Monthly Archives

August 2024

ଖୋର୍ଦ୍ଧା ରୋଡ଼-ବଲାଙ୍ଗିର ରେଳ ଲାଇନ୍‌ ପ୍ରକଳ୍ପ – ଟନେଲ, ନିର୍ମାଣ କାର୍ଯ୍ୟର ପ୍ରମୁଖ ଆହ୍ୱାନ

ସମୁଦାୟ ପ୍ରକଳ୍ପର ୭୫ କିମି ମଧ୍ୟରେ ୦୭ ଗୋଟି ଟନେଲ ନିର୍ମାଣ କରାଯାଉଛି ।ଦଶପଲ୍ଲା ଏବଂ ପୁରୁଣାକଟକ ମଧ୍ୟରେ ସମସ୍ତ ଟନେଲ୍ ଅନ୍ତର୍ଭୁକ୍ତ ।ବୌଦ୍ଧ ଜିଲ୍ଲାର ୦୪ ଗୋଟି ଟନେଲ୍‌ ମଧ୍ୟରୁ ୦୩ ଗୋଟି ଟନେଲ୍‌ ଆଢେଣିଗଡ଼ ଓ ଚାରିଛକ ମଧ୍ୟରେ ।ଆଢେଣିଗଡ଼ ନିକଟରେ ଦୀର୍ଘତମ ଟନେଲ୍‌ର ଦୈର୍ଘ୍ୟ ୭୦୦
Read More...

କୁଶଙ୍ଗ ଡିଗ୍ରୀ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟ କୁଶଙ୍ଗ ଠାରେ ଜାତୀୟ ସେବା ଶିବିର ଆନୁକୂଲ୍ୟରେ ଗତ ୧୭ ତାରିଖରୁ ଚାଲିଥିବା ମାଁ ନାମରେ ଗଛଟିଏ କାର୍ଯ୍ୟକ୍ରମଟି ଆଜି ଉଦ୍‌ଯାପିତ ହୋଇଯାଇଛି । ଏଥିରେ ପ୍ରାୟ ୫୦ରୁ ଅଧିକ ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀ ନିଜେ
Read More...

ଜୟପାଟଣାର ଅପହଞ୍ଚ ଇଲାକାରେ ପୁଣି ଝାଡ଼ାବାନ୍ତି : ଦୁଇ ମୃତ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଟିଙ୍ଗୋପଖାନ ଗ୍ରାମରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ୨୭ଜଣ ପ୍ରଭାବିତଙ୍କୁ ୧୫ ଦିନ ନ ପୁରୁଣୁ ଏବେ ଜୟପାଟଣା ବ୍ଲକର ଭିନ୍ନ ଏକ ଅପହଞ୍ଚ ଇଲାକା ଭାଟିପାସ ଗ୍ରାମରେ ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି । ଧନସୁଲି ପଞ୍ଚାୟତ
Read More...

ଲାୟନ୍ସ କ୍ଲବ ପକ୍ଷରୁ ନୃସିଂହନାଥରେ ପ୍ରତିଷ୍ଠା ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଲାୟନ୍ସ କ୍ଲବର ପ୍ରତିଷ୍ଠା ଦିବସ ଦାଦିଜୀ ହୋଟେଲ ରେମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଭାପତି ଗୋବର୍ଦ୍ଧନ ଅଗ୍ରୱାଲ ନେତୃତ୍ଵରେ ସଭା ଆୟୋଜନ ହୋଇଥିଲା । ମୁଖ୍ୟଅତିଥି ଭାବେ ପ୍ରଦୀପ ବଂଶଲ,
Read More...

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସମଗ୍ର ଶିକ୍ଷା ବରଗଡ଼ ସୌଜନ୍ୟରୁ ଓ ରାଜ ବୋଡ଼ାସମ୍ବର ବ୍ଲକ ଶିକ୍ଷା ଆନୁକୁଲ୍ୟରେ ଛାତ୍ରଛାତ୍ରୀଙ୍କର ବୈଜ୍ଞାନିକ ଓ ଆବିଷ୍କାର ମନୋବୃତ୍ତିକୁ ଉତ୍ସାହିତ କରିବା ପାଇଁ ଉଦ୍ଦିଷ୍ଟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ସମ୍ପର୍କିତ ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା
Read More...

