Monthly Archives

August 2024

ଲୋଭ ହେଲା କାଳ : ବନ୍ଧା ହେଲେ ଅରୁନ୍ଧତୀ ଜ୍ୱେଲର୍ସର ମ୍ୟାନେଜର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲୋଭ ହେଲା କାଳ । ଆଉ ଶେଷରେ ପୋଲିସ ହାତରେ ବନ୍ଧା ହୋଇଛନ୍ତି ବଲାଙ୍ଗିର ଅରୁନ୍ଧତୀ ଜ୍ୱେଲର୍ସର ମ୍ୟାନେଜର୍‌ ବାବୁ ରିଭୁରୁଷି ତ୍ରିପାଠୀ । ଖୋଦ୍‌ ଏହି ଘଟଣାକୁ ନେଇ ବଲାଙ୍ଗିର ଟାଉନ ଥାନା ପରିସରରେ ସାମ୍ବାଦିକ ସମ୍ମିଳନୀ କରି ପ୍ରତିକ୍ରିୟା ରଖିଛନ୍ତି
Read More...

ଟିଟିଲାଗଡ଼ ମାରୱାଡି ଯୁବା ମଞ୍ଚ ତରଫରୁ ଅଗଷ୍ଟ ୨୫ରେ ହେବ ସାଇକ୍ଲୋଥୋନ୍‌

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ସୁସ୍ଥ ଓ ଫିଟ୍‌ ଭାରତର ବାର୍ତ୍ତା ଦେବା ପାଇଁ ତଥା ମିଶନ ସୁସ୍ଥ ଭାରତ ଅନ୍ତର୍ଗତ ଟିଟିଲାଗଡ଼ ମାରୱାଡି ଯୁବା ମଞ୍ଚ ତରଫରୁ ଆସନ୍ତା କାଲି ରବିବାର ସକାଳେ ଏକ ସାଇକେଲ ରାଲି ଆୟୋଜିତ କରାଯିବା ନେଇ ମାରୱାଡି ଯୁବା ମଞ୍ଚ ତରଫରୁ ଘୋଷଣା କରାଯାଇଛି ।
Read More...

ଝାଡାବାନ୍ତି ଆତଙ୍କ : ୪ ମୃତ

ବାଲିଗୁଡ଼ା : ତୁମୁଡ଼ିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତରେ ଝାଡାବାନ୍ତି ଆତଙ୍କ । ଝାଡାବାନ୍ତିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଆକ୍ରାନ୍ତ ହୋଇଛନ୍ତି । ଝିରିପାଣି ପଞ୍ଚାୟତର ବରଗାଁରେ ୨ ଜଣ ଓ ନାଲକୁଟି ଗାଁରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଝିରିପାଣି ପଞ୍ଚାୟତର ବରଗାଁ, ନାଲକୁଟି,
Read More...

୧୨୦ କିଲୋ ଗଞ୍ଜେଇ ଜବତ : ୩ ଗିରଫ

ବ୍ରହ୍ମପୁର : ଗଜପତିରୁ ବ୍ରହ୍ମପୁର ବେଆଇନ ଭାବେ ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ଗୁଇନ୍ଦା ବିଭାଗ । ଗୋପାଳପୁର ଥାନା ଅନ୍ତର୍ଗତ ସାନକୁଶସ୍ଥଳୀ ଗ୍ରାମ ନିକଟରୁ ଗୋଟିଏ କାର୍ ଓ ବାଇକ୍‌ରୁ ୧୨୦କିଲୋ ଗଞ୍ଜେଇ ଜବତ ହୋଇଛି । ଗଞ୍ଜେଇ ଚାଲାଣ ଅଭିଯୋଗରେ ୩ ଜଣ ଗିରଫ । ସୂଚନାନୁଯାୟୀ,
Read More...

