Daily Archives

ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିନାୟକ ଆଚାର୍ଯ୍ୟଙ୍କ ୧୦୬ ତମ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଗଞ୍ଜାମର ଅନ୍ୟତମ ବରପୁତ୍ର, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିନାୟକ ଆଚାର୍ଯ୍ୟଙ୍କ ୧୦୬ ତମ ଜୟନ୍ତୀ ଉତ୍ସବ ସ୍ଥାନୀୟ ଆସ୍କା ରୋଡ ସ୍ଥିତ ବିନାୟକ ଆଚାର୍ଯ୍ୟ ସ୍ମୃତି ପୌରପାଳିକା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଗଞ୍ଜାମ ବିକାଶ ମଞ୍ଚ ତରଫରୁ ପାଳନ
Read More...

ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ରାସ୍ତା ପାଲଟିଛି ମରଣଯନ୍ତା

ନୂଆପଡ଼ା, (ଅଜିତ ବେହେରା) : ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ରୋଗୀଙ୍କ ସୁବିଧା ସୁଯୋଗ ପାଇଁ ସ୍ୱାସ୍ଥ୍ୟ କେନ୍ଦ୍ର ନିର୍ମାଣ କରିଛନ୍ତି । ହେଲେ ବିଭାଗୀୟ ଅଧିକାରୀ ଠିକାଦାରଙ୍କ ଲୁଟପାଟ ନୀତି ଯୋଗୁଁ ନିମ୍ନମାନର କାର୍ଯ୍ୟ ହୋଇଥିବା ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ
Read More...

କୋର୍ଟରେ ଶୁଣାଣି ବେଳେ ବିଷ ପିଇ ଦେଲେ ଯୁବତୀ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ଦୌରା ଜଜ୍‌ଙ୍କ କୋର୍ଟରେ ଏକ ଦୁଷ୍କର୍ମ ମାମଲାର ଶୁଣାଣି ଚାଲିଥିବା ବେଳେ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ । ଗତ ୨୦୨୧ରେ ତଳସରା ଥାନାରେ ଏକ ଦୁଷ୍କର୍ମ ମାମଲା ରୁଜୁ ହୋଇଥିଲା । ଆଜି ସେହି ମାମଲାର କୋର୍ଟରେ ଶୁଣାଣି ଚାଲିଥିବା ବେଳେ ଦୁଷ୍କର୍ମ ପୀଡ଼ିତା ବିଷ
Read More...

ଲୋଇସିଂହା କଲେଜରେ ସ୍ଵତନ୍ତ୍ର ଶିବିର ଉଦ୍‌ଘାଟିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ତରଫରୁ ସ୍ଵତନ୍ତ୍ର ଶିବିର ଉଦ୍‌ଘାଟିତ ହୋଇଯାଇଛି । ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ଜାତୀୟ ସେବା ଯୋଜନାର ପୂର୍ବତନ ଜିଲ୍ଲା ଅଧିକାରୀ କାହ୍ନୁଚରଣ
Read More...

ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ଓ ଅନ୍ୟାନ୍ୟ ଦାବି ନେଇ ଏସ୍.ୟୁ.ଜେ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଷ୍ଟେଟ୍ ୟୁନିଅନ୍ ଅଫ ଜର୍ଣ୍ଣାଲିଷ୍ଟ (ଏସ୍.ୟୁ.ଜେ) ବଲାଙ୍ଗିର ଶାଖା ପକ୍ଷରୁ ୭ ଦଫା ସମ୍ବଳିତ ଦାବିପତ୍ର ବଲାଙ୍ଗିର ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି । ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ, କାର୍ଯ୍ୟରତ ସାମ୍ବାଦିକ
Read More...

ନିଖିଳ ଓଡିଶା ଏମ୍‌.ଡି.ଏମ୍‌ ପାଚିକା ସହାୟିକା ସଂଘ ଦ୍ୱାରା ରେଲି ଓ ପ୍ରତିବାଦ ସଭା ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ (ଏମ୍‌ଡିଏମ୍‌) ପାଚିକା ସହାୟିକାଙ୍କ ପାରିଶ୍ରମିକ ଓ ସର୍ବନିମ୍ନ ମଜୁରୀ ଦାବି ନେଇ ଜିଲ୍ଲା ସଭାପତି ପାଣ୍ଡବ ଭୋଇଙ୍କ ନେତୃତ୍ୱରେ ଜିଲ୍ଲାର ସମସ୍ତ ୧୪ଟି ବ୍ଲକର ପାଚିକା ସହାୟିକାଙ୍କୁ ନେଇ କୋଶଳ କଳାମଣ୍ଡଳ ପଡିଆରୁ ଏକ ବିରାଟ
Read More...

ଉପ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମାହେଶ୍ୱରୀ ସଂଗଠନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ମାହେଶ୍ୱରୀ ତରଫରୁ ଉପ ମୁଖ୍ୟମନ୍ତ୍ରୀଙ୍କୁ ଏକ ପ୍ରତିନିଧି ଦଳ ଭୁବନେଶ୍ୱର ଠାରେ ସାକ୍ଷାତ କରି ଅଂଚଳର ଅନେକ ଗୁଡେ ସାଂପ୍ରତିକ ସମସ୍ୟା ଉପରେ ଆଲୋଚନା କରିବା ସହ ସେହି ସଂକ୍ରାନ୍ତିୟ ସମାଧାନ ପାଇଁ ଆଲୋଚନା
Read More...

ଜାତୀୟ କ୍ରୀଡା ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ସ୍ନାତକ ମହାବିଦ୍ୟାଳୟ ପରିସର ମଧ୍ୟରେ ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥଙ୍କ ସଭାପତିତ୍ଵରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ସୁଶ୍ରୀ ସଂଗୀତା ଗୌନ୍ତିଆ ପରିଚାଳନା କରିବା ସହ ପ୍ରସିଦ୍ଧ ହକି ତାରକା ମେ.
Read More...

ସେପ୍ଟେମ୍ବର ୧୪ରେ ଜିଲ୍ଲାରେ ଅନୁଷ୍ଠିତ ହେବ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ସେପ୍ଟେମ୍ବର ୧୪ ତାରିଖ ଶନିବାର ଦିନ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ । ବଲାଙ୍ଗିର, ଟିଟିଲାଗଡ, ପାଟଣାଗଡ, କଣ୍ଟାବାଞ୍ଜି, ଲୋଇସିଂହା, ସଇଁତଳା, ମୁରିବାହଲ ଏବଂ ବଙ୍ଗୋମୁଣ୍ଡା ଅଦାଲତ ପରିସରରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହେବ । ଏଥିରେ ସମସ୍ତ
Read More...

ମିଠାପାଲି – ନୂଆଗାଁ ରାସ୍ତା ମରାମତି ଦାବୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମିଠାପାଲିରୁ ନୂଆଗାଁ ଯିବା ରାସ୍ତାର ଅବସ୍ଥା ଅତି ଶୋଚନୀୟ ଅବସ୍ଥାରେ ପଡ଼ିରହିଛି । ଗନ୍ଧମାର୍ଦ୍ଦନ ପର୍ବତମାଳା ପାଦଦେଶରେ ଥିବା ଏହି ରାସ୍ତାରେ ଶତାଧିକ ଲୋକ ଯାତାୟତ କରିଥାନ୍ତି । ମୁଖ୍ୟତଃ ପ୍ରସିଦ୍ଧ ଶୈବପୀଠ
Read More...