Monthly Archives

August 2024

ଦୁଇଟି ନୂଆ ରେଳ ଲାଇନ୍‌ ଓ ଗୋଟିଏ ମଲ୍ଟି-ଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି

ସୁନ୍ଦରଗଡ଼ର ସରଡେଗା ଓ ଛତିଶଗଡ଼ର ଭାଲୁମୁଡ଼ା ମଧ୍ୟରେ ନୂଆ ଡବଲ୍‌ ଲାଇନ୍‌ ଏବଂ ବରଗଡ଼ ରୋଡ- ନୂଆପଡ଼ା ରୋଡ୍‌ ନୂଆ ରେଳ ଲାଇନକୁ ମଞ୍ଜୁରି ଓଡ଼ିଶା ସମେତ ଉପକୃତ ହେବେ ୪ ରାଜ୍ୟନୂଆ ରେଳ ପ୍ରକଳ୍ପ ଯୋଗାଯୋଗ ବ୍ୟବସ୍ଥାରେ ସୁଧାର ଆଣିବା ସହ ଯାତ୍ରାକୁ ସହଜ କରିବ; ଲଜିଷ୍ଟିକ୍ ଖର୍ଚ୍ଚ ଓ ତୈଳ ଆମଦାନୀ
Read More...

ପଶ୍ଚିମ ଓଡ଼ିଶାକୁ କେନ୍ଦ୍ରର ନୂଆଁଖାଇ ଭେଟି : ବରଗଡ଼-ନୂଆପଡ଼ା ରେଳପଥକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ସମେତ ପଶ୍ଚିମ ଓଡ଼ିଶାବାସୀଙ୍କ ଦୀର୍ଘଦିନର ସ୍ୱପ୍ନ ପୂରଣ ହେବାକୁଯାଉଛି । ଖୁବ୍ ଶୀଘ୍ର ଆରମ୍ଭ ହେବ ବହୁ ପ୍ରତୀକ୍ଷିତ ବରଗଡ଼ - ନୂଆପଡ଼ା ରେଳ ପ୍ରକଳ୍ପ । ଆଜି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ଉପସ୍ଥିତିରେ ଏକ
Read More...

ରୋତ କଲେଜରେ ‘ମାଁ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତ ଠାରେ ଜାତୀୟ ସେବା ଯୋଜନା ତରଫରୁ 'ମାଁ ପାଇଁ ଗଛଟିଏ' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ୭ ଦିନ ଧରି ଅନୁଷ୍ଠିତ ଏହି ଶିବିରର ପ୍ରଥମ ଚରଣରେ ୨ଶହ ୭ଟି ବୃକ୍ଷରୋପଣ କରାଯାଇଥିଲା । ଶିବିରର
Read More...

ଜନଧନ ଯୋଜନାର ୧୦ ବର୍ଷ ପୂର୍ତ୍ତି ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

କୋଟି କୋଟି ଲୋକ, ବିଶେଷ କରି ମହିଳା ଓ ଯୁବବର୍ଗଙ୍କୁ ଆର୍ଥିକ ଅର୍ନ୍ତଭୁକ୍ତିକରଣରେ ସାମିଲ କରିବା ଏବଂ ସମ୍ମାନ ଦେବାରେ ଜନ ଧନ ଯୋଜନା ସର୍ବାଗ୍ରେ ରହିଛି : ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜନ ଧନ ଯୋଜନାର ଦଶମ ବାର୍ଷିକୀ ଏବଂ ଆର୍ଥିକ
Read More...

କୁଡ଼ାସିଂହା କଲେଜରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ବୁଧବାର ଦିନ ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡାସିଂହା ଗାଁର ବୁଢାଡ଼ଙ୍ଗର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ଵଭାଵ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଛବିଳ ବଗର୍ତ୍ତୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ
Read More...

ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପ୍ରାରମ୍ଭିକ ବର୍ଗ

ଜୟପାଟଣା, (ଶେଷଦେବ ବେହେରା) : ଓଡ଼ିଶା ପଶ୍ଚିମ ପ୍ରାନ୍ତ ଯୋଜନାରେ କଳାହାଣ୍ଡି ଜିଲ୍ଲା ମାର୍ଗଦର୍ଶନରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ସମ୍ପୂର୍ଣ୍ଣ ନୂଆ ସେବକ ମାନଙ୍କର ଏକ ପ୍ରାରମ୍ଭିକ ବର୍ଗ ଜୟପାଟଣା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ୧୦ଟି
Read More...

ପ୍ରୟୋଗ ଶିବିର ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ଅଡିଟରିଅମରେ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ତ୍ରିଦିବସୀୟ ପ୍ରୟୋଗ ଶିବିର ବିଇଓ ଚୁଡ଼ାମଣି ବାରିକଙ୍କ ଅଧ୍ୟକ୍ଷତାରେ ଉଦ୍‌ଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ରୂପେ ଯୋଗଦେଇ ବିଡିଓ ପ୍ରଫୁଲ୍ଲ
Read More...

ବାସନ୍ତୀ ପାଠାଗାରର ଶିଶୁ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ବାସନ୍ତୀ ପାଠାଗାରର ସଭାଗୃହରେ ୩ୟ ଶିଶୁ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ପାଠାଗାର ସମ୍ପାଦକ ଅଜୟ କୁମାର ପ୍ରଧାନଙ୍କ ଆବାହକତ୍ଵ ଓ ସଭାପତି ଶକ୍ତି ପ୍ରସାଦ ସାମନ୍ତରାୟଙ୍କ ସଭାପତିତ୍ୱରେ ଆୟୋଜିତ ଏହି
Read More...

ବଲାଙ୍ଗିର ଭାଗିରଥୀ ଛକରେ ସ୍ୱାମୀ ସ୍ତ୍ରୀଙ୍କୁ ଚାପି ଦେଲା ପେଟ୍ରୋଲ ଭର୍ତ୍ତି ଟ୍ୟାଙ୍କର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଭାଗିରଥୀ ଛକରେ ସ୍ୱାମୀ ସ୍ତ୍ରୀ ଦୁହେଁଙ୍କୁ ଚାପି ଦେଇଛି ଏକ ପେଟ୍ରୋଲ ଭର୍ତ୍ତି ଟ୍ୟାଙ୍କର ଗାଡ଼ି ବୋଲି ବଡ଼ ଖବର ସାମ୍ନାକୁ ଆସିଛି । ସ୍ୱାମୀ ସ୍ତ୍ରୀ ଦୁହେଁ ହେଉଛନ୍ତି ବଲାଙ୍ଗିର ସହରର କଂସାରୀପଡ଼ା ନିବାସୀ ବିଷ୍ଣୁପ୍ରସାଦ ମିଶ୍ର ଓ
Read More...

ବ୍ୟବସାୟୀ ମଖନ୍ ସିଂହଙ୍କ ଅକାଳ ବିୟୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଥାନା ଛକରେ ଅବସ୍ଥିତ ସର୍ବପୁରାତନ କେସଟ୍ ରେକର୍ଡିଂ ଓ ଡାଉନ୍‌ଲୋଡ଼ିଂ ସେଣ୍ଟର୍ ମନମିତ୍ ଇଲେକ୍ଟ୍ରୋନିକ୍ସର ମାଲିକ ମଖନ୍ ସିଂହଙ୍କର (୫୮) ଗତ ୨୬ ତାରିଖ ରାତି ୨ଟା ସମୟରେ ରାୟପୁରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଅକାଳ ବିୟୋଗ
Read More...