Daily Archives

ନୃସିଂହନାଥ ପୀଠରେ ଆମ୍ବେଦକର ଯୋଦ୍ଧା ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ରୋହିଦାସ ସମାଜ କଲ୍ୟାଣ ମଣ୍ଡବ ଠାରେ ଚକ୍ରଧର ଅଜଗର ଓ ପବିତ୍ର ସୁନାଙ୍କ ନେତୃତ୍ୱରେ ଆମ୍ବେଦକର ଯୋଦ୍ଧାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଅଶ୍ଵିନୀ ତାଣ୍ଡିଙ୍କ
Read More...

ବିଶିଷ୍ଟ ରଙ୍ଗମଞ୍ଚ କଳାକାର ତଥା ଗାନ୍ଧି ପାଠାଗାରର ବରିଷ୍ଠ ସଭ୍ୟ ପ୍ରଦୀପ ଚାନ୍ଦଙ୍କ ବିୟୋଗରେ ଶୋକସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗାନ୍ଧି ପାଠାଗାରର ବରିଷ୍ଠ ସଭ୍ୟ ତଥା ରଙ୍ଗମଞ୍ଚ କଳାକାର ଓ ନିର୍ଦ୍ଦେଶକ, ଟିକ୍ରାପଡା ରାମଲୀଳା କମିଟି ତଥା ରାମଜୀ ମନ୍ଦିର କମିଟି ସଭ୍ୟ, ଚାନ୍ଦ ମନ୍ଦିର ପ୍ରତିଷ୍ଠାତା ସ୍ୱର୍ଗତ ପ୍ରଦୀପ ଚାନ୍ଦଙ୍କ ବିୟୋଗରେ ଗାନ୍ଧି ପାଠାଗାର ସଭାପତି ପ୍ରକାଶ ନେପାକଙ୍କ
Read More...

ଜିଲ୍ଲା ବରିଷ୍ଠ ନାଗରିକ ସଂଘ ବଲାଙ୍ଗିରର କାର୍ଯ୍ୟକାରିଣୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଟିକ୍ରାପଡା ଗାନ୍ଧୀପାଠାଗାର, ଟିକ୍ରାପଡା ବଲାଙ୍ଗିର ଠାରେ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ବଲାଙ୍ଗିରର ଏକ କାର୍ଯ୍ୟକାରିଣୀ ବୈଠକ ସଂପାଦକ ବସନ୍ତ କୁମାର ଆଚାର୍ଯ୍ୟଙ୍କ ଅନୁରୋଧ କ୍ରମେ ଘାସିରାମ ମିଶ୍ରଙ୍କ ଅଧ୍ୟକ୍ଷତାରେ ସ୍ୱତନ୍ତ୍ର ଅତିଥି ଗଣଙ୍କ
Read More...

ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ଜବଲପୁର ଠାରେ ସମ୍ମାନୀତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଯୁଧୀଷ୍ଠିର ମିଶ୍ର ଆଇନ୍‌ ମହାବିଦ୍ୟାଳୟ, ବଲାଙ୍ଗିରର କାର୍ଯ୍ୟରତ ଅଧ୍ୟକ୍ଷ ସଞ୍ଜିବ କୁମାର ପଧାନ । ସେ ଜଣେ ବିଶିଷ୍ଟ ସୁନାମଧନ୍ୟ ଆଇନବିତ୍‌, ଦୀର୍ଘ ବର୍ଷରୁ ଉକ୍ତ ଆଇନ ମହାବିଦ୍ୟାଳୟରେ କାର୍ଯ୍ୟ ସମ୍ପାଦନା କରିଆସୁଅଛନ୍ତି । ସେ ଜଣେ ଭଦ୍ର ଓ
Read More...

ରାଜ୍ୟସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତାରେ ବଲାଙ୍ଗିରକୁ ୧୦ ପଦକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କଟକର ନେତାଜୀ ଇନ୍‌ଡୋର ଷ୍ଟଡିୟମ୍‌ ଠାରେ ଓଡିଶା ଟାଇକଣ୍ଡୋ ଏସୋସିଏସନ୍‌ ତରଫରୁ ରାଜ୍ୟସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘର ସାଧାରଣ ସଂପାଦକ ତଥା କୋଚ ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ ଏକ
Read More...

