shyamal
Daily Archives

୮ଟି ଚୋରି ବାଇକ୍‌ ଜବତ : ଜଣେ ନାବାଳକ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ପୁଲିସକୁ ମିଳିଛି ଏକ ବଡ ସଫଳତା । ୮ଟି ଚୋରା ବାଇକ୍‌ ଜବତ କରିବା ସହ ଜଣେ ନାବାଳକକୁ ଗିରଫ କରିଛି ପୋଲିସ । ଜବତ ହୋଇଥିବା କେତେକ ବାଇକ୍‌ଗୁଡିକ ବାଲିଗୁଡା, ସାରଙ୍ଗଡ଼, ବଲାଙ୍ଗିର ଅଞ୍ଚଳରେ ହୋଇଥିବା ବେଳେ ଆଉ
Read More...

ନୋଡ଼ାଲ ବିଦ୍ୟାଳୟରେ ଗୁରୁ ଦିବସ ପାଳିତ

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଆଞ୍ଚଳିକ ସାଧନ କେନ୍ଦ୍ର କଣ୍ଟାବାଞ୍ଜି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଗୁରୁଦିବସ ମହାଆଡମ୍ବରରେ ପାଳିତ ହୋଇଯାଇଛି । ଉକ୍ତ ସଭାରେ ବିଶିଷ୍ଟ ଶିଶୁ ସାହିତ୍ୟିକ ତଥା ସାହିତ୍ୟ
Read More...

ଚନ୍ଦନଭାଟି ସୁଦାମ ଚରଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗୁରୁ ଦିବସ ପାଳିତ

ଚନ୍ଦନଭାଟି, (କେପିଏନ୍‌ଏସ୍‌) : ଚନ୍ଦନଭାଟି ସୁଦାମ ଚରଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗୁରୁ ଦିବସ ମହାସମାରୋହ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ଅଶୋକ କୁମାର ପଣ୍ଡା ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପ୍ରାଧ୍ୟାପକ, ଅଧ୍ୟାପକ, ଅଧ୍ୟାପିକା, ଯୋଗଦାନ କରିଥିଲେ । ଛାତ୍ରୀମାନଙ୍କ ଦ୍ୱାରା ଆବାହନୀ
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ଗୁରୁ ଦିବସ ସମାରୋହ ଉତ୍ସବ ଓ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା

ଗୁରୁ ଶିଷ୍ୟ ପରମ୍ପରା ଏକ ମହନୀୟ ସମକକ୍ଷର ସଂପର୍କତା : ମନ୍ତ୍ରୀ ବିଭୁତି ଭୂଷଣ ଜେନା ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଷ୍ଟାଡିୟମରେ ଗଞ୍ଜାମ ଜିଲ୍ଲାସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ମହା ଆଡମ୍ବର
Read More...

ଗୁରୁ ଦିବସ ଓ ଜିଲ୍ଲାସ୍ତରୀୟ ଶିକ୍ଷା ପୁରସ୍କାର ଉତ୍ସବ ଅନୁଷ୍ଠିତ

ବରଗଡ଼, (ନିରୋଜ କୁମାର ପାଣୀ) : ସ୍ଥାନୀୟ ଜର୍ଜ ହାଇସ୍କୁଲ ଖେଳ ପଡିଆରେ ଗୁରୁ ଦିବସ ଓ ଜିଲ୍ଲାସ୍ତରୀୟ ଶିକ୍ଷା ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି । ଜିଲ୍ଲାପାଳ ଆଦିତ୍ୟ ଗୋୟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ବରଗଡ଼ ସାଂସଦ ପ୍ରଦୀପ କୁମାର
Read More...

ଶିକ୍ଷକମାନେ ହେଉଛନ୍ତି ମଣିଷଗଢ଼ା କାରଖାନାର କୁଶଳୀ ଇଂଜିନିୟର- ମନ୍ତ୍ରୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ବ୍ଲକର ମିଳିତ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଆୟୋଜିତ ପବିତ୍ର ଗୁରୁ ଦିବସ ଅବସରରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ଉପସ୍ଥିତ ସମସ୍ତ ଶିକ୍ଷକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା
Read More...

ପୂଜ୍ୟପାଦ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୬୯ତମ ଜନ୍ମଦିବସ ଉପଲକ୍ଷେ ବିଶ୍ୱାତ୍ମ ଚେତନା ପରିଷଦ ତରଫରୁ ‘ରକ୍ତଦାନ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସେପ୍ଟେମ୍ବର ୫ ତାରିଖ ଦିନ ପୂଜ୍ୟପାଦ ଶ୍ରୀ ସ୍ଵାମୀଜୀ ମହାରାଜଙ୍କ ପବିତ୍ର ୬୯ତମ ଜନ୍ମ ଦିବସ ଉପଲକ୍ଷେ ବିଶ୍ଵାତ୍ମ ଚେତନା ପରିଷଦ ତରଫରୁ ବିଶ୍ୱାତ୍ମ ବିଦ୍ୟା ମନ୍ଦିର, ଆନନ୍ଦ ନିକେତନ ପରିସରରେ 'ରକ୍ତଦାନ ଶିବିର'ର ଆୟୋଜନ କରାଯାଇଥିଲା । ଏହି ଅବସରରେ
Read More...

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାରେ ପବିତ୍ର ଗୁରୁ ଦିବସ ଓ ତିଥି ଭୋଜନ ମହା ସମାରୋହରେ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନ ୧୦ ଘଟିକା ସମୟରେ ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ପବିତ୍ର ଗୁରୁ ଦିବସ ଓ ତିଥି ଭୋଜନ ମହା ସମାରୋହରେ ପାଳିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ
Read More...

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗୁରୁ ଦିବସରେ ଅନନ୍ୟ ଗୁରୁ ପୂଜନ

ସୋନପୁର, (କେପିଏନ୍‌ଏସ୍‌) : ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ମାର୍ଗଦର୍ଶନରେ ବିଦ୍ୟାଳୟ ସଭା ଗୃହରେ ଗୁରୁ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଦୀନବନ୍ଧୁ
Read More...

ବାଲିଗୁଡାରେ ଗୁରୁ ଦିବସ ପାଳିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପ୍ରଖ୍ୟାତ ଦାର୍ଶନିକ, ଶିକ୍ଷାବିତ ତଥା ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣରନଙ୍କ ଜୟନ୍ତୀ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ୧୩୬ ତମ ଗୁରୁଦିବସ
Read More...