Monthly Archives

August 2024

ଘୁଷୁରାମୁଣ୍ଡାରେ ମୁରିବାହାଲ ଡ଼ିଗ୍ରୀ କଲେଜ ପକ୍ଷରୁ ସ୍ୱତନ୍ତ୍ର ଜାତୀୟ ସେବା ଶିବିର ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ଆନୁକୂଲ୍ୟରେ ପୋଷ୍ୟ ଗ୍ରାମ ଘୁଶୁରାମୁଣ୍ଡାରେ ସ୍ୱତନ୍ତ୍ର ଜାତୀୟ ସେବା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସମସ୍ତ ସ୍ୱେଚ୍ଛାସେବୀ
Read More...

ପଞ୍ଚାୟତ ସମିତି ମହାବିଦ୍ୟାଳୟର ୪୦ତମ ପ୍ରତିଷ୍ଠା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗୋଟିଏ ଶିକ୍ଷାନୁଷ୍ଠାନ ଆଗକୁ ଯିବାକୁ ହେଲେ ସମସ୍ତଙ୍କର ସହଭାଗିତା ଓ ସହଯୋଗର ଆବଶ୍ୟକ ରହିଛି । ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଭିଭାବକଙ୍କ ମିଳିତ ଉଦ୍ୟମ ଦ୍ୱାରା ମହାବିଦ୍ୟାଳୟର ବିକାଶ ଆଗକୁ ଯାଇଥାଏ । ଛାତ୍ରଛାତ୍ରୀ ସାଧନାରତ ଭାବେ ପାଠ ପଢିବା ସହିତ
Read More...

ସଂସ୍କୃତ ପାଇଁ ସମର୍ପିତ ବ୍ୟକ୍ତିତ୍ୱ ଥିଲେ ପ୍ରଫେସର୍ ପ୍ରହଲ୍ଲାଦ ପ୍ରଧାନ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ କମ୍ ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଶନିବାର ସଂସ୍କୃତ ଦିବସ ଓ ବେଦ ପ୍ରଚାର ସପ୍ତାହର ଉଦ୍‌ଯାପନୀ ସମାରୋହ ଅନୁଷ୍ଟିତ ହୋଇଯାଇଛି । ଅଧ୍ୟକ୍ଷ ପ୍ରେମାନନ୍ଦ ପଟେଲଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଟିତ ଏହି
Read More...

ପଦ୍ମପୁର ଅଂଚଳ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ଦ୍ୱାରା ନବାଗତ ମାନଙ୍କୁ ସ୍ୱାଗତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଅଂଚଳ ମହାବିଦ୍ୟାଳୟର କନ୍‌ଫରେନ୍ସ ହଲ୍‌ ଠାରେ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ବାଣିଜ୍ୟ ବିଭାଗ ଦ୍ୱାରା ଯୁକ୍ତ ୨ ଓ ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ କରାଯାଇଥିଲା । ଅଧ୍ୟକ୍ଷ ଶ୍ରୀ ପଣ୍ଡା
Read More...

ଧନୁର୍ଜୟ ବଗର୍ତ୍ତିଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅଲାତରା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ଶକୁନ୍ତଳା ମିଶ୍ରଙ୍କ ଅଧ୍ୟକ୍ଷତାରେ ଆଜି ଧନୁର୍ଜୟ ବଗର୍ତ୍ତିଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍କୁଲର
Read More...

ପ୍ରଧାନ ଶିକ୍ଷକଙ୍କୁ ସେବା ନିବୃତ୍ତ ସମ୍ବର୍ଦ୍ଧନା ଜ୍ଞାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଚନ୍ଦନଭାଟି ସାଧନ କେନ୍ଦ୍ର ଅଧିନସ୍ଥ ସାଲେପାଲି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆଶିଷ କୁମାର ମିଶ୍ରଙ୍କୁ ସାଧନ କେନ୍ଦ୍ର ଚନ୍ଦନଭାଟି ତରଫରୁ ସେବା ନିବୃତ୍ତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥଲା । ସିନ୍ଦୁରବାହାଳ ବିଦ୍ୟାଳୟରେ
Read More...

ଆଞ୍ଚଳିକ ପୁର୍ନବାସ ଓ ଗବେଷଣା କେନ୍ଦ୍ର ପକ୍ଷରୁ ଦିବ୍ୟାଙ୍ଗଙ୍କୁ ସହାୟକ ଉପକରଣ ବଣ୍ଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ସମାଜ କଲ୍ୟାଣ ଅନୁଷ୍ଠାନ ଆଞ୍ଚଳିକ ପୁର୍ନବାସ ଓ ଗବେଷଣା କେନ୍ଦ୍ର (ଆର୍. ଆର୍. ଆର୍. ସି) ପକ୍ଷରୁ ଦିବ୍ୟାଙ୍ଗଙ୍କୁ ସହାୟକ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ ଆଜି ସେକ୍ଟର-୨ ସ୍ଥିତ କମ୍ୟୁନିଷ୍ଟ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି । ଆର୍. ଆର୍. ଆର୍. ସି
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଜାତୀୟ କ୍ରୀଡା ଦିବସ ପାଳନ କରାଯାଇଛି । ଏହି ଅବସରରେ ଶ୍ରୀ ପଣ୍ଡା ପ୍ରଥମେ ସମସ୍ତଙ୍କୁ ସ୍ଵାଗତ ଜଣାଇ ନିଜ ଅଭିଭାଷଣରେ କ୍ରୀଡାର ଉପଯୋଗୀତା ଉପରେ
Read More...

ରୋତ କଲେଜ ଅଧ୍ୟକ୍ଷଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଓ ସରସ୍ୱତୀଙ୍କ ପ୍ରତିମା ସ୍ଥାପନ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତର ଅଧ୍ୟକ୍ଷ ଡକ୍ଟର ସନ୍ତୋଷ କୁମାର ରଥ ଆଜି ଅବସର ନେଇଥିବାରୁ ତାଙ୍କ ଉଦ୍ଦେଶ୍ୟରେ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । କଲେଜ ପରିଚାଳନା ପରିଷଦର ସଭାପତି କାହ୍ନୁଚରଣ
Read More...

ଭିଜିଲାନ୍ସ ଜାଲରେ ବାରିପଦା ଟାଉନ ଥାନା ଏଏସ୍‌ଆଇ

ବାରିପଦା : ଭିଜିଲାନ୍ସ ଜାଲରେ ବାରିପଦା ଟାଉନ ଥାନା ଏଏସ୍‌ଆଇ ରାମଚନ୍ଦ୍ର ସୋରେନ । ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଲା ବାରିପଦା ଭିଜିଲାନ୍ସ ବିଭାଗ । ବାରିପଦା ଭିଜିଲାନ୍ସ ଆଡିସନାଲ ଏସ୍‌ପି ହରେକୃଷ୍ଣ ମାଝୀଙ୍କ ନେତୃତ୍ୱରେ ଯାଇଥିବା ଟିମ୍ ଏଏସ୍‌ଆଇଙ୍କୁ ଧରିଥିବା ଜଣାପଡିଛି ।
Read More...