+୩ ନାମଲେଖା ପ୍ରକ୍ରିୟା ସମ୍ବନ୍ଧରେ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି

ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇ ସାରିଥିବା ଛାତ୍ରଛାତ୍ରୀମାନେ ମଧ୍ୟ ଦ୍ଵିତୀୟ ପର୍ଯ୍ୟାୟରେ ଆବେଦନ କରିପାରିବେ : ଉଚ୍ଚଶିକ୍ଷା ମନ୍ତ୍ରୀବିଭାଗର ଏହି ନିଷ୍ପତ୍ତି ଦ୍ୱାରା ଅନେକ ଛାତ୍ରଛାତ୍ରୀମାନେ ଉପକୃତ ହେବେ : ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଭୁବନେଶ୍ୱର : ଚଳିତ ୨୦୨୪-୨୫ ଶିକ୍ଷାବର୍ଷରେ
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ବିଜ୍ଞାନମେଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇସାରିଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ ।
Read More...

ଉତ୍ତମ ପ୍ରଦର୍ଶନ ନିମନ୍ତେ ପୁଇଁତଲା ପ୍ରଗତି ଏଫପିଓ ସମ୍ମାନିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : କୃଷି ଏବଂ କୃଷକଙ୍କ ପାଇଁ ସମର୍ପିତ ପୁଇଁତଲା ପ୍ରଗତି କୃଷକ ଉତ୍ପାଦକ କମ୍ପାନୀ । ଆଜି ଭୁବନେଶ୍ୱର ସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ (ଓୟୁଏଟି)ର ୬୩ତମ ସମାବର୍ତ୍ତନ ଉତ୍ସବ ପାଳନ ଅବସରରେ ମୋହନ ଚରଣ ମାଝି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ
Read More...

ଘର ଭିତରୁ ଶିକ୍ଷକଙ୍କ ମୃତଦେହ ଉଦ୍ଧାର

ଭୁବନ : ଘରୁ ମିଳିଲା ଶିକ୍ଷକଙ୍କ ମୃତ ଦେହ ଉଦ୍ଧାର । ମୃତକ ଜଣକ ହେଉଛନ୍ତି ମାନସ ରଞ୍ଜନ ପାଲ (୩୨) । ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦର ଲତାବିଲ ସାହିରେ ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଶିକ୍ଷକଙ୍କ ମୃତ୍ୟୁ ଖବର ପାଇ ଲତାବିଲ ସାହିରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଯାଇଛି ।
Read More...

ଭିନ୍ନକ୍ଷମଙ୍କ ଅଧିକାର ଉପରେ ଗୋଷ୍ଠୀ ଭିତ୍ତିକ ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଟାଟା ପାୱାର ପଶ୍ଚିମାଞ୍ଚଳ ଶାଖା ସହାୟତାରେ ସାମାଜିକ ଅନୁଷ୍ଠାନ ଶ୍ରଦ୍ଧା ଆନୁକୂଲ୍ୟରେ ଭିନ୍ନକ୍ଷମ ମାନଙ୍କ ଅଧିକାର ଏକ ଦିନିକିଆ କାର୍ଯ୍ୟକ୍ରମ ବିଶ୍ରା ବ୍ଲକର ମନକୋ ପଞ୍ଚାୟତ ସମିତି ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ
Read More...

ଘର ସମ୍ମୁଖରୁ ବାଇକ ଚୋରି କରିନେଲେ ଚୋର, ସିସିଟିଭିରେ ଚୋରିର ଦୃଶ୍ୟ କଏଦ

ବଙ୍ଗୋମୁଣ୍ଡା, ( ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ସହରର ଡେଲିମାର୍କେଟ ନିକଟରେ ଜଣେ ବ୍ୟକ୍ତିଙ୍କ ଘରୁ ବିଳମ୍ବିତ ରାତିରେ ଚୋରମାନେ ବାଇକ ଚୋରି କରିନେଇ ଫେରାର ମାରିଛନ୍ତି । ବଙ୍ଗୋମୁଣ୍ଡା ସହରର ଆନନ୍ଦ ଅଗ୍ରୱାଲଙ୍କ ଘର ସମ୍ମୁଖରେ ଥିବା ହିରୋ ସୁପରସ୍ପଲେଣ୍ଡର
Read More...