Monthly Archives

August 2024

ବିଳମ୍ବିତ ରାତିରେ ମେଡିକାଲ କର୍ମଚାରୀଙ୍କୁ ମାଡ଼ : ଥାନାରେ ମାମଲା ରୁଜୁ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରରେ ଅବସ୍ତିତ ଗଞ୍ଜାମ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ସିକ୍ୟୁରିଟି ଓ ସୁଇପର୍‌ଙ୍କୁ ରବିବାର ବିଳମ୍ବିତ ରାତିରେ ମାଡ଼ ମରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି କରି କେଶ ନମ୍ବର ୧୭୨/୨୪ରେ ମାମଲା ରୁଜୁ ହୋଇ ତଦନ୍ତ
Read More...

ନିମେଇ ପାଣିଗ୍ରାହୀଙ୍କ ବିୟୋଗରେ ପଞ୍ଚମର ଶୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଶିଷ୍ଟ କୋଶଲି ଗବେଷକ ତଥା ଲେଖକ ନିମେଇ ଚରଣ ପାଣିଗ୍ରାହୀଙ୍କ ବିୟୋଗରେ ସଂଗୀତ ମହାବିଦ୍ୟାଳୟ ପଞ୍ଚମ ଠାରେ ଏକ ଶୋକ ସଭା ଆୟୋଜନ ହୋଇଯାଇଛି । ପଞ୍ଚମର ସଭାପତି ମୁରଲୀଧାରୀ ପତିଙ୍କ ସଭାପତିତ୍ୱରେ ତାଙ୍କର ଅମର ଆତ୍ମାର ସଦ୍‌ଗତି ପାଇଁ ନିରବ ପ୍ରାର୍ଥନା କରିବା
Read More...

ଓଡିଶା ରାଜ୍ୟ ଜଳ ଓ ପରିମଳ ମିଶନ କର୍ମଚାରୀ ସଂଘ ତରଫରୁ ପୁନଃ ନିଯୁକ୍ତି ପାଇଁ ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ଜଳ ଓ ପରିମଳ କର୍ମଚାରୀ ସଂଘ ତରଫରୁ ସାଧାରଣ ସମ୍ପାଦକ ପ୍ରମୋଦ ବଗର୍ତ୍ତି ଛଟେଇ ହୋଇଥିବା କର୍ମଚାରୀ ମାନଙ୍କୁ ପୁନଃ ନିଯୁକ୍ତି ପ୍ରଦାନ କରିବା ପାଇଁ ଗତ ତା. ୧୫/୭/୨୦୨୪ରେ ରାଜ୍ୟ ସରକାରଙ୍କ ଅଭିଯୋଗ ପ୍ରକୋଷ୍ଠରେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀଙ୍କୁ
Read More...

ରାଜ୍ୟସଭାରେ ନକଲି ଏସ୍‌ସି, ଏସ୍‌ଟି ଏବଂ ଜାଲଜାତି ପ୍ରମାଣପତ୍ର ଧାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଗର୍ଜିଲେ…

ଭୁବନେଶ୍ୱର : ନକଲି ଅନୁସୂଚିତ ଜାତି ଏବଂ ନକଲି ଅନୁସୂଚିତ ଜନଜାତି ମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସାଂସଦ ନିରଞ୍ଜନ ବିଶି ରାଜ୍ୟସଭାରେ ପ୍ରସଙ୍ଗ ଉପସ୍ଥାପନ କରିଥିଲେ । ବିଶେଷକରି ଅନୁସୂଚିତ ଜାତି (ଏସ୍‌ସି), ଅନୁସୂଚିତ ଜନଜାତି (ଏସ୍‌ଟି) ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ
Read More...

