Monthly Archives

August 2024

ଯୁବ କଳାକାରଙ୍କ ଅକାଳ ବିୟୋଗରେ ଶୋକରଛାୟା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡ଼ିଆ ଗ୍ରାମର ଅଜୟ କୁମାର ପଲେଇ(୪୮)ଙ୍କ ଶାରୀରିକ ଅସୁସ୍ଥତା ହେତୁ ତାଙ୍କର ଅକାଳ ବିୟୋଗ ଘଟିଛି । ତାଙ୍କର ଏହି ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ସେ ପିଲା ଦିନରୁ ରାମଲୀଳାରେ ହନୁମାନ
Read More...

ଜନକଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ସାଧାରଣ ଜ୍ଞାନ ପ୍ରତିଯୋଗିତା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନକଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ କଂହେଇବୀରା ସରକାରୀ ଉଚ୍ଚ ବିଦ୍ୟାଳୟ ଓ ନୂଆଁଗଡ଼ ଲକ୍ଷ୍ମୀନାରାୟଣ ସରକାରୀ ବିଦ୍ୟାଳୟ ଠାରେ ଅନୁଷ୍ଠାନ ପକ୍ଷରୁ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଉଭୟ
Read More...

୨୨ କୋଟି ୭୮ ଲକ୍ଷ ଟଙ୍କା ବ୍ୟୟରେ ନୃସିଂହନାଥ ପୀଠର ବିକାଶ ଓ ରୂପାନ୍ତରଣରରେ ଅନିୟମିତତା ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ନୃସିଂହନାଥ ପୀଠର ବିଗତ ୨ ବର୍ଷ ମଧ୍ୟରେ ୫ଟି ଜରିଆରେ ୨୨ କୋଟି ୭୮ ଲକ୍ଷ ବ୍ୟୟ ଅଟକଳରେ ନିର୍ମିତ ନୃସିଂହନାଥ ପୀଠର ବିକାଶ ଓ ରୂପାନ୍ତରଣ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଏହି ରୂପାନ୍ତରଣ କାର୍ଯ୍ୟକ୍ରମ
Read More...

ଗୁଡେଭେଲା ବ୍ଲକସ୍ତରୀୟ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ

ଗୁଡ଼ଭେଲା, (କେପିଏନ୍‌ଏସ୍‌) : ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ଗୁଡେଭେଲା ବ୍ଲକସ୍ତରୀୟ କୁଇଜ୍ ପ୍ରତିଯୋଗିତା ୬ ଅଗଷ୍ଟ ପୂର୍ବାହ୍ନ ୧୦ଟା ସମୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଜାମୁଟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସଭାରେ ଗୁଡଭେଲା
Read More...

ଖୋଲାନ-ଲିମପଡ଼ା ବ୍ରିଜ୍‌ ପାଖରେ ରାସ୍ତା ଅବରୋଧ କଲେ ଜମି ହରାଇଥିବା ପରିବାରର ସଦସ୍ୟ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ନିକଟସ୍ଥ ଖୋଲାନ-ଲିମପଡ଼ାକୁ ଯୋଗାଯୋଗ କରୁଥିବା ବ୍ରିଜ୍‌ ପାଖରେ ଜମି ହରାଇଥିବା ପରିବାରର ସଦସ୍ୟ ମାନେ ବ୍ରିଜ୍‌ ପୂର୍ବରୁ ରାସ୍ତା କାଟି କଣ୍ଟା ବାଡ ପକାଇ ଦେଇଥିଲେ । ଏହାଦ୍ୱାରା କୁସକେଲା ପଞ୍ଚାୟତ ତଥା କଳାହାଣ୍ଡି ଜିଲ୍ଲାକୁ ଯିବା ଲୋକେ
Read More...

