Daily Archives

ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ହକି କିମ୍ବଦନ୍ତୀ ମେଜର ଧ୍ୟାନଚନ୍ଦଙ୍କ ଜନ୍ମ ଦିବସ ଉପଲକ୍ଷେ ଜିଲ୍ଲା ପ୍ରଶାସନ ବଲାଙ୍ଗିର ଦ୍ଵାରା ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି । ଏଥିରେ ସ୍କୁଲ କଲେଜ ଛାତ୍ରଛାତ୍ରୀ, ଖେଳାଳୀ ବରିଷ୍ଠ ନାଗରିକ, ଏବଂ ମଧୁସୂଦନ କ୍ରୀଡ଼ା ଏବଂ
Read More...

ଆଜିଠୁ ପ୍ରବଳ ବର୍ଷା : ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆସୁଛି ବଡ଼ ବର୍ଷା । ଲଘୁଚାପ ପ୍ରଭାବରେ ଆଜିଠୁ ପ୍ରବଳ ଛେଚିବ । ତିନି ଦିନ ଭିଜିବ ଓଡ଼ିଶା । ବିଶେଷ ଭାବେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବ । ଗଂଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଖୋର୍ଦ୍ଧା,
Read More...

ବେଳାଭୂମି ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଆମ ବେଳାଭୂମିର ସୌନ୍ଦର୍ଯ୍ୟ ଏବଂ ମହତ୍ତ୍ୱକୁ ପ୍ରତିପାଦିତ କରିବା ପାଇଁ 'ବେଳାଭୂମି ଦିବସ' ପାଳନ ଏକ ବିଶେଷ ଦିନ । ସୁକୋମଳ ସୂର୍ଯ୍ୟଲୋକର ସ୍ୱର୍ଶ, ସୁଶିତଳ ବାୟୁ, ସରୁ ବାଲି ଏବଂ ସମୁଦ୍ରକୁ ଉପଭୋଗ କରିବାର ଏହା ଏକ ସମୟ, ଯେତେବେଳେ କି ଏହି
Read More...

ବ୍ରହ୍ମପୁର ଡାକମଣ୍ଡଳର ୭୭ତମ ପ୍ରତିଷ୍ଠା ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଦକ୍ଷିଣ ଓଡିଶାର ପ୍ରାଣକେନ୍ଦ୍ର ବ୍ରହ୍ମପୁର ସହରରେ ୧ ଅଗଷ୍ଟ ୧୯୪୮ ମସିହାରେ ବ୍ରହ୍ମପୁର ଡାକ-ମଣ୍ଡଳ ପ୍ରତିଷ୍ଠା ହୋଇଯାଇଛି । ଏହି ଅବସରରେ ବ୍ରହ୍ମପୁର ଡାକମଣ୍ଡଳର ୭୭ତମ ପ୍ରତିଷ୍ଠା ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ବ୍ରହ୍ମପୁର ମୁଖ୍ୟ ଡାକ-ଘରର
Read More...

ରାମଲୀଳା କମିଟି ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜାଜୀ ଟାଉନ୍ ହଲ୍‌ ପଦ୍ମପୁର ଠାରେ ରାମଲୀଳା କମିଟିର ସଭାପତି ପ୍ରମୋଦ ନାଥଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଉପଦେଷ୍ଟା ନାଟ୍ୟଶ୍ରୀ ଅଶୋକ ବହିଦାର, ସଙ୍ଗୀତ ନିର୍ଦ୍ଦେଶକ ରମେଶ ଗୁର୍ଲା, ନୃତ୍ୟ ନିର୍ଦ୍ଦେଶକ ତଥା
Read More...

ବରଗଡ ରୋଡ୍-ନୂଆପଡା ନୂତନ ରେଳପଥ ମଞ୍ଜୁରି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ବରଗଡବାସୀ

ରେଳପଥ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ଯୋଗାଇ ଦେବେ-ମୁଖ୍ୟମନ୍ତ୍ରୀ ବରଗଡ, (ନିରୋଜ କୁମାର ପାଣୀ) : ଆଜି ଲୋକସେବା ଭବନଠାରେ ବରଗଡ ଜିଲ୍ଲାର ଏକ ପ୍ରତିନିଧି ମଣ୍ଡଳୀ, ସାଂସଦ ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ
Read More...

ଅବସରପ୍ରାପ୍ତ କ୍ରୀଡ଼ାବିତ୍ ସଶକ୍ତୀକରଣ ପ୍ରଶିକ୍ଷଣ (ରିସେଟ୍) କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଡ. ମନସୁଖ ମାଣ୍ଡଭୀୟା

'ଆମର ଅବସରପ୍ରାପ୍ତ କ୍ରୀଡ଼ାବିତ୍‌ମାନଙ୍କୁ ସଶକ୍ତ କରିବା ଉଦ୍ଦେଶ୍ୟରେ ରିସେଟ୍ କାର୍ଯ୍ୟକ୍ରମ- କେନ୍ଦ୍ରମନ୍ତ୍ରୀଅବସରପ୍ରାପ୍ତ କ୍ରୀଡ଼ାବିତ୍‌ଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ ନୂଆଦିଲ୍ଲୀ, (ପିଆଇବି) : ଜାତୀୟ କ୍ରୀଡ଼ା ଦିବସ ଅବସରରେ କେନ୍ଦ୍ର ଯୁବ
Read More...