shyamal
Daily Archives

ଦେବଙ୍ଗ ଗ୍ରାମରେ ବସ୍ତ୍ରାଣୀ ଫାର୍ମର ପ୍ରଡ୍ୟୁସର କଂପାନୀ ଲିମିଟେଡର ୩ୟ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି(କ) ପଞ୍ଚାୟତ ଦେବଙ୍ଗ ଗ୍ରାମର ଫୁଟବଲ ପଡ଼ିଆରେ ସୋମବାର ବସ୍ତ୍ରାଣୀ ଫାର୍ମର ପ୍ରଡ୍ୟୁସର କମ୍ପାନୀ ଲିମିଟେଡ ଦ୍ୱାରା ୩ୟ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ଗୁଡିଘାଟ ଗ୍ରାମରେ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ ସହ ନୂତନ କମିଟି ଗଠନ : ସଭାପତି ରୂପେ ମୁକୁନ୍ଦ ବଗର୍ତ୍ତି ଓ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ଗ୍ରାମର ଇନ୍ଦିରା ଯୁବକ ସଂଘ ଆନୁକୂଲ୍ୟରେ ଚଳିତ ବର୍ଷର ସାର୍ବଜନୀନ ଦୁର୍ଗାପୂଜା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ୟାସଦେବ ସା(ଲିପୁ)ଙ୍କ ସଭାପତିତ୍ୱରେ ଅନୁଷ୍ଠିତ । ଏହି ବୈଠକରେ
Read More...

ମୁରିବାହାଲ ଡ଼ିଗ୍ରୀ କଲେଜରେ ସପ୍ତାହ ବ୍ୟାପି ଚାଲିଥିବା ସ୍ଵତନ୍ତ୍ର ଜାତୀୟ ସେବା ଶିବିର ଉଦ୍‌ଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ଆନୁକୂଲ୍ୟରେ ଚାଲିଥିବା ସପ୍ତାହ ବ୍ୟାପି ସ୍ୱତନ୍ତ୍ର ଜାତୀୟ ସେବା ଶିବିର କାର୍ଯ୍ୟକ୍ରମ ମହାବିଦ୍ୟାଳୟ ପରିସରରେ ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ପୂର୍ବରୁ ମହାବିଦ୍ୟାଳୟ
Read More...

ସ୍ନାତକ ପ୍ରଥମ ବର୍ଷ ସ୍ୱାଗତ ସମାରୋହ ଆବାହନ ୨୦୨୪

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟରେ ସକାଳ ୧୦ଟାରେ ହିନ୍ଦୀ ବିଭାଗ ତରଫରୁ ସ୍ନାତକ ପ୍ରଥମ ବର୍ଷ ଛାତ୍ରୀମାନଙ୍କର ସ୍ୱାଗତ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଡ. ଅରବିନ୍ଦ କୁମାର ଓଝା ସଭାପତତ୍ୱ କରିଥିଲେ । ପୂର୍ବତନ ଅଧ୍ୟକ୍ଷ ମନୋରଞ୍ଜନ ମିଶ୍ର
Read More...

ଜୟପାଟଣାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ଗୋଷ୍ଠୀ ସାଧନ କେନ୍ଦ୍ର ଆନୁକୂଲ୍ୟରେ ଉମାଶଙ୍କର ଉଚ୍ଚ ବିଦ୍ୟାଳୟ ଓ ପଞ୍ଚାୟତ ବାଳିକା ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଚଳିତ ବର୍ଷ ପାଇଁ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅନ୍ତର୍ଗତ ଉପ କନିଷ୍ଠ, କନିଷ୍ଠ ଓ ବରିଷ୍ଠ ଛାତ୍ରଛାତ୍ରୀଙ୍କ ମଧ୍ୟରେ କୁଇଜ୍
Read More...

ହୁମୁରି ତାମ୍ପରା ଉପରେ ନିର୍ଭରଶୀଳ ତିଅର ମତ୍ସ୍ୟଜୀବିଙ୍କୁ ଆଇ.ଆର.ଇ.ଏଲ ପକ୍ଷରୁ ପ୍ରୋତ୍ସାହନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ହୁମୁରି ତାମ୍ପରା ହ୍ରଦ ହେଉଛି, ଛତ୍ରପୁର ବ୍ଲକର ଏକ ବିରାଟ ଜଳାଶୟ । ପ୍ରକୃତିର ଏହି ଅନବୈଦ୍ୟ ଜଳାଶୟରେ ପ୍ରାୟ ୩ ଶହ ମତ୍ସ୍ୟଜୀବି ପରିବାର ଏଥିରେ ମତ୍ସ୍ୟ ଚାଷ କରି ଜୀବିକା ନିର୍ବାହ କରି ଚଳିଆସୁଛନ୍ତି । ବହୁ ଘାତ ପ୍ରତିଘାତ ମଧ୍ୟରେ ଜୀବିକା
Read More...

ଉତ୍ତର-ଆଧୁନିକ ଓଡ଼ିଆ ସାହିତ୍ୟ ଓ ଓଡ଼ିଆ ଅସ୍ମିତା ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲା ଶାଖା ଓ ଓଡ଼ିଆ ବିଭାଗ, ରାଉରକେଲା କଲେଜର ମିଳିତ ଆନୁକୂଲ୍ୟରେ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ସଂଗଠନ ସମ୍ପାଦକ କୁଞ୍ଜବିହାରୀ ରାଉତଙ୍କ ଆବାହକତ୍ଵ ଓ ଓଡ଼ିଆ
Read More...

ଦେଓଗାଁ ବ୍ଳକ ସାହିତ୍ୟ ଘରର ପକ୍ଷରୁ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସାହିତ୍ୟ ଘର ତରଫରୁ ରବିବାର ଦିନ ଜରାସିଂହା ସ୍ଥିତ ମାଳିପଡା ପ୍ରାଥମିକ ବିଦ୍ୟାଳୟରେ ୧୩୭ ତମ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳନ କରାଯାଇଥିଲା । ଏହି ଅବସରରେ ଗଙ୍ଗାଧର ସାହିତ୍ୟ
Read More...

ବ୍ରିଜ୍ ଉପରୁ ସାଙ୍ଗକୁ ଧକ୍କାଦେଲା ସାଙ୍ଗ : ସାଙ୍ଗର ମୃତ୍ୟୁ

ପାଟଣାଗଡ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ଗଡିଆଜୋର୍ ଗାଁରେ ଅଘଟଣ । ଗାଁର ଗୋପବନ୍ଧୁ ଧରୁଆ ଗାଁମୁଣ୍ଡରେ ଥିବା ଏକ ବ୍ରିଜ୍ ଉପରେ ବସିଥିବା ସମୟରେ ଅଭିଯୁକ୍ତ ସୁଦାମ ଧରୁଆଙ୍କ ସହିତ କୌଣସି କଥାକୁ ନେଇ ବଚସା ହୋଇଥିଲା । ସୁଦାମ ରାଗିଯାଇ ଗୋପବନ୍ଧୁଙ୍କ ଛାତିରେ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଧର୍ମଗଡ ଉପ ଜିଲ୍ଲାପାଳ ଧିମନ ଚକମା,
Read More...