Daily Archives

ମୃତ ଦାଦନ ଶ୍ରମିକ ସ୍ୱର୍ଗତ ଭୋଜରାଜ ପୁରୁଆଙ୍କ ପରିବାରଙ୍କୁ ଭେଟିଲେ କଂଗ୍ରେସ ପ୍ରତିନିଧି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ବୁବେଲ ପଂଚାୟତ ଅନ୍ତର୍ଗତ ବେଲବାହାଲି ଗ୍ରାମର ଯୁବ ଦାଦନ ଶ୍ରମିକ ଭୋଜରାଜ ପରୁଆ (୩୫) ପରିବାର ପ୍ରତିପୋଷଣ ପାଇଁ ତାମିଲନାଡୁର କୋୟମ୍ମାଟୁର ଠାରେ ଦାଦନ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ । ସେଠାରେ ଛାତ ଉପରୁ ଖସିପଡି ଗତ ୨୨ ତାରିଖ ଦିନ
Read More...

ଏବିଡ଼ିଓ ପ୍ରଦୀପ୍ତ ନାୟକଙ୍କୁ ସେବା ନିବୃତ୍ତ ସମ୍ବର୍ଦ୍ଧନା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକର ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦୀପ୍ତ କୁମାର ନାୟକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ପର୍ବ ବ୍ଲକ ପରିସରରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ବର୍ଷ ଧରି ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକରେ ଏବିଡ଼ିଓ ପଦବୀରେ କାର୍ଯ୍ୟକରି
Read More...

ଭାରତୀୟ କିଶାନ ସଂଘ ବଲାଙ୍ଗିର ଜିଲ୍ଲାର ଜିଲ୍ଲାସ୍ତରୀୟ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଆର୍ଯ୍ୟ ସମାଜ ମନ୍ଦିର ପ୍ରାଙ୍ଗଣରେ ଭାରତୀୟ କିଶାନ ସଂଘର ଜିଲ୍ଲାସ୍ତରୀୟ ବୈଠକ ଡଃ. ଶଶୀ ଭୂଷଣ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଅଛି । ତହିଁରେ ଭାରତୀୟ କିଶାନ ସଂଘ ଓଡିଶାର କାର୍ଯ୍ୟକାରୀଣି ସଦସ୍ୟ ରାଧାକୃଷ୍ଣ ମେହେର ମାର୍ଗଦର୍ଶକ ଭାବରେ
Read More...

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ବୈଠକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଆଜି କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ବିଭିନ୍ନ ରାଜନୈତିକ ଦଳ ପ୍ରତିନିଧିମାନଙ୍କୁ ନେଇ ତୃଟିଶୂନ୍ୟ ସଂକ୍ଷିପ୍ତ ଭୋଟର ତାଲିକା କାର୍ଯ୍ୟକ୍ରମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ତ୍ରିଲୋଚନ ପାତ୍ର ଏହି ବୈଠକରେ
Read More...

ସ୍ୱାୟତ୍ତ ଶାସନ ଦିବସ ଅବସରରେ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟ

କନ୍ଧମାଳ : (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସ୍ୱାୟତ୍ତ ଶାସନ ଦିବସ ଅବସରରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ପୌରପରିଷଦ ପକ୍ଷରୁ ୨ ଦିନିଆ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟ ଫୁଲବାଣୀ କରୋନେସନ ପଡ଼ିଆରେ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ଜିଲାର ବିଭିନ୍ନ ଅଞ୍ଚଳର ୮ଟି ଟିମ୍‌ ଭାଗନେଇଥିବା ବେଳେ
Read More...

ସଂକୁଳ ସ୍ତରୀୟ ସାମୁହିକ ଆଚାର୍ଯ୍ୟ ବିକାଶ ଦିବସ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ପଦ୍ମପୁର ସଂକୁଳ ସ୍ତରୀୟ ସାମୁହିକ ଆଚାର୍ଯ୍ୟ ବିକାଶ ଦିବସ ଆଜି ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସାମୁହିକ ଶାରୀରିକ କାଳାଂଶରେ ପ୍ରଦୀପ ରାଜହଂସ ପରିଚାଳନାରେ ସମତା, ଦୃତ ବ୍ୟାୟାମ ଯୋଗର ଅଭ୍ୟାସ ଓ ସଂଘ
Read More...

କୁଚାଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ସାଧନ କେନ୍ଦ୍ର କୁଚାଗାଁ ଅନୁକୂଲ୍ୟରେ ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁଚାଗାଁ ଠାରେ ଏକ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଟିକେଚନ୍ଦ୍ର ମାଝୀ, ଅବସରପ୍ରାପ୍ତ
Read More...

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟରେ ସ୍ୱତନ୍ତ୍ର ଜାତୀୟ ସେବା ଶିବିର କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟ ଆନୁକୂଲ୍ୟରେ ସ୍ୱତନ୍ତ୍ର ଜାତୀୟ ସେବା ଶିବିର, ବୃକ୍ଷରୋପଣ ପଞ୍ଚମ ଦିବସ କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଶୋଭେନ୍ଦ୍ର କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର

ସୁନ୍ଦରଗଡ଼ : ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର । ଦୁର୍ଘଟଣା ନା ହତ୍ୟା । ଖବର ଅନୁଯାୟୀ ସୁନ୍ଦରଗଡ଼ ଭଷ୍ମା ଥାନା ମସନିକାନି ନିକଟ ୧୦ ନମ୍ୱର ରାଜ୍ୟ ରାଜପଥ ରାସ୍ତାକଡରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି । ଯୁବକଙ୍କ ପରିଚୟ ମିଳିପାରିନାହିଁ । ଏହା ଦୁର୍ଘଟଣା ନା
Read More...

ଭାରତର ସ୍ଥଳ ସୈନିକ ଏନ୍‌ସିସି କ୍ୟାମ୍ପ ଆସନ୍ତା ସେପ୍ଟେମ୍ବର ୨ରେ

ନୂଆଦିଲ୍ଲୀ : ଭାରତର ସ୍ଥଳ ସୈନିକ ଏନ୍‌ସିସି କ୍ୟାମ୍ପ ଆସନ୍ତା ସେପ୍ଟେମ୍ବର ୨ ତାରିଖରୁ ୧୪ ପର୍ଯ୍ୟନ୍ତ ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଯାଉଛି । ଏହି କ୍ୟାମ୍ପରେ ପ୍ରତ୍ୟେକ ରାଜ୍ୟର ଏନ୍‌ସିସି ଛାତ୍ରମାନେ ଯୋଗ ଦେବେ ବୋଲି ସୂଚନା ମିଳିଛି । ଏହି ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡିଶା
Read More...