ଜିଲ୍ଲାସ୍ତରୀୟ ହାକାଥନ୍‌ ୨୦୨୩-୨୪ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସଂଘର୍ଷ ହିଁ ଜୀବନର ମୂଳମନ୍ତ୍ର । ଯିଏ ନିଜକୁ ଯେତେ ପରିମାର୍ଜିତ କରିବ, ସିଏ ଜୀବନରେ ସେତେ ସଫଳତାର ଶୀର୍ଷକୁ ଛୁଇଁପାରିବ । ଏଥିପାଇଁ କଠିନ ପରିଶ୍ରମ ଓ ଡିଜିଟାଲି ଆମକୁ ଅଧିକ ସକ୍ଷମ ହେବାକୁ ପଡ଼ିବ ବୋଲି ଅତିଥିମାନେ ଜିଲ୍ଲାସ୍ତରୀୟ ହାକାଥନ୍‌
Read More...

ବେଷ୍ଟ ରିପୋର୍ଟର ଆୱାର୍ଡରେ ସମ୍ବର୍ଦ୍ଧିତ ହେଲେ ଅଜିତ

ଟିଟିଲାଗଡ଼, (କେପିଏନ୍‌ଏସ୍‌) : ଭୁବନେଶ୍ୱର ସିମ୍‌ ଫୋନି ମଲ୍‌ ଠାରେ ଅର୍ଗସ ନିୟୁଜର ତୃତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବେଷ୍ଟ ରିପୋର୍ଟର ଆୱାର୍ଡରେ ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ଅର୍ଗସ ପ୍ରତିନିଧି ତଥା ଯୁବ ସମ୍ବାଦିକ ଅଜିତ କୁମାର ସାହୁଙ୍କୁ ଅର୍ଗସ ନିୟୁଜର
Read More...

୨୦୨୩-୨୪ରେ ଓଡ଼ିଶାକୁ ମିଳିଛି ୩୮୮୧. ୭୯୬ କୋଟି ଟଙ୍କାର କୋଇଲା ରୟାଲିଟି

ଭୁବନେଶ୍ୱର, (ପିଆଇବି) : ୨୦୧୨ ମଇ ୧୦ ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଦେଶର ସମସ୍ତ ରାଜ୍ୟ ପାଇଁ କୋଇଲା ଉପରେ ରୟାଲଟି ହାର କାରବାର ମୂଲ୍ୟର ୧୪% ଧାର୍ଯ୍ୟ କରାଯାଇଛି । ଏଥିରେ ପଶ୍ଚିମବଙ୍ଗ ରାଜ୍ୟକୁ ବାଦ୍ ଦିଆଯାଇଛି ଯେଉଁଠାରେ ରୟାଲ୍ଟି ହାର କୋଇଲାର ଗ୍ରେଡ୍‌କୁ ଆଧାର କରି
Read More...

ବାହାର୍‌ଲା ନୂଆଁଖାଇ ଲଗନ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ବାହାର୍‌ଲା ନୂଆଁଖାଇ ଲଗନ୍‌ । ପରମ୍ପରା ଅନୁସାରେ ସମଗ୍ର ବଲାଙ୍ଗିର ଜିଲ୍ଲାର ଜ୍ୟୋତିଷ ପଣ୍ଡିତ ମହାସଭାର ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିର ସିଦ୍ଧାନ୍ତ ଅନୁସାରେ ପୂର୍ବତନ ପାଟଣା ଷ୍ଟେଟ୍‌ ତଥା ମହାରାଜାଙ୍କର୍‌ ଇଷ୍ଟ ଦେବୀ ମା’ ପାଟଣେଶ୍ୱରୀ ଆର୍‌ ମା’
Read More...

ବୈପାରିଗୁଡା ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି : ବିଧାୟକ ସମସ୍ୟାର ସମାଧାନ କରିବା ନେଇ ବିଡିଓଙ୍କୁ ଦେଲେ ଆଦେଶ

କୋରାପୁଟ, (ବିକ୍ରାନ୍ତ କୁମାର ବେବୋର୍ତ୍ତା) : ବୈପାରିଗୁଡା ପଂଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ କୋରାପୁଟ ବିଧାୟକ ରଘୁରାମ ମାଛ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଗୁଡିକ ଶୁଣି ତାହାର ସମାଧାନ କରିବା ନେଇ ବିଭାଗୀୟ ଅଧିକାରୀ ମାନଙ୍କୁ ଆଦେଶ ଦେଇଥିବା ଜଣାପଡିଛି ।
Read More...