Monthly Archives

August 2024

ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ପକ୍ଷରୁ ଫୁଟବଲ ଟୁର୍ଣ୍ଣାମେଣ୍ଟ ସେପ୍ଟେମ୍ବର ୧୧ରୁ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ବଲାଙ୍ଗିର ଠାରେ କ୍ରୀଡା ସଂସଦର କାର୍ଯ୍ୟକାରୀ କମିଟି, ଟୁର୍ଣ୍ଣାମେଣ୍ଟ ଓ ଟ୍ରାନ୍ସଫର କମିଟି, ଚୟନ କମିଟି ଓ ଅମ୍ପାୟାର କମିଟି ବୈଠକ ଗୁଡିକ ଅନୁଷ୍ଠିତ ହୋଇଯାଇଛି । ସଂସଦର ସାଧାରଣ ସଂପାଦକ ହରିନାରାୟଣ ପୁଜାରିଙ୍କ ଆବହକତ୍ୱରେ
Read More...

ଉପାନ୍ତ ଅଂଚଳରେ ପ୍ରାଣୀ ସମ୍ପଦ ଚିକିତ୍ସା ଏବଂ ସଚେତନତା ଶିବିର

ଅତଲସରା, (କେପିଏନ୍‌ଏସ୍‌) : ଉପାନ୍ତ ଅଂଚଳରେ ପହଁଚିଲା ପ୍ରାଣୀ ଚିକିତ୍ସା ବିଭାଗ । ଚିକିତ୍ସା ସହିତ ଚାଷୀଙ୍କୁ କରିଲା ସଚେତନତା । ସୂଚନା ଅନୁଯାଇ ଆଜି ହରଭଙ୍ଗା ବ୍ଲକ ଉପାନ୍ତ ଅଞ୍ଚଳ କୁସଙ୍ଗ ପଞ୍ଚାୟତ ଅତଲସରା ଗ୍ରାମରେ ପ୍ରାଣୀ ପାଳନ ବିଭାଗ ହରଭଙ୍ଗା ଓ କୃଷି ବିଜ୍ଞାନ କେନ୍ଦ୍ର ବୌଦ୍ଧ
Read More...

ବଙ୍ଗୋମୁଣ୍ଡାରେ ବ୍ଲକସ୍ତରୀୟ ୭୮ତମ ସ୍ଵାଧିନତା ଦିବସ ପାଳିତ

ବଙ୍ଗୋମୁଣ୍ଡା,(ଅର୍ଜୁନ କୁମାର ହଂସ) - ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ସର୍ବସାଧାରଣ ଖେଳପଡ଼ିଆ ଠାରେ ବ୍ଲକସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଳା ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା
Read More...

ଧର୍ମଶାଳା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ସମାରୋହ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ଯୁକ୍ତ ୨ ଧର୍ମଶାଳା ମହାବିଦ୍ୟାଳୟ, ଧର୍ମଶାଳାର ସଭାକକ୍ଷରେ ସ୍ୱାଗତ ସମ୍ବର୍ଦ୍ଧନା ସମାରୋହ -୨୦୨୪ ଅନୁଷ୍ଠିତ ହୋଇଯାଇଛି । ଦ୍ୱିତୀୟ ବର୍ଷ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଆୟୋଜିତ ଏଇ ଉତ୍ସବରେ ମହାବିଦ୍ୟାଳୟର
Read More...

କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା ପ୍ରତିବାଦରେ ଖପ୍ରାଖୋଲରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ହଇଚଇ ସୃଷ୍ଟି ହେବା ସହ ବିଭିନ୍ନ ଅଞ୍ଚଳରେ ତୀବ୍ର ଆନ୍ଦୋଳନ ଆରମ୍ଭ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ସମସ୍ତ ଡାକ୍ତର ଏବଂ କର୍ମଚାରୀ
Read More...

