Monthly Archives

August 2024

ପଞ୍ଚୁପାଣ୍ଡବଙ୍କ ବନବାସ ସ୍ଥଳ ମହେନ୍ଦ୍ରଗିରି ପର୍ବତକୁ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ମିଳିବ – ମନ୍ତ୍ରୀ ବିଭୂତି…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକରେ ଅବସ୍ଥିତ ମହେନ୍ଦ୍ରଗିରି ପର୍ବତକୁ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ମିଳିବ ବୋଲି ମହେନ୍ଦ୍ରଗିରି ପର୍ବତକୁ ପରିଦର୍ଶନରେ ଆସି ରାଜ୍ୟ ଖଣି ଓ ଇସ୍ପାତ ଏବଂ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମତ ବ୍ୟକ୍ତ କରିଛନ୍ତି ।
Read More...

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ : ଭିଜିଲାନ୍ସ ଜାଲରେ ମୁଖ୍ୟ ଯନ୍ତ୍ରୀ

ଭଦ୍ରକ, (କମଳ ଲୋଚନ ପଣ୍ଡା) : ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡିଶା ବ୍ରିଜ୍‌ ଓ କନ୍‌ଷ୍ଟ୍ରକ୍ସନ୍‌ କର୍ପୋରେସନ୍‌ର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କ ଓଡିଶାର ବିଭିନ୍ନ ସ୍ଥାନରେ ଥିବା ୧୨ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଉଥିବା ବେଳେ, ଭଦ୍ରକ
Read More...

ପଞ୍ଚଭୂତରେ ଲୀନ ହେଲେ ନିମାଇଁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପଞ୍ଚଭୂତରେ ଲୀନ ହେଲା ନିମାଇଁଙ୍କ ପାର୍ଥିବ ଶରୀର । ହଜାର ହଜାର ଶ୍ରଦ୍ଧାଳୁ, ବନ୍ଧୁବର୍ଗଙ୍କୁ ଶୋକ ସାଗରରେ ଭସାଇ ଦେଇ ଆରପାରିକୁ ଚାଲିଗଲେ କୋଶଲୀ ସାହିତ୍ୟ, ସଂସ୍କୃତି ଗବେଷକ ତଥା ସଂଗ୍ରାହକ ନିମାଇଁ ଚରଣ ପାଣିଗ୍ରାହୀ । ଖାଲି ପଡ଼ିଛି କୁର୍‌ମା, ତାଙ୍କ
Read More...

କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ସାକ୍ଷାତ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୂର୍ବତନ…

ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଓଡ଼ିଶାର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ରାଜ୍ୟସଭା ସାଂସଦ ମମତା ମହାନ୍ତଙ୍କ ସହିତ କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଶ୍ରୀ ପ୍ରଧାନ ଏହି ସାକ୍ଷାତ
Read More...

୩୩ତମ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ପାଇଁ ସ୍ମାରକୀ ଡାକ ଟିକଟ ଉନ୍ମୋଚନ କଲେ ଡକ୍ଟର ମନସୁଖ ମାଣ୍ଡଭିୟ ଏବଂ…

ଡାକ ଟିକଟ ଜାରି କରିବା କ୍ରୀଡ଼ା ପ୍ରତି ଭାରତର ପ୍ରତିବଦ୍ଧତାକୁ ପ୍ରତିଫଳିତ କରେ, ଯାହା ଆଥଲେଟମାନଙ୍କ ପାଇଁ ଜାତୀୟ ଗୌରବ ଏବଂ ପ୍ରୋତ୍ସାହନର ପ୍ରତୀକ ଭାବରେ କାର୍ଯ୍ୟ କରେ - ଡ.ମାଣ୍ଡଭିୟ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ଏବଂ ଶ୍ରମ ଓ ନିୟୋଜନ ମନ୍ତ୍ରୀ
Read More...

