Daily Archives

ଅନୁସୂଚିତ ଜାତି ଓ ଜନଜାତି ବର୍ଗ ଜିଲ୍ଲାପାଳ ଅଫିସ ସାମ୍ନାରେ ଧାରଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାପାଳ ଅଫିସ ସାମ୍ନାରେ ଏସ୍‌ସି ଏସ୍‌ଟି ସମାଜର ହଜାର ହଜାର ଲୋକ ୧ ଅଗଷ୍ଟ ସର୍ବୋଚ୍ଚ ନ୍ୟାୟାଳୟ ଦ୍ୱାରା ପାରିତ କରାଯାଇଥିବା ଏସ୍‌ସିଏସ୍‌ଟି ସଂରକ୍ଷଣ ଉପରେ ରାୟ ବିରୁଦ୍ଧରେ ଏକ ପ୍ରତିବାଦ ସଭା ଆୟୋଜନ କରିଥିଲେ ଏବଂ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Read More...

ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ପକ୍ଷରୁ ସିନିୟର ନକ୍‌ ଆଉଟ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟ ସେପ୍ଟେମ୍ବର ୧୧ରୁ ଭାଗ ନେବେ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ୍‌ ବଲାଙ୍ଗିର ଠାରେ ଆଜି କ୍ରୀଡା ସଂସଦ ନକ୍‌ ଆଉଟ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚୁଡାନ୍ତ ପ୍ରସ୍ତୁତି ବୈଠକ ସଂସଦର କାର୍ଯ୍ୟକାରୀ ସଭାପତି ଡ. ଶ୍ରୀକର ମିଶ୍ରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ସଂସଦର ସାଧାରଣ ସଂପାଦକ ହରି
Read More...

ୟୁକୋ ବ୍ୟାଙ୍କରେ ନକଲି ସୁନା ଋଣ ଦୁର୍ନୀତି : ନକଲି ଅଳଙ୍କାର ରଖି ୫୫ ଲକ୍ଷ ଟଙ୍କା ଆତ୍ମସାତ୍, ଉଚ୍ଚ ସ୍ତରୀୟ ତଦନ୍ତ…

ବାଲିଗୁଡା : (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ୟୁକୋ ବ୍ୟାଙ୍କରେ ବଡ଼ଧରଣର ସୁନା ଋଣ ଦୁର୍ନୀତି ପଦାକୁ ଆସିଛି । ବ୍ୟାଙ୍କରେ ସୁନା ଆପ୍ରାଇଜର୍‌ ଭାବେ କାମ କରୁଥିବା ଜଣେ ବ୍ୟକ୍ତି ବ୍ୟାଙ୍କରେ ନକଲି ସୁନା ବନ୍ଧକ ରଖି ପ୍ରାୟ ୫୫ ଲକ୍ଷ ଟଙ୍କା ଋଣ ନେଇଥିବା
Read More...

ବାଲିଗୁଡ଼ାରେ ଘରୋଇ ଚକ୍ଷୁ ଡାକ୍ତରଖାନାର ଉଦ୍‌ଘାଟନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଖୋଲିଲା ଘରୋଇ ଚକ୍ଷୁ ଡାକ୍ତରଖାନା "ଦାଶ ଚକ୍ଷୁ ଚିକିତ୍ସାଳୟ" । ଜିଲ୍ଲା ଭାରପ୍ରାପ୍ତ ଚିକିତ୍ସାଧିକାରୀ ବିଜୟ କୁମାର ପଣ୍ଡା ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ରିବନ କାଟି ଚକ୍ଷୁ ଚିକିତ୍ସାଳୟର ଶୁଭ
Read More...

ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

ପ୍ରଗତିବାଦୀର ଭଗୀରଥ ଥିଲେ ରଘୁନାଥ ଦାସ : ଚନ୍ଦ୍ରଶେଖର ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାହିତ୍ୟାନୁଷ୍ଠାନ କଲଚରାଲ ଏକାଡେମୀ ତରଫରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳନ ଅବସରରେ କାବ୍ୟ କବିତା ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ବରିଷ୍ଠ କର୍ମକର୍ତ୍ତା
Read More...

