ଗାଧୋଇବାକୁ ଯାଇଥିବା ବେଳେ ଅଘଟଣ : ପୋଖରୀରେ ବୁଡ଼ି ଚାଲିଗଲା ଜଣକ ଜୀବନ
ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଗୋଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଜୀବନ ଗଲା । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ଅଞ୍ଚଳରେ । ମୃତକ ମହାସିଙ୍ଗି ଗ୍ରାମର ଭକ୍ତରାମ ପୁଜାରୀ ହୋଇଥିବା ଜଣାପଡ଼ିଛି । ସୂଚନା!-->…
Read More...
Read More...