ଛତ୍ରପୁର ସେଣ୍ଟ ଜାଭିୟର୍ସ ପବ୍ଲିକ୍ ସ୍କୁଲ୍ ପୁରସ୍କୃତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ସେଣ୍ଟ ଜାଭିୟର୍ସ ପବ୍ଲିକ୍ ସ୍କୁଲ ସଫଳତା ହାସଲ କରିଛି । ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରସ୍ଥ ରିଜର୍ଭ ପୋଲିସ ପଡ଼ିଆ ଠାରେ ଆୟୋଜିତ ଗଞ୍ଜାମ ଜିଲ୍ଲାସ୍ତରୀୟ ୭୮ତମ ସ୍ଵାଧୀନତା ଦିବସ ବର୍ଣ୍ଣାଢ଼୍ୟ
Read More...

ସଂସ୍କୃତି ମନ୍ତ୍ରୀଙ୍କୁ ସାକ୍ଷାତ କରି ସଙ୍ଗୀତ ବିଦ୍ୟାଳୟ ଖୋଲିବା ପାଇଁ ଦାବିପତ୍ର ପ୍ରଦାନ କଲେ ନାଟ୍ୟକାର ଲଳିତ ଜଗତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଗ୍ରାମର ଯୁବ ନାଟ୍ୟକାର, ପାଇକମାଲ ବ୍ଲକ କଳା ସଂସ୍କୃତି ସଂଘର ଉପ ସଭାପତି ଓ ପାଇକମାଲ ବ୍ଲକ କଳାକାର ମହାସଂଘର ସାଧାରଣ ସମ୍ପାଦକ ତଥା ରାଜ୍ୟ କଳା ଗବେଷଣା ଓ ପ୍ରଶିକ୍ଷଣ ପରିଷଦର ଜିଲ୍ଲା ସଭାପତି ଶ୍ରୀ ଲଳିତ
Read More...

ପାଇକମାଲ ହାଇସ୍କୁଲରେ ଯୋଗ – ବେଦାନ୍ତ କର୍ମଶାଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚବିଦ୍ୟାଳୟ ସଭାଗୃହରେ ଯୋଗ-ବେଦାନ୍ତ କର୍ମଶାଳା ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ବିବେକାନନ୍ଦ ବିଶ୍ଵ ଚେତନା ଅଭିଯାନର ସମ୍ପାଦକ ଉମେଶ ଚନ୍ଦ୍ର ପଣ୍ଡା
Read More...

ଆର.ଜି କର କଲେକର ବଳାତ୍କାର-ହତ୍ୟା ଘଟଣା : ଡାକ୍ତରୀ କର୍ମଚାରୀଙ୍କ ଦ୍ୱାରା କ୍ୟାଣ୍ଡେଲ ମାର୍ଚ୍ଚ

କଣ୍ଟାବାଞ୍ଜି, (ଜୁଗଳ କିଶୋର ଶବର) : ଶନିବାର ଦିନ କଣ୍ଟାବାଞ୍ଜି ହସ୍ପିଟାଲର ସମସ୍ତ କର୍ମଚାରୀ ତଥା ଆର.କେ.ଏସ୍ କମିଟି ସଦସ୍ୟ ଅଗଷ୍ଟ ୯ରେ କୋଲକାତାର କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଘଟିଥିବା ଦୁଷ୍କର୍ମ ଏବଂ ହତ୍ୟା ମାମଲା ନେଇ ଏକ କେଣ୍ଡଲ ରେଲି ମାଧ୍ୟମରେ ସହର ପରିକ୍ରମା କରି
Read More...

ପାଣି ଭର୍ତ୍ତି ଗାତରୁ ଯୁବକଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

କଂଟାବାଞ୍ଜି, (ଯୁଗଳ କିଶୋର ଶବର) : ତୁରେକେଲା ଥାନା ବଡ଼ବାଙ୍କୀ ଗ୍ରାମ ନିକଟରେ ଥିବା ଏକ ପାଣି ଭତ୍ତି ଗାତରୁ ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ ଯୁବକ ଜଣକ ହେଉଛନ୍ତି ବଡବାଙ୍କି ଗ୍ରାମର ଜଳନ୍ଧର ମାଝି(୧୯ ) । ସେ ଶୁକ୍ରବାର ଦିନ ସନ୍ଧ୍ୟାରେ ଶୌଚ ପାଇଁ ଘରୁ ବାହାରି
Read More...