Monthly Archives

August 2024

ନଦୀରେ ବୁଡ଼ିଯାଇ ଛାତ୍ର ନିଖୋଜ

ଯାଜପୁର : ନଦୀରେ ବୁଡ଼ିଯାଇ ଛାତ୍ର ନିଖୋଜ । ଏମିତି ଏକ ବଡ଼ ଖବର ଏବେ ସାମ୍ନାକୁ ଆସୁଛି । ବୁଢାନଦୀରେ ବୁଡ଼ିଯାଇ ଜଣେ ଛାତ୍ର ନିଖୋଜ ହୋଇଯାଇଥିବା ବେଳେ ନିଖୋଜ ଛାତ୍ର ଜଣକ ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ କାଟିଆ ଗ୍ରାମର ନବମ ଶ୍ରେଣୀର ଛାତ୍ର ଓମ୍ ପ୍ରକାଶ ଷଡ଼ଙ୍ଗୀ ବୋଲି ଜଣାପଡ଼ିଛି ।…
Read More...

କୀଟ ଦେହରେ ଜଗନ୍ନାଥଙ୍କ ଛବି : ଲୋକଙ୍କ ଜବରଦସ୍ତ ଭିଡ଼

ହରଭଙ୍ଗା : କୀଟ ଦେହରେ ଜଗନ୍ନାଥଙ୍କ ଛବି । ଏହି କଥା ଟା ଶୁଣି ଆପଣଙ୍କୁ ନିଶ୍ଚୟ ଆଶ୍ଚର୍ଯ୍ୟ ଲାଗୁଥାଇ ପାରେ । ହଁ ଏହି କଥାଟି ସତ ହୋଇଥିବା ବେଳେ ଏହା ହରଭଙ୍ଗା ବାଣିଗୋଛା ଗ୍ରାମର ସନ୍ତୋଷ ପୃଷ୍ଟିଙ୍କ ଘର ଅଗଣାରେ ଦେଖା ଦେଇଛି । ସନ୍ତୋଷ ପୃଷ୍ଟିଙ୍କ ଘର ଅଗଣାରେ ଦେଖା ଦେଇଥିବା ଏହି କିଟର…
Read More...

ବେଦାନ୍ତ ଗେଟ ସାମ୍ନାରେ ଶବ ରଖି ଧାରଣା

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଲାଞ୍ଜିଗଡ଼ ବେଦାନ୍ତ ଆଲୁମିନା ମୁଖ୍ୟ ଫାଟକ ସମ୍ମୁଖରେ ଆଜି ସକାଳୁ ଜଣେ ଶ୍ରମିକଙ୍କ ମୃତଦେହ ରଖି କ୍ଷତିପୂରଣ ଦାବୀରେ ଧାରଣା ଦେଇଥିବା ଦେଖିବାକୁ ମିଳିଛି । ସୂଚନାମୁତାବକ ବେଦାନ୍ତ କମ୍ପାନୀର ସହଯୋଗୀ କମ୍ପାନୀରେ ନର୍ଲା ଥାନା ଅଞ୍ଚଳର ଚୂଡ଼ାମଣି…
Read More...

ଦାଦନ ସମସ୍ୟାର କରୁଣ କାହାଣୀ : ଦାଦନ ଶ୍ରମିକର ମୃତ ଶବ ଘରକୁ ଫେରିଲା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲୋଇସିଂହା ନିର୍ବାଚନ ମଣ୍ଡଳୀ ପୁଇଁତଳା ବ୍ଲକ ବେଲବାହାଳି ଗ୍ରାମର ଭୋଜରାଜ ପରୁଆ କାମ ଅନ୍ୱେଶଣରେ ସୁଦୂର ତାମିଲନାଡୁ ଯାଇଥିଲେ । ଦୁର୍ଭାଗ୍ୟବଶତଃ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ମରଶରୀର ଗ୍ରାମକୁ ଆଣିବା ପାଇଁ ତାଙ୍କ ପରିବାର ପାଖରେ ସମ୍ବଳ ଅଭାବ…
Read More...

ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

ଭୁବନେଶ୍ୱର : ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ମହିଳାଙ୍କ ମୃତଦେହ ଉଦ୍ଧାର । ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । କିଛି ଯାତ୍ରୀ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ମିଳିଥିବା…
Read More...