ବଲାଙ୍ଗିର ଗାନ୍ଧୀ ପାଠାଗାର ଟିକ୍ରାପଡାରେ ଚଳିତ ବର୍ଷ ସାର୍ବଜନୀନ ଦୁର୍ଗାପୂଜାର ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଚଳିତ ବର୍ଷ ବଲାଙ୍ଗିର ଗାନ୍ଧୀ ପାଠାଗାର (ପୂଜା ମଣ୍ଡପ) ଟିକ୍ରାପଡାର ୫୭ତମ ସାର୍ବଜନୀନ ଦୁର୍ଗାପୂଜା ଆୟୋଜନ ପାଇଁ ଗାନ୍ଧୀ ପାଠାଗାର ସଭାପତି ପ୍ରକାଶ ନେପାକଙ୍କ ସଭାପତିତ୍ୱରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସମ୍ପାଦକ ପ୍ରଦୀପ ସାହୁ ଗତ
Read More...

ମୋଟ୍‌ ୧୩,୯୬୬ କୋଟି ଟଙ୍କାର ବ୍ୟୟବରାଦ ସହିତ ଚାଷୀଙ୍କ ଜୀବନ ଓ ଜୀବିକାରେ ସୁଧାର ପାଇଁ ସାତଟି ପ୍ରମୁଖ ଯୋଜନାକୁ…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ମୋଟ୍‌ ୧୩,୯୬୬ କୋଟି ଟଙ୍କାର ବ୍ୟୟବରାଦ ସହିତ ଚାଷୀଙ୍କ ଜୀବନ ଓ ଜୀବିକାରେ ସୁଧାର ପାଇଁ ସାତଟି ପ୍ରମୁଖ ଯୋଜନାକୁ ମଞ୍ଜୁର କରାଯାଇଛି ।୧. ଡିଜିଟାଲ୍‌ କୃଷି ମିଶନ :
Read More...

ବ୍ଲକସ୍ତରୀୟ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ଡାକ୍ତରୀ ପରୀକ୍ଷା ଓ ସହାୟକ ଉପକରଣ ବଣ୍ଟନ ଶିବିର ଅନୁଷ୍ଠିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକର ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ, ସମଲେଇଚୁଆଁ ଠାରେ ସମଗ୍ର ଶିକ୍ଷା ସୁବର୍ଣ୍ଣପୁର ଆନୁକୂଲ୍ୟରେ ବ୍ଳକ ଶିକ୍ଷା କାର୍ଯ୍ୟାଳୟ ଡୁଙ୍ଗୁରିପାଲି ଦ୍ଵାରା ବ୍ଲକସ୍ତରୀୟ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ଡାକ୍ତରୀ
Read More...

ଇଣ୍ଡିଆ ସେମିକଣ୍ଡକ୍ଟର ମିଶନ (ଆଇଏସ୍‌ଏମ୍‌) ଅଧୀନରେ ଆଉ ଏକ ସେମିକଣ୍ଡକ୍ଟର ୟୁନିଟ୍‌କୁ କ୍ୟାବିନେଟ୍‌ ମଞ୍ଜୁରି

ଭାରତର ସେମିକଣ୍ଡକ୍ଟର ଇକୋସିଷ୍ଟମ୍‌ର ବିକାଶରେ ନିରନ୍ତର ଅଭିବୃଦ୍ଧି ନୂଆଦିଲ୍ଲୀ, (ପିଆଇବି) : ଏକ ଗତିଶୀଳ ସେମିକଣ୍ଡକ୍ଟର ଇକୋସିଷ୍ଟମ୍ ବିକଶିତ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଗୁଜରାଟର ସାନନ୍ଦ ଠାରେ ଏକ
Read More...

ବାବା ବିଶାଶହେ କୁଲୁତା ସମାଜର ଜିଲ୍ଲାସ୍ତରୀୟ କମିଟି ଗଠନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ରଣେଶ୍ୱର ରାମଚଣ୍ଡି ପୀଠ ହର୍ଡାଟାଲ କେନ୍ଦ୍ର ଠାରେ ଇଷ୍ଟଦେବୀଙ୍କ ପୂଜାର୍ଚ୍ଚନା ପରେ ବାବା ବିଶାଶହେ କୁଲୁତା ସମାଜର ନୂତନ କମିଟି ଗଠିତ ହୋଇଯାଇଛି । ବେଲାର ସିଂ ଭୋଇଙ୍କ ସଭାପତିତ୍ୱରେ ବଲାଙ୍ଗିର ଜିଲ୍ଲାର ୩୦ଟି ଆଂଚଳିକ କେନ୍ଦ୍ରର ସଭାପତି ସମ୍ପାଦକ ଓ
Read More...