ଶ୍ରୀ ହରିନାମ ପ୍ରଚାର ସମିତି ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପ୍ରବଚିକା ତଥା ସୁଲେଖିକା ଏଲୋରା ମିଶ୍ରଙ୍କ ଦ୍ୱାରା ଗଠିତ ଶ୍ରୀ ହରିନାମ ପ୍ରଚାର ସମିତି ପକ୍ଷରୁ ସ୍ଥାନୀୟ ବିଷ୍ଣୁମୁଣ୍ଡା ସ୍ଥିତ ଅନ୍ନପୂର୍ଣ୍ଣା ନଗରରେ ବୃକ୍ଷରୋପଣ କରାଯାଇଥିଲା । ଶ୍ରୀହରିନାମ ପ୍ରଚାର ସମିତିର ପ୍ରତିଷ୍ଠାତା ସଭାପତି ଏଲୋରା ମିଶ୍ରଙ୍କ
Read More...

ମାୟାବର୍ହା ହାଇସ୍କୁଲରେ ଜାତୀୟ ମହାକାଶ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ହାଇସ୍କୁଲ, ମାୟାବର୍ହାରେ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ମାର୍ଗଦର୍ଶନରେ ଆଜି ଶୁକ୍ରବାର ଜାତୀୟ ମହାକାଶ ଦିବସ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ କ୍ଲଷ୍ଟର ସଂଯୋଜକ
Read More...

ଅଖିଳ ଭାରତୀୟ କ୍ଷେତ୍ରୀୟ ଗୋଣ୍ଡ ସମାଜ ନୂଆଁଖାଇ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ଶ୍ରୀ ଶ୍ରୀ ନୃସିଂହନାଥ ବୁଢ଼ା ଦେଓ ମଣ୍ଡପ ଠାରେ ନୂଆଁଖାଇ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ସମାଜର ବରିଷ୍ଠ ବ୍ୟକ୍ତି ରିଘୁନନ୍ଦନ ସିଂ ଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପାଇକମାଳ,
Read More...

ବୁଢ଼ୀପଦର ଗ୍ରାମରେ କଠିନ ବର୍ଜ୍ୟବସ୍ତୁ ପରିଚାଳନାର ଶୁଭାରମ୍ଭ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍ୱଚ୍ଛ ଭାରତ ମିଶନ ଜରିଆରେ ଲୋଇସିଂହା ବ୍ଲକର ବୁଢ଼ୀପଦର ଓ ବୁର୍ଡ଼ା ଗ୍ରାମକୁ ମଡେଲ ଗ୍ରାମ ଭାବେ ବ୍ଲକ ପ୍ରଶାସନ ହାତକୁ ନେଇଛି । ଏହି ଅବସରରେ କଠିନ ତଥା ପ୍ଲାଷ୍ଟିକ ବର୍ଜ୍ୟବସ୍ତୁର ସୁପରିଚାଳନା ପାଇଁ ବୁଢ଼ୀପଦର ଗ୍ରାମରେ ସଚେତନତା ଉଦ୍ଦେଶ୍ୟରେ ଏକ
Read More...

ଟ୍ରେନ ଆଗକୁ ଆସି ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ

ଟିଟିଲାଗଡ : ଟ୍ରେନ ଆଗକୁ ଆସି ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ । ଘଟଣାସ୍ଥଳରେ ନାବାଳିକା ପ୍ରେମିକାର ମୁତ୍ୟୁ ହୋଇଥିବା ବେଳେ ପ୍ରେମିକ ଜଣକ ଗୁରୁତର ଅବସ୍ଥାରେ ଟିଟିଲାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପ୍ରେମିକର ଅବସ୍ଥା ଗୁରୁତର ହେବାରୁ ବଲାଙ୍ଗିର ଭୀମଭୋଇ ମେଡିକାଲକୁ
Read More...