Monthly Archives

August 2024

ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ଓ ଅନ୍ୟାନ୍ୟ ଦାବି ନେଇ ଏସ୍.ୟୁ.ଜେ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଷ୍ଟେଟ୍ ୟୁନିଅନ୍ ଅଫ ଜର୍ଣ୍ଣାଲିଷ୍ଟ (ଏସ୍.ୟୁ.ଜେ) ବଲାଙ୍ଗିର ଶାଖା ପକ୍ଷରୁ ୭ ଦଫା ସମ୍ବଳିତ ଦାବିପତ୍ର ବଲାଙ୍ଗିର ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି । ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ, କାର୍ଯ୍ୟରତ ସାମ୍ବାଦିକ
Read More...

ନିଖିଳ ଓଡିଶା ଏମ୍‌.ଡି.ଏମ୍‌ ପାଚିକା ସହାୟିକା ସଂଘ ଦ୍ୱାରା ରେଲି ଓ ପ୍ରତିବାଦ ସଭା ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ (ଏମ୍‌ଡିଏମ୍‌) ପାଚିକା ସହାୟିକାଙ୍କ ପାରିଶ୍ରମିକ ଓ ସର୍ବନିମ୍ନ ମଜୁରୀ ଦାବି ନେଇ ଜିଲ୍ଲା ସଭାପତି ପାଣ୍ଡବ ଭୋଇଙ୍କ ନେତୃତ୍ୱରେ ଜିଲ୍ଲାର ସମସ୍ତ ୧୪ଟି ବ୍ଲକର ପାଚିକା ସହାୟିକାଙ୍କୁ ନେଇ କୋଶଳ କଳାମଣ୍ଡଳ ପଡିଆରୁ ଏକ ବିରାଟ
Read More...

ଉପ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମାହେଶ୍ୱରୀ ସଂଗଠନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ମାହେଶ୍ୱରୀ ତରଫରୁ ଉପ ମୁଖ୍ୟମନ୍ତ୍ରୀଙ୍କୁ ଏକ ପ୍ରତିନିଧି ଦଳ ଭୁବନେଶ୍ୱର ଠାରେ ସାକ୍ଷାତ କରି ଅଂଚଳର ଅନେକ ଗୁଡେ ସାଂପ୍ରତିକ ସମସ୍ୟା ଉପରେ ଆଲୋଚନା କରିବା ସହ ସେହି ସଂକ୍ରାନ୍ତିୟ ସମାଧାନ ପାଇଁ ଆଲୋଚନା
Read More...

ଜାତୀୟ କ୍ରୀଡା ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ସ୍ନାତକ ମହାବିଦ୍ୟାଳୟ ପରିସର ମଧ୍ୟରେ ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥଙ୍କ ସଭାପତିତ୍ଵରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ସୁଶ୍ରୀ ସଂଗୀତା ଗୌନ୍ତିଆ ପରିଚାଳନା କରିବା ସହ ପ୍ରସିଦ୍ଧ ହକି ତାରକା ମେ.
Read More...

ସେପ୍ଟେମ୍ବର ୧୪ରେ ଜିଲ୍ଲାରେ ଅନୁଷ୍ଠିତ ହେବ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ସେପ୍ଟେମ୍ବର ୧୪ ତାରିଖ ଶନିବାର ଦିନ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ । ବଲାଙ୍ଗିର, ଟିଟିଲାଗଡ, ପାଟଣାଗଡ, କଣ୍ଟାବାଞ୍ଜି, ଲୋଇସିଂହା, ସଇଁତଳା, ମୁରିବାହଲ ଏବଂ ବଙ୍ଗୋମୁଣ୍ଡା ଅଦାଲତ ପରିସରରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହେବ । ଏଥିରେ ସମସ୍ତ
Read More...

