Monthly Archives

August 2024

ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ଦିଗ୍‌ଦର୍ଶନ ପ୍ରଦାନ ସକାଶେ ଏକ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରାଧ୍ୟାପକ ରଞ୍ଜନ କୁମାର ପାଣିଗ୍ରାହୀଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ
Read More...

କେବେ ସୁଧୁରିବ ଚାରପାଣି ରାସ୍ତା : ଗ୍ରାମବାସୀ ଅସନ୍ତୋଷ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ୍‌ ବଡ ବାଙ୍କି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଚାରପାଣି ନିଆଲ ପଡା ରାସ୍ତା କାଦୁଅରେ ପଚ୍ ପଚ୍ । ସୂଚନାଯୋଗ୍ୟ ଯେ, ଗାଁ ଲୋକେ କହିବା ମୁତାବକ ଅନେକ ଥର ପଞ୍ଚାୟତ ପ୍ରଶାସନଙ୍କୁ ଗୁହାରି କରିଥିଲେ ସୁଦ୍ଧା ଏପର୍ୟ୍ୟନ୍ତ ଗୁହାରି
Read More...

ଜେନିଥ ଲାଇନ୍ସ ଗୁରୁକୁଳରେ ସମ୍ବଲପୁରୀ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ଜେନିଥ ଲାୟନ୍ସ ଗୁରୁକୁଳରେ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ଅଗଷ୍ଟ ୧ ତାରିଖରେ ସମ୍ବଲପୁରୀ ଦିବସ ଭାବରେ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଣ୍ଡୋସିଲ କଲେଜର ଓଡିଆ ଅଧ୍ୟାପକ ସନ୍ତୋଷ ସିଂହ ଠାକୁର
Read More...

ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ସଦର ବ୍ଲକ୍ ଅନ୍ତର୍ଗତ ଚନ୍ଦନଭାଟି ଗ୍ରାମ ପଞ୍ଚାୟତର ସାଲେପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆଶିଷ କୁମାର ମିଶ୍ର ଅବସର ଗ୍ରହଣ କରିଛନ୍ତି । ଏଇ ଅବସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ସଭାପତିତ୍ୱ କରିଥିଲେ ପଞ୍ଚାୟତ
Read More...

୧୦ କେଜି ଗଞ୍ଜେଇ ସହ ୩ ଅଭିଯୁକ୍ତଙ୍କୁ ଗିରଫ କଲା ଖପ୍ରାଖୋଲ ପୋଲିସ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ହରିଶଙ୍କର ଛକ ନିକଟରେ ଗଞ୍ଜେଇ ଚୋରା ଚାଲାଣ ବେଳେ ୧୦ କେଜି ଗଞ୍ଜେଇ ସହ ଦୁଇଟି ବାଇକ୍‌ ଏବଂ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଖପ୍ରାଖୋଲ ପୋଲିସ । ସୂଚନା ଅନୁଯାୟୀ ଗୁରୁବାର ସକାଳ ସମୟରେ ଖପ୍ରାଖୋଲ ପୋଲିସ
Read More...

ଆଜିଠାରୁ କଳାହାଣ୍ଡିରେ ହେଲ୍‌ମେଟ୍‌ ନାହିଁ ତ ପେଟ୍ରୋଲ ନାହିଁ

ଭବାନୀପାଟଣା, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲାରେ ଆଜିଠାରୁ ହେଲ୍‌ମେଟ୍‌ ବ୍ୟବହାର କରୁନଥିଲେ ପେଟ୍ରୋଲ ପମ୍ପ ଗୁଡିକରେ ପେଟ୍ରୋଲ ମିଳିବନି । ଏଭଳି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ । ଜିଲ୍ଲାରେ ଅନେକ ସମୟରେ ଯାନବାହାନ ଦୁର୍ଘଟଣା ଘଟି ଅକାଳେ ଜୀବନ
Read More...

ଶୌଚ ହେବାକୁ ଯାଇ ପୋଖରୀରେ ବୁଡି ନାବାଳକ ମୃତ

ନୟାଗଡ଼ : ଶୌଚ ହେବାକୁ ଯାଇଥିବା ବେଳେ ପୋଖରୀରେ ବୁଡି ୮ ବର୍ଷର ନାବାଳକ ମୃତ । ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା କୁକୁଡ଼ାଝରି ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତ ଜଣକ ସେବି ଗାଁର ସୁରେଶ ବେହେରାଙ୍କ ପୁଅ ସୂର୍ଯ୍ୟକାନ୍ତ । ସୂଚନା ଅନୁଯାୟୀ, ଗୁରୁବାର ସକାଳେ ସୂର୍ଯ୍ୟକାନ୍ତ ଶୌଚ
Read More...

ଦୂର ସଂଚାର ଉପଭୋକ୍ତା ସଚେତନତା କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ତା - ୩୦/୦୭/୨୦୨୪ ମଙ୍ଗଳବାର ଦିନ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍‌ର ଇନ୍ଦୁପୁର ବାତ୍ୟା ଆଶ୍ରୟ ସ୍ଥଳୀ ପରିସରରେ ଭାରତୀୟ ଟେଲିକମ ପ୍ରାଧିକରଣଙ୍କ ସହାୟତାରେ ବିକାଶ ଅନୁଷ୍ଠାନ ବ୍ରହ୍ମପୁର, ଗଞ୍ଜାମ ଦ୍ଵାରା ସାଇବର ଅପରାଧ ଓ ଆଧୁନିକ ଟେଲିଫୋନ
Read More...

କେରଳର ୱାୟନାଡରେ ଭୂସ୍ଖଳନ ଜନିତ ପରିସ୍ଥିତି ଉପରେ ସଂସଦର ଉଭୟ ଗୃହରେ ବିତର୍କରେ ଅଂଶଗ୍ରହଣ କରିଛନ୍ତି କେନ୍ଦ୍ର ଗୃହ…

ମୋଦୀ ସରକାର ଏହି ସଙ୍କଟ ସମୟରେ କେରଳବାସୀ ଓ କେରଳ ସରକାରଙ୍କ ସହ ଠିଆ ହୋଇଛନ୍ତିପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେରଳର ୱାୟନାଡରେ ଚାଲିଥିବା ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ବିଷୟରେ କ୍ରମାଗତ ଭାବେ ଅପଡେଟ୍ ନେଉଛନ୍ତି୨୦୧୪ ପୂର୍ବରୁ ବିପର୍ଯ୍ୟୟ ମୁକାବିଲା ପାଇଁ ଭାରତର ଏକ ଉଦ୍ଧାର -
Read More...

ବାଇକ୍ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା : ଝିଅ ମୃତ, ବାପପୁଅ ଗୁରୁତର ଆହତ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସଦର ଅଙ୍ଗୀନଦୀ ପୋଲ ନିକଟରେ ଏକ ଟ୍ରାକ୍ଟର ଓ ବାଇକ୍ ମୁହାଁ ମୁହିଁ ଧକ୍କା । ସୂଚନା ଅନୁଯାୟୀ ବୁଧବାର ସନ୍ଧ୍ୟା ପ୍ରାୟ ସାଢେ଼ ୭ଟା ସମୟରେ ଏକ ଟ୍ରାକ୍ଟର (ଓ ଡି ୨୪ କେ ୩୧୫୪) ଜମିରେ ଚାଷ କରି ଲୁହାଚକ ଲଗାଇ କନ୍ୟାଶ୍ରମର ଅଙ୍ଗୀନଦି ଦେଇ ଡାବୁଗାଁ
Read More...