କନ୍ଧମାଳରେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ସାଂସଦଙ୍କ ଦାବି
କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ରାଜ୍ୟର ଅନ୍ୟତମ ପଛୁଆ ଜିଲ୍ଲା ଭାବେ ଜଣାଶୁଣା । ଶିକ୍ଷା, ସ୍ୱାସ୍ଥ୍ୟ ସବୁ ଦୃଷ୍ଟିରୁ ଏହି ଜିଲ୍ଲା ଅନେକ ପଛରେ ରହିଛି । କେନ୍ଦ୍ର ସରକାର କନ୍ଧମାଳର ବିକାଶ ପାଇଁ ଏହାକୁ ଆକାଂକ୍ଷୀ ଜିଲ୍ଲା ତାଲିକାରେ ସାମିଲ କରିଛନ୍ତି ।!-->…
Read More...
Read More...