Monthly Archives

August 2024

ଟିଟିଲାଗଡ଼ ପ୍ରଭାବତୀ ପବ୍ଲିକ ସ୍କୁଲରେ ସମ୍ବଲପୁରୀ ଦିବସ ପାଳିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଅଗଷ୍ଟ ମାସର ୧ ତାରିଖକୁ ସମ୍ବଲପୁରୀ ଦିବସ ରୂପେ ପଶ୍ଚିମ ଓଡ଼ିଶାରେ ପାଳନ କରାଯାଉଥିବା ବେଳେ ଟିଟିଲାଗଡ଼ ସହରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଶ୍ରୀ ଦାଦିଜୀ ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲର ଜୁନିଅର୍‌ ଓ ସିନିଅର୍‌ ୱିଂସରେ ମଧ୍ୟ ପାଳନ
Read More...

ମହମ୍ମଦ ରଫିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲା ହମ୍ ନୌସାଦ

ରାଉରକେଲା, (ସସ୍ମିତା ପ୍ରଧାନ) : ହିନ୍ଦୀ ଚଳଚ୍ଚିତ୍ରର ସୁନାମଧନ୍ୟ ଗାୟକ ସ୍ୱର୍ଗତ ମହମ୍ମଦ ରଫିଙ୍କ ୪୪ତମ ଶ୍ରାଦ୍ଧ ବାର୍ଷିକୀ ଉପଲକ୍ଷେ ହମ୍ ନୌସାଦ ତରଫରୁ ରାଉରକେଲା କ୍ଲବ୍ ଠାରେ ଶାମ୍ ଇ ରଫି ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ମଞ୍ଚ ସଂଯୋଜକ ସାଗର
Read More...

ଗୋପାଳଜୀ ମନ୍ଦିରରେ ପଶିଲା ବର୍ଷା ପାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ଦୁଇଦିନ ହେଲା ବଲାଙ୍ଗିର ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି । ଗତକାଲି ରାତିରେ ତୁହାକୁ ତୁହା ବର୍ଷା ହେଉଥିବା ବେଳେ ବଲାଙ୍ଗିର ସହରର ବିଭିନ୍ନ ମନ୍ଦିର, ଦେବାଳୟରେ ପାଣି ପଶିଛି । ବଲାଙ୍ଗିର ସହରର ପୁରାତନ ଗୋପାଳଜୀ ମନ୍ଦିରରେ ପାଣି ପଶିଥିବା
Read More...

ଆସିଲେନି ନିର୍ବାଚନ ଅଧିକାରୀ ସ୍ଥଗିତ ରହିଲା ଜୁନାଗଡ଼ ଏନ୍‌ଏସି ଅନାସ୍ଥା ଭୋଟ

ଭବାନୀପାଟଣା, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷଙ୍କ ଅନାସ୍ଥା ଭୋଟ୍‌ ସ୍ଥଗିତ ରହିଛି । ଏନ୍‌ଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲଙ୍କ ବିରୋଧରେ ଗୁରୁବାର ପୂର୍ବାହ୍ନ ୧୧ଟା ସମୟରେ ଅନାସ୍ଥା ଭୋଟ୍‌ ଗ୍ରହଣ କରାଯିବା ପାଇଁ ଜିଲ୍ଲାପାଳ
Read More...

ଝାରବନ୍ଧ କଲେଜରେ ନିଆରା ଢଙ୍ଗରେ ସମ୍ବଲପୁରୀ ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଝାରବନ୍ଧ ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟରେ ଏବର୍ଷ ନିଆରା ଢଙ୍ଗରେ ସମ୍ବଲପୁରୀ ଦିବସ ପାଳନ କରିଛି । ସମ୍ବଲପୁରୀ ଭାଷା ସଂସ୍କୃତି ଓ ପରିବେଶର ନିବିଡ଼ ସମ୍ପର୍କର ଯଥାର୍ଥତା ପ୍ରତିପାଦନ କରିବା ପାଇଁ ଏବର୍ଷ ବୃକ୍ଷରୋପଣ ପୂର୍ବକ ମହାବିଦ୍ୟାଳୟରେ
Read More...

ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହା ବିଦ୍ୟାଳୟରେ ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ସଭାପତିତ୍ୱରେ ସମ୍ବଲପୁରୀ ଦିନ ପାଳନ (ସମ୍ବଲପୁରୀ ଭାଷା ସାହିତ୍ୟ ସମ୍ମିଳନୀ) ଭିତ୍ତିକ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ବିଭାଗର ଅଧ୍ୟାପକ ଯତୀନ୍ଦ୍ର କୁମାର
Read More...

ପଦ୍ମପୁର ମହାବିଦ୍ୟାଳୟରେ ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ପ୍ରବେଶ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ନୂତନ ଭାବରେ ନାମ ଲେଖାଇଥିବା ଯୁକ୍ତ ଦୁଇ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ପ୍ରବେଶ ଉତ୍ସବ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି । ସଭା ପ୍ରାରମ୍ଭରେ ଶ୍ରୀ ପଣ୍ଡା
Read More...

ସମ୍ବଲପୁରୀ ଦିବସ ଉପଲକ୍ଷେ ଆଲୋଚନା ଚକ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଆଇ. କ୍ୟୁ. ଏ. ସି. ର ମିଳିତ ଆନୁକୁଲ୍ୟରେ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ 'ସମ୍ବଲପୁରୀ ଗୀତ୍ ଆର୍ ଆମର ସଂସ୍କୃତି' ଶୀର୍ଷକ ଉପରେ ଏକ ଆଲୋଚନା
Read More...

ବିନ୍ଧ୍ୟବାସିନୀ ସ୍ନାତକ ଡିଗ୍ରୀ ମହାବିଦ୍ୟାଳୟରେ ଦୀକ୍ଷାରମ୍ଭ -୨୦୨୪ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବିନ୍ଧ୍ୟବାସିନୀ ଡିଗ୍ରୀ ମହା ବିଦ୍ୟାଳୟରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ନବାଗତ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ପ୍ରବେଶିକା ଉଦ୍‌ବୋଧନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ଯୁକ୍ତ ୩ ପ୍ରଥମ ବର୍ଷ
Read More...

ତାଲଜୁରିରେ ଅଙ୍ଗନୱାଡ଼ି କର୍ମୀଙ୍କୁ ବିଦାୟ ସମ୍ୱର୍ଦ୍ଧନା

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ତାଲଜୁରି ଗ୍ରାମରେ ଅଙ୍ଗନୱାଡ଼ି କର୍ମୀ ଚନ୍ଦନ ତୁଳା ନନ୍ଦଙ୍କ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀପତି ନନ୍ଦଙ୍କ ସଭାପତିତ୍ଵରେ ଆୟୋଜିତ ସମାରୋହରେ ପଞ୍ଚାୟତ ସରପଞ୍ଚ
Read More...