ସ୍ଥାନୀୟ ବା ଦେଶୀ ଭାଷା ସାକ୍ଷରତା ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : 'ସ୍ଥାନୀୟ ବା ଦେଶୀ ଭାଷା ସାକ୍ଷରତା ଦିବସ' ହେଉଛି ଏକ ଉତ୍ସାହଜନକ ଉତ୍ସବ ଯାହା ପ୍ରାଥମିକ ଜାତିର ଲୋକମାନଙ୍କର ସମୃଦ୍ଧ କାହାଣୀ, ସଂସ୍କୃତି ଏବଂ ଭାଷାକୁ ସମ୍ମାନିତ କରେ । ଏହା ସୁଦୂର ଆଦିବାସୀ ସମ୍ପ୍ରଦାୟର ସମ୍ମୁଖୀନ ହେଉଥିବା ସାକ୍ଷରତା ଆହ୍ଵାନ
Read More...

ପ୍ରଗତି ଉତ୍କଳ ସଂଘରେ ନବୀନ କୁମାର ସାହୁଙ୍କ ଶ୍ରାଦ୍ଧ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶିଷ୍ଟ ଐତିହାସିକ ତଥା ଗବେଷକ ଡଃ. ନବୀନ କୁମାର ସାହୁଙ୍କ ଶ୍ରାଦ୍ଧ ଉପଲକ୍ଷେ ପ୍ରଗତି ଉତ୍କଳ ସଂଘରେ ଏକ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ ଅତିଥି ତଥା ଉପସ୍ଥିତ ସଦସ୍ୟ ମାନେ ଡଃ. ସାହୁଙ୍କ ତୈଳ ଚିତ୍ରରେ ପୁଷ୍ପମାଲ୍ୟ
Read More...

ପଦ୍ମପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ ସ୍ଵାଗତ ସମାରୋହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ ଗୃହବିଜ୍ଞାନ ବିଭାଗରେ ନବାଗତା ପ୍ରଥମ ବାର୍ଷିକ ଛାତ୍ରୀମାନଙ୍କ ପାଇଁ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରାଣୀ ନାଥ ସଭାପତିତ୍ଵ
Read More...

ବୃନେଇର ସୁଲତାନ ହାଜି ହସନାଲ ବୋଲକିଆଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବନ୍ଦର ସେରୀ ବେଗାୱାନର ଇସ୍ତାନା ନୁରୁଲ ଇମାନରେ ପହଞ୍ଚିଥିଲେ, ଯେଉଁଠାରେ ତାଙ୍କୁ ବୃନେଇର ମହାମହିମ ସୁଲତାନ ହାଜି ହସନାଲ ବୋଲକିଆ ଉତ୍ସାହର ସହ ସ୍ୱାଗତ କରିଥିଲେ । ଭବ୍ୟ ନିମନ୍ତ୍ରଣ ପାଇଁ ପ୍ରଧାନମନ୍ତ୍ରୀ ମହାମହିମଙ୍କୁ
Read More...

ପ୍ରଧାନମନ୍ତ୍ରୀ ଜନମନ ଯୋଜନାର ସଚେତନତା ଶିବିର ଓ ପ୍ରମାଣ ପତ୍ର ବଣ୍ଟନ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ମୁନିଗୁଡା ବ୍ଲକର ମୁନିଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସକଟା ଗ୍ରାମରେ ପ୍ରଧାନମନ୍ତ୍ରୀ ଜନମନ ଯୋଜନାର ସଚେତନତା ଶିବିର ଓ ଜାତି, ଆୟ ଓ ବାସିନ୍ଦା ପ୍ରମାଣ ପତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜଙ୍ଗଲ ଜମି ସଂଯୋଜକ ରାମକୃଷ୍ଣ
Read More...