ବର୍ଷାରେ ଧୋଇଗଲା ଆପ୍ରୋଚ୍‌ ରୋଡ୍‌ : ନାଳରେ ବାଇକ୍‌ ସହ ପଡ଼ିଲେ ଯୁବକ

ମୋହନଗିରୀକୁ ଯାତାୟତ ଠପ୍‌ପୂର୍ତ୍ତ ବିଭାଗର ଅବହେଳା ନେଇ ଜନ ଅସନ୍ତୋଷ ମ.ରାମପୁର, (ହେମନ୍ତ ସାହୁ) : ଲଗାଣ ବର୍ଷା ଜାରୀ ରହିଛି । ଏତେ ବର୍ଷାରେ ବି ରାସ୍ତା କାମ ଚାଲିଛି । ଫଳ ସ୍ୱରୂପ ଆଜି ଜଣେ ଯୁବକ ଆପ୍ରୋଚ୍‌ ରୋଡ୍‌ ଧୋଇ ହୋଇଯିବା ଫଳରେ ବାଇକ୍‌ ସହ ନାଳରେ ପଡ଼ି ଯିବା ଭଳି ଘଟଣା
Read More...

ଧର୍ମପରାୟଣା ମହିଳାଙ୍କ ପରଲୋକ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ସହର ସ୍ଥିତ ସହରାପଡା (ୱାର୍ଡ ନମ୍ବର ୫)ରେ ରହୁଥିବା ଧର୍ମପରାୟଣା ମହିଳା ଶ୍ରୀମତୀ ଦମୟନ୍ତୀ ଅଦାବର (୮୩)ଙ୍କ ସୋମବାର ବିଳମ୍ବିତ ରାତିରେ ପରଲୋକ ଘଟିଛି । ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବାପରେ ପରିଚିତ ମହଲ ତଥା ଆଖପାଖ ଅଞ୍ଚଳରେ ଶୋକର ଛାୟା
Read More...

ଜୟପାଟଣା ଇନ୍ଦ୍ରାବତୀ ମହାବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ଯୁବ ନେତୃତ୍ୱ ବିକାଶ ଶିବିର

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ଇନ୍ଦ୍ରାବତୀ ମହାବିଦ୍ୟାଳୟ ପରିସରରେ ଜିଲ୍ଲା ଏନ୍‌ଏସ୍‌ଏସ୍‌ ଆନୁକୁଲ୍ୟରେ ତ୍ରିଦିବସୀୟ ଯୁବ ନେତୃତ୍ୱ ବିକାଶ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କଳାହାଣ୍ଡି ଜିଲ୍ଲାର ୧୩ଟି ମହାବିଦ୍ୟାଳୟରୁ ୧୦୦ରୁ ଅଧିକ ଶିବିରାର୍ଥୀ ଯୋଗ ଦେଇ ବିଭିନ୍ନ
Read More...

ବିଦେଶୀ ମଦ ଚୋରି ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ ବୋଡେନ ପୋଲିସ

ନୂଆପଡା, (ଅଜିତ ବେହେରା) : ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ ଅନ୍ତର୍ଗତ ବୋଡ଼େନ ବସ୍‌ ଷ୍ଟାଣ୍ଡ ପାଖ ବିଦେଶୀ ମଦ ଦୋକାନରୁ ବିଦେଶୀ ମଦ ଚୋରି ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରି ଆଜି ବୋଡେନ ପୋଲିସ ପକ୍ଷରୁ କୋର୍ଟ ଚଲାଣ କରାଯାଇଛି । ସୂଚନାନୁସାରେ ୧ ତାରିଖ ରାତ୍ରୀରେ ବୋଡ଼େନ ବସ୍‌
Read More...

ଜଳବନ୍ଦୀରେ ଏବେ ସଂକ୍ରମିତ ଗାଁ ଟିଙ୍ଗୋପଖାନ : ସଂକ୍ରମିତଙ୍କ ସଂଖ୍ୟା ୩୧ରେ ପହଞ୍ଚିଲା

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ଟିଙ୍ଗୋପଖାନ ଗ୍ରାମରେ ଗତ ୩ ଦିନ ଧରି ଗାଁରେ ଝାଡ଼ାବାନ୍ତି ଲାଗି ରହିଥିବା ବେଳେ ଅଦ୍ୟାବଧି ୩୧ଜଣ ସଂକ୍ରମିତଙ୍କୁ ଜୟପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ବେଳେ ତନ୍ମଧ୍ୟରୁ ୫ ଜଣଙ୍କୁ
Read More...

ହିରୋସୀମା ଓ ନାଗାସାକୀ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ତୁମକେଲା ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ବିଦ୍ୟାଳୟ ପରିସରରେ ହିରୋସୀମା ଓ ନାଗାସାକୀ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ
Read More...