ମିଠାପାଲି – ନୂଆଗାଁ ରାସ୍ତା ମରାମତି ଦାବୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମିଠାପାଲିରୁ ନୂଆଗାଁ ଯିବା ରାସ୍ତାର ଅବସ୍ଥା ଅତି ଶୋଚନୀୟ ଅବସ୍ଥାରେ ପଡ଼ିରହିଛି । ଗନ୍ଧମାର୍ଦ୍ଦନ ପର୍ବତମାଳା ପାଦଦେଶରେ ଥିବା ଏହି ରାସ୍ତାରେ ଶତାଧିକ ଲୋକ ଯାତାୟତ କରିଥାନ୍ତି । ମୁଖ୍ୟତଃ ପ୍ରସିଦ୍ଧ ଶୈବପୀଠ
Read More...

ଦେବଭୂମିର ପୁରସ୍କାର ବିତରଣ ଓ ଭଜନ ସନ୍ଧ୍ୟା

ରାଉରକେଲା, (ସସ୍ମିତା ପ୍ରଧାନ) : ପବିତ୍ର ଜନ୍ମାଷ୍ଟମୀ ପାଳନ ଅବସରରେ ଦେବଭୂମି ସୋସିଓ ସ୍ପିରିଚୁଆଲ ଟ୍ରଷ୍ଟ ପକ୍ଷରୁ ସ୍ଥାନୀୟ ଭଞ୍ଜ ଭବନ ଅଡିଟୋରିଅମ୍‌ ହଲ୍‌ ଠାରେ ରଘୁନାଥପାଲ୍ଲୀର ପୂର୍ବତନ ବିଧାୟକ ତଥା ଟ୍ରଷ୍ଟର ପରିଚାଳନା ଟ୍ରଷ୍ଟି ସୁବ୍ରତ ତରାଇଙ୍କ ଅଧ୍ୟକ୍ଷତାରେ ପୁରସ୍କାର ବିତରଣୀ
Read More...

ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣ ପରିସର ତାଲିକା ଭୁକ୍ତ ଆଇନଜୀବୀ ମାନଙ୍କ ୨ ଦିନିଆ ତାଲିମ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ କ୍ରମେ ଏବଂ ଜିଲ୍ଲା ନ୍ୟାୟାଧୀଶ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଡ଼ଃ. ପବିତ୍ର ମୋହନ ସାମଲ ତତ୍ୱାବଧାନରେ ପ୍ରାଧିକରଣ ସଭାଗୃହ ଠାରେ ପ୍ରାଧିକରଣର ତାଲିକା ଭୁକ୍ତ ଆଇନିଜୀବୀ ମାନଙ୍କ ପାଇଁ ଏକ ୨
Read More...

୨ ବାଇକ୍‌ ମୁହାଁମୁହିିଁ ଧକ୍କା : ଜଣେ ମୃତ, ଜଣେ ଗୁରୁତର

ଚଣ୍ଡିଖୋଲ : ୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚଣ୍ଡିଖୋଲ - ପାରାଦ୍ୱୀପ ଜାତୀୟ ରାଜପଥର ନାନପୁର ଓଭର୍‌ବ୍ରିଜ୍‌ ନିକଟରେ ଘଟିଛି ଦୁର୍ଘଟଣା । ୨ ବାଇକ୍‌ ମୁହାଁମୁହିିଁ ଧକ୍କାରେ ଜଣେ ବାଇକ୍ ଆରୋହୀ ମୃତ । ମୃତ ଜଣକ ଚଣ୍ଡିଖୋଲ ଅଞ୍ଚଳର ରାଜକିଶୋର ନାୟକ ବୋଲି
Read More...

ଠିକାଦାରପଡା ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଠିକାଦାରପଡା ଦୁର୍ଗା ମଣ୍ଡପ ପରିସରରେ ଚଳିତ ବର୍ଷ ୪୯ତମ ସାର୍ବାଜନୀନ ଦୁର୍ଗାପୂଜା ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକ ହୋଇଯାଇଛି । ବୈଠକରେ ଚଳିତ ବର୍ଷ ମହାସମାରୋହରେ ପାଳନ କରାଯିବା ପାଇଁ ସର୍ବ ସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଥିଲା । ବରିଷ୍ଠ
Read More...