ଜାତୀୟ ପ୍ରାଣୀ ଉଦ୍ୟାନ ସଚେତନତା ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : 'ଜାତୀୟ ପ୍ରାଣୀ ଉଦ୍ୟାନ ସଚେତନତା ଦିବସ' ପ୍ରତିବର୍ଷ ଅଗଷ୍ଟ ୩୧ରେ ଅନୁଷ୍ଠିତ ହୁଏ । ଏହି ଦିନ ବନ୍ୟଜନ୍ତୁ ସଂରକ୍ଷଣ, ଶିକ୍ଷା ଏବଂ ଅନୁସନ୍ଧାନରେ ପ୍ରାଣୀ ଉଦ୍ୟାନଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ବିଷୟରେ ସଚେତନତା ସୃଷ୍ଟି ପାଇଁ ଉତ୍ସର୍ଗୀକୃତ…
Read More...

ମାଳପଡ଼ାରେ ଯୁବତୀଙ୍କ ବିଷ ପିଇ ଆତ୍ମହତ୍ୟା : ଚିକିତ୍ସାଧିନ ଅବସ୍ଥାରେ ଟିଟିଲାଗଡ ମେଡିକାଲରେ ପରଲୋକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ମାଳପଡ଼ା ଗ୍ରାମର ପୁଷ୍ପା ବାଗ(୨୨)ନାମକ ଜଣେ ଯୁବତୀ ବିଷ ପିଇ ଆତ୍ମହତ୍ୟା କରିଥିବା ବେଳେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଟିଟିଲାଗଡ ମେଡ଼ିକାଲରେ ପରଲୋକ ହୋଇଯାଇଛି । ମାଳପଡ଼ା(ପୁରୁଣା ବସ୍ତି) ଗ୍ରାମର କାମଦେବ…
Read More...

୬ ରାଉଣ୍ଡ ଗୁଳି ଓ ପିସ୍ତଲ ସହ ଗଂଜେଇ ଜବତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଅବକାରୀ ବିଭାଗ ଦ୍ୱାରା ବନ୍ଧୁକ ସହ ୫୦ କେଜି ଗଂଜେଇ ଓ ଏକ କାର ଜବତ । ଆଜି ସନ୍ଧ୍ୟାରେ ସୁବର୍ଣ୍ଣପୁର ଜିଲ୍ଲା ଅବକାରୀ ବିଭାଗର ଜିଲ୍ଲା ମୋବାଇଲ ୟୁନିଟ ଓ ବିନିକା ସଦର ରେଞ୍ଜଙ୍କ ମିଳିତ ଚଢ଼ାଉରେ ମହାଦେବପାଲି ନିକଟରେ ଏକ କାରକୁ…
Read More...

ଓଡ଼ିଶା ରାଜ୍ୟ ଏଡସ୍‌ ନିୟନ୍ତ୍ରଣ ସମିତି ପକ୍ଷରୁ ଏଡସ୍‌ ସଚେତନତା କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ରାଜ୍ୟ ଏଡସ୍‌ ନିୟନ୍ତ୍ରଣ ସମିତି ପକ୍ଷରୁ ଏଡସ୍‌ ରୋଗ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଇଛି । ଏଥି ନିମନ୍ତେ ବିଭିନ୍ନ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ପ୍ରକାର ସାମାଜିକ ଗଣମାଧ୍ୟମ ଠାରୁ ବିଦ୍ୟାଳୟ…
Read More...

ମୁରିବାହାଲ ବ୍ଲକର ନୂତନ ସିଡିପିଓ ଭାବେ ସୁଶ୍ରୀ ପୂର୍ଣ୍ଣିମା ବୈଠାରୁଙ୍କ ଯୋଗଦାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ନୂତନ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ (ସିଡିପିଓ) ଭାବେ ସୁଶ୍ରୀ ପୂର୍ଣ୍ଣିମା ବୈଠାରୁ ମଙ୍ଗଳବାର କାର୍ଯ୍ୟରେ ଯୋଗ ଦେଇଛନ୍ତି । ସେ ଏହାପୂର୍ବରୁ ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକରେ ସିଡିପିଓ ରୂପେ…
Read More...