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ୬୨ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର, (ପିଆଇବି) : ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ୬୨ତମ ପ୍ରତିଷ୍ଠା ଦିବସ ଆଜି ପ୍ରତିଷ୍ଠାନ ପରିସରରେ ଥିବା ନୂତନ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରଫେସର ପ୍ରକାଶ ଚନ୍ଦ୍ର ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଭବ୍ୟ ଉତ୍ସବରେ
Read More...

ପଣ୍ଡିତ ନୀଳକଣ୍ଠ ଦାସଙ୍କ ୧୪୦ତମ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ ମହାବିଦ୍ୟାଳୟ ଆନୁକୂଲ୍ୟରେ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଓ ବରିଷ୍ଠ ନାଗରିକ ଜ୍ଞାନୀଗୁଣିଙ୍କୁ ପଣ୍ଡିତ ନୀଳକଣ୍ଠ ଦାସଙ୍କ ୧୪୦ ତମ ଜୟନ୍ତୀ ସୋମବାର ଦିନ ପାଳିତ
Read More...

ଅଙ୍ଗନଦୀ ପାଣିରେ ଭାସିଯାଉଥିବା ୨ ନିରୀହ ଜୀବନ ବଞ୍ଚାଇଲେ ୨ ଛାତ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅନ୍ତର୍ଗତ ମହୁଳପାଲି ଅଙ୍ଗନଦୀରେ ସକାଳୁ ଗାଧୋଇବା ସମୟରେ ମଝି ପାଣି ସ୍ରୋତରେ ଭାସି ଯାଉଥିଲେ ଏହା ଦେଖି ୨ ଜଣ ଛାତ୍ର ତାଙ୍କୁ ଉଦ୍ଧାର କରି ଜୀବନ ବଞ୍ଚାଇଛନ୍ତି । ରବିବାର ଦିନ ସ୍କୁଲ ଛୁଟି ଥିବାରୁ ମହୁଲପାଲି ଗ୍ରାମର ସୁରଜ ବାଗ(୧୪) ଓ
Read More...

ଜନ୍ମାଷ୍ଟମୀ ପାଇଁ ଯାଦବ ଉନ୍ନୟନ ସମିତିର ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଯାଦବ ଉନ୍ନୟନ ସମିତିର କାର୍ଯ୍ୟକାରୀ ସଭାପତି ସର୍ବେଶ୍ଵର ଦାସଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୬ ତାରିଖରେ ହେବାକୁ ଥିବା ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ରାଧାକୃଷ୍ଣ ମନ୍ଦିର ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ
Read More...

ବିଭାଗୀୟ ସମ୍ବନ୍ଧୀୟ ସ୍ଥାୟୀ କମିଟି-୭ର ସଦସ୍ୟ ରୂପେ ବିଧାୟକ ଦୁର୍ଗା ଚରଣ ତନ୍ତୀ ମନୋନୀତ ହୋଇଥିବାରୁ ଜିଲ୍ଲା ତରଫରୁ…

ରାଉରକେଲା, (ସସ୍ମିତା ପ୍ରଧାନ) : ଚଳିତବର୍ଷ ରାଜ୍ୟ ବିଧାନସଭା ନିର୍ବାଚନରେ ରଘୁନାଥପଲ୍ଲୀ ବିଧାନସଭା କ୍ଷେତ୍ରରୁ ବିଧାୟକ ରୂପେ ଦୁର୍ଗା ଚରଣ ତନ୍ତୀ ବିଜୟ ପ୍ରାପ୍ତ ହୋଇ ବିଜେପିର ପ୍ରଥମ ବିଧାୟକ ଭାବେ ଗୌରବ ଅର୍ଜନ କରିଥିବାରୁ ଜିଲ୍ଲା କର୍ମୀ ମହଲରେ ଆନନ୍ଦ ଉଲ୍ଲାସ ଖେଳି ଯାଇଥିଲା । ଶ୍ରୀ
Read More...