳିତ ଅବସ୍ଥାରେ ରହିଛି । କେବଳ
Read More...

ଭବାନୀପାଟଣା ଠାରେ ୨୧ତମ ପଶୁଧନ ଗଣନାକାରୀ ଓ ପର୍ଯ୍ୟବେକ୍ଷକ ମାନଙ୍କର ପ୍ରଶିକ୍ଷଣ ଶିବିର

କଳାହାଣ୍ଡି, (ପି.କେ. ସାହୁ) : ଜିଲ୍ଲାସ୍ତରୀୟ ୨୧ତମ ପଶୁଧନ ଗଣନାକାରୀ ଓ ପର୍ଯ୍ୟବେକ୍ଷକ ମାନଙ୍କର ପ୍ରଶିକ୍ଷଣ ଶିବିର ସ୍ଥାନୀୟ ଡି.ପି.ଏମ.ୟୁ (ପ୍ଲାନିଂ) ଭବାନୀପାଟଣା ସଭା ଗୃହରେ ଉଦ୍‌ଘାଟନ କାର୍ଯ୍ୟକ୍ରମ ହୋଇଯାଇଅଛି । ଉକ୍ତ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ)
Read More...

ବାଇକରୁ ଖସିପଡି ମହିଳା ମୃତ

କଳାହାଣ୍ଡି, ( ଶୁଭେନ୍ଦୁ କୁମାର ପଣ୍ଡା ) : ଭବାନୀପାଟଣା - ଭୁବନେଶ୍ଵର ୨୬ ନମ୍ବର ରାଜ୍ୟ ରାଜପଥ ବଫଲା ପାଖରେ ବାଇକରୁ ଖସିପଡି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ବାଇକରେ ୩ ଜଣ ଆରୋହୀ ଯାଉଥିବାବେଳେ ପଛରେ ବସିଥିବା ମହିଳା ଅସାବଧାନତା ଯୋଗୁଁ ଅଚାନକ୍ ଖସି ପଡିବା ଫଳରେ ତାଙ୍କ ମୁଣ୍ଡରେ
Read More...

ଜଙ୍ଗଲି ଛତୁ ଖାଇ ଝାଡାବାନ୍ତିରେ ମାଁ-ପୁଅ ମୃତ : ୨ ଜଣ ଗୁରୁତର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସୁତ୍ରା ପଞ୍ଚାୟତର ସିକାଟି ଗ୍ରାମରେ ଝାଡାବାନ୍ତି ହୋଇ ମାଁ ପୁଅ ମୃତ, ୨ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ସିକାଟି ଗ୍ରାମର ଲୋଚନ ମଳିକଙ୍କ ବୋହୁ ସୁକୁମାରୀ ମଳିକ ଓ ୧୨ ବର୍ଷର ନାତି
Read More...

କବୟିତ୍ରୀ ଲୋପାମୁଦ୍ରା ଜେନା ସମ୍ମାନିତ

ରାଉରକେଲା, (ସସ୍ମିତା ପ୍ରଧାନ) : କବୟିତ୍ରୀ ଲୋପାମୁଦ୍ରା ଜେନା ଜଣେ ସୁଲେଖିକା ଏବଂ କବୟିତ୍ରୀ ଭାବରେ ରାଜ୍ୟରେ ସୁପରିଚିତ । ଭାଷା ସାହିତ୍ୟକୁ ଅବଦାନ ପାଇଁ ଭାରତ ସରକାରଙ୍କ ଅନୁମୋଦିତ ଲିଜେଣ୍ଡାରୀ ପିସ୍ ଆୱାର୍ଡ଼ କାଉନସିଲ ତରଫରୁ ନୂଆଦିଲ୍ଲୀ ଠାରେ ଡକ୍ଟରେଟ୍ ଉପାଧିରେ ସମ୍ମାନିତ
Read More...

ବୋଡ଼େନ ସରକାରୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଟଙ୍କା କାରବାର ଅଭିଯୋଗ : ବାରମ୍ବାର ଅଭିଯୋଗ ପରେ ମଧ୍ୟ ହେଉନି…

ନୂଆପଡ଼ା, (ଅଜିତ ବେହେରା) : ରାଜ୍ୟ ସରକାର ଓ କେନ୍ଦ୍ର ସରକାର ସ୍ୱାସ୍ଥ୍ୟ ବିଭାଗ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ଏବଂ ଜନ୍ମ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସମସ୍ତ ପ୍ରକାର ସ୍ୱାସ୍ଥ୍ୟ ଜନିତ ସମସ୍ୟା ପାଇଁ ରାଜ୍ୟରେ କିମ୍ଵା ରାଜ୍ୟ ବାହାରେ ମାଗଣା ସ୍ୱାସ୍ଥ୍ୟ ସେବା ଯୋଗାଇ
Read More...

ସିନ୍ଧୁଦୁର୍ଗର ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି କ୍ଷୟକ୍ଷତିର ତଦନ୍ତ କରିବ ଯୁଗ୍ମ କମିଟି

ନୂଆଦିଲ୍ଲୀ, (ପିଆଇବି) : ଭାରତୀୟ ନୌସେନାର ନେତୃତ୍ୱରେ ମହାରାଷ୍ଟ୍ର ସରକାରଙ୍କ ପ୍ରତିନିଧି ଏବଂ ବୈଷୟିକ ବିଶେଷଜ୍ଞଙ୍କୁ ନେଇ ଏକ ଯୁଗ୍ମ କମିଟି ଗଠନ କରାଯାଇଛି । ଯେଉଁଥିରେ ସିନ୍ଧୁଦୁର୍ଗର ରାଜକୋଟ ଦୁର୍ଗରେ ସ୍ଥାପିତ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତିର ଦୁର୍ଭାଗ୍ୟଜନକ
Read More...

ୟୁଥ୍ ରେଡକ୍ରସ ତରଫରୁ ବିରେନ୍ଦ୍ର କୁମାର ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ କଠଉମାଲ ସ୍ଥିତ ବିରେନ୍ଦ୍ର କୁମାର ଡିଗ୍ରୀ ମହାବିଦ୍ୟାଳୟ ଠାରେ ୟୁଥ୍ ରେଡକ୍ରସ ଓ ଜାତୀୟ ସେବା ଶିବିରର ମିଳିତ ଆନୁକୂଲ୍ୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଲଜୀ ପ୍ରସାଦ ପାଣଗ୍ରାହୀଙ୍କ ସଭାପତିତ୍ୱରେ ଏକ ସଭାରେ ହକିର ଯାଦୁଗର ଧ୍ୟାନଚାନ୍ଦଙ୍କ ସ୍ମୃତି ଚାରଣ
Read More...