Daily Archives

ବିଭିନ୍ନ ଦାବି ନେଇ ସି.ପି.ଆଇ.ଏମ୍‌ର ବିକ୍ଷୋଭ, ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରରେ ବ୍ୟାପକ ଭାବରେ ବଢୁଥିବା ଡେଙ୍ଗୁର ତଡିତ ପ୍ରତିକାର ପାଇଁ ପ୍ରଶାସନ ପଦକ୍ଷେପ ନେବା, ଅତ୍ୟାବଶ୍ୟକୀୟ ଖାଦ୍ୟ ସାମଗ୍ରୀ ଆଳୁ, ପିଆଜ ଓ ଅନ୍ୟାନ୍ୟ ସାମଗ୍ରୀର ଦରଦାମ ନିୟନ୍ତ୍ରଣ କରିବା, ଥଇଥାନ ନ କରି ବସ୍ତି ଉଛେଦ ବନ୍ଦ କରିବା ଓ ସରକାର
Read More...

ଗୋଚର ଜମି ଉଚ୍ଛେଦ ପ୍ରତିବାଦରେ ତହସିଲ ଅଫିସରେ ଗ୍ରାମବାସୀଙ୍କ ଧାରଣା : ପ୍ରତିଶୃତି ପରେ ତହସିଲଦାର ଓ ଥାନା…

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ତହସିଲ ଭଦ୍ରା ପଞ୍ଚାୟତ ଅଧୀନ ସ୍ଥିତ ଖାସବାହାଲ ଗ୍ରାମରେ ଥିବା ସରକାରୀ ଗୋଚର ଜମିକୁ ଜବର ଦଖଲ କରିଥିବା ପ୍ରତିବାଦରେ ଗ୍ରାମବାସୀମାନେ ସଇଁତଲା ତହସିଲ ଅଫିସ ଠାରେ ଧାରଣାରେ ବସିଥିଲେ । ଘଟଣାର ଖବର ପାଇଁ ସଇଁତଲା ତହସିଲଦାର ଆଶିଷ
Read More...

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅବସରରେ ‍‍ବ୍ଲକସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨୦୨୪ ଅବସରରେ ବ୍ଲକସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠୀ
Read More...

ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ

କଳାହାଣ୍ଡି, ( ଶୁଭେନ୍ଦୁ କୁମାର ପଣ୍ଡା ) : କଳାହାଣ୍ଡି ଜିଲ୍ଲା କଲମପୁର ଦୁର୍ଗାମାଧବ ଉଚ୍ଚ ବିଦ୍ୟାଳୟ ପରିସରରେ ମଙ୍ଗଳବାର ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅନ୍ତର୍ଗତ ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ହେମନ୍ତ କୁମାର ପଣ୍ଡା
Read More...

ବିଶ୍ୱ ହିନ୍ଦୁ ପରିଷଦର ପ୍ରତିଷ୍ଠା ଦିବସ ପାଳିତ

ସମ୍ବର୍ଦ୍ଧିତ ହେଲେ ଶୁଭ୍ରମ କେଶରୀ ପ୍ରଧାନ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ କଦମପଡା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଠାରେ ବିଶ୍ୱ ହିନ୍ଦୁ ପରିଷଦର ୬୦ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ହିନ୍ଦୁ ସମାଜର ସୁରକ୍ଷା ତଥା ଧର୍ମର ସମ୍ମାନ ଏବଂ ସଂସ୍କୃତିକୁ ବଜାୟ ରଖିବାର
Read More...

ପାଟଣେଶ୍ୱରୀ ମାଁଙ୍କୁ ନବାନ୍ନରେ ଲାଗିବ ନୂତନ ମୁକୁଟ

ଦେବାଳୟ ସୁରକ୍ଷା କମିଟିର ନୂତନ କର୍ମକର୍ତ୍ତା ଚୟନ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଟାଉନ ବାଳିକା ହାଇସ୍କୁଲ ପରିସରରେ ଦେବାଳୟ ସୁରକ୍ଷା କମିଟିର ବୈଠକ ପ୍ରଶାନ୍ତ ମହାକୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଦେବାଳୟ ସୁରକ୍ଷା କମିଟି ବିଭିନ୍ନ କମିଟି ଏବଂ ବଲାଙ୍ଗିରର
Read More...

କୁନ୍ତଳା କୁମାରୀଙ୍କ ତିରୋଧାନ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର ୩ସ୍ଥିତ ବାଜି ରାଉତ ଶିକ୍ଷା ନିକେତନର ମିଳିତ ଆନୁକୂଲ୍ୟରେ କୁନ୍ତଳା କୁମାରୀ ସାବତଙ୍କ ତିରୋଧାନ ଦିବସ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ସୁଜାତା ବାରିକଙ୍କ ଅଧ୍ୟକ୍ଷତାରେ
Read More...

ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ : ଯୋବ୍ରା ବ୍ୟାରେଜ ଉପରୁ ମହାନଦୀକୁ ଡେଇଁଲେ ଯୁବକ । ବ୍ରିଜ ଉପରେ ଯୁବକ ଜଣକ ଚପଲ ରଖି ହଠାତ୍‌ ମହାନଦୀକୁ ଡେଇଁ ପଡିଛନ୍ତି । ସ୍ଥାନୀୟ ଲୋକମାନେ ଏହା ଦେଖି ପୋଲିସ ଓ ଅଗ୍ନିଶମ ବାହିନୀଙ୍କୁ ସୁଚନା ଦେଇଥିଲେ । ସୁଚନା ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମହାନଦୀରେ
Read More...

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆସନ୍ତାକାଲି ନୂଆଦିଲ୍ଲୀରେ ଭାରତ ସରକାର, ତ୍ରିପୁରା ସରକାର ଏବଂ…

ଉଗ୍ରବାଦ, ହିଂସା ଏବଂ ସଂଘର୍ଷମୁକ୍ତ ବିକଶିତ ଉତ୍ତର-ପୂର୍ବାଞ୍ଚଳ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱପ୍ନକୁ ସାକାର କରିବାକୁ ଗୃହ ମନ୍ତ୍ରଣାଳୟ ଅକ୍ଳାନ୍ତ ପରିଶ୍ରମ କରୁଛିପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ସରକାର ଉତ୍ତର-ପୂର୍ବାଞ୍ଚଳରେ ଶାନ୍ତି ଏବଂ ସମୃଦ୍ଧି ଆଣିବା ପାଇଁ
Read More...

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ପ୍ରାଦେଶିକ ବିଜ୍ଞାନ ମେଳା ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଖିଳ ଭାରତୀୟ ସଂଗଠନ ବିଦ୍ୟା ଭାରତୀ ଆନୁକୂଲ୍ୟରେ ଶିକ୍ଷା ବିକାଶ ସମିତି ଓଡିଶାଙ୍କ ମାର୍ଗଦର୍ଶନରେ ଆଜିଠାରୁ ବଲାଙ୍ଗିର କଲେଜ ଛକ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଠାରେ ୩ ଦିନ ଧରି ଆୟୋଜିତ ହେଉଛି ପ୍ରାଦେଶିକ ବିଜ୍ଞାନ ମେଳା । ଓଡିଶା ରାଜ୍ୟର
Read More...