Daily Archives

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁ ଦିବସ ପାଳିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଗୁରୁବାର ଦିନ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଟିଟିଲାଗଡ଼ ଠାରେ ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ଶ୍ୟାମସୁନ୍ଦର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ପାଳନ କରାଯାଇଥିବା ଗୁରୁ ଦିବସ ଉତ୍ସବରେ ସ୍ଥାନୀୟ ଅଞ୍ଚଳର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଭାକର ପାଢୀ
Read More...

ସୁଭଦ୍ରା ଯୋଜନା ପଞ୍ଜିକରଣ ଦେୟ ଧାର୍ଯ୍ୟ ପାଇଁ ଦାବୀ ପତ୍ର ପ୍ରଦାନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସୁଭଦ୍ରା ଯୋଜନା ପଞ୍ଜିକରଣ ଦେୟ ସ୍ଥିର କରିବା ପାଇଁ ଆଜି କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ସି.ଏସ୍‌.ସି ଭିଏଲଇ ସଂଘ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଦାବୀ ପତ୍ର ପ୍ରଦାନ କରିଛନ୍ତି । ମାଗଣାରେ ସୁଭଦ୍ରା ଯୋଜନା ପଞ୍ଜିକରଣ କରିପାରିବୁ ନାହିଁ ବୋଲି
Read More...

ସୋସିଆଲ ମିଡିଆ ପ୍ଲାଟଫର୍ମ ଏବଂ ସାଇବର ନିୟମ ଉପରେ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ ଅନୁସାରେ ଆଜି ବଲାଙ୍ଗିର ବ୍ଲକ ଅନ୍ତର୍ଗତ କୁଡାସିଂହା ବୁଢାଡଙ୍ଗର କଲେଜ ପରିସରରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏବଂ ସାଇବର ନିୟମ ଉପରେ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଜିଲ୍ଲା ଆଇନ
Read More...

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାରେ ପବିତ୍ର ଗୁରୁ ଦିବସ ଓ ତିଥି ଭୋଜନ ମହାସମାରୋହରେ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନ ୧୦ ଘଟିକା ସମୟରେ ତୁଷରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ପବିତ୍ର ଗୁରୁ ଦିବସ ଓ ତିଥି ଭୋଜନ ମହାସମାରୋହରେ ପାଳିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ
Read More...

ଭଟଲିରେ ବ୍ଲକସ୍ତରୀୟ ଗୁରୁଦିବସ ପାଳିତ

ଗୁରୁ ଆଶୀର୍ବାଦ ହିଁ ଶିକ୍ଷାର୍ଥୀ ପାଇଁ ସର୍ବଶ୍ରେଷ୍ଠ ଭଟଲି, (କେପିଏନ୍‌ଏସ୍‌) : ଆମ ଶାସ୍ତ୍ର, ପରମ୍ପରାରେ ଗୁରୁଙ୍କୁ ସର୍ବୋଚ୍ଚ ଆସନରେ ବିରାଜମାନ କରାଯାଇଛି । ରାମାୟଣ ପୌରାଣିକ ଗାଥାରେ ମହର୍ଷି ବିଶ୍ଵାମିତ୍ରଙ୍କ ଚରିତ୍ର, ମହାଭାରତରେ ଗୁରୁ ଦ୍ରୋଣାଚାର୍ଯ୍ୟଙ୍କ ଭୂମିକା ଯୁଗେ ଯୁଗେ
Read More...

ରାଉରକେଲା ଉପହାରରେ ଗୁରୁଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଗୁରୁଦିବସ ଅବସରରେ ଆଜି ସେକ୍ଟର - ୧୮ ଉପହାର ଠାରେ ରଘୁନାଥପାଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀଙ୍କ ପକ୍ଷରୁ ପୂଜ୍ୟପୂଜା ଉତ୍ସବର ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଏନ୍ଆଇଟି ରାଉରକେଲାର ନିର୍ଦ୍ଦେଶକ ପ୍ରଫେସର କେ. ଉମା
Read More...

ସିଙ୍ଗାପୁର ଏଇଏମ୍ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରଧାନମନ୍ତ୍ରୀ ମହାମହିମ ଲରେନ୍ସ ଓଙ୍ଗଙ୍କ ସହ ସେମିକଣ୍ଡକ୍ଟର ଏବଂ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରରେ ସିଙ୍ଗାପୁରର ଅଗ୍ରଣୀ କମ୍ପାନୀ ଏଇଏମ୍‌ ପରିଦର୍ଶନ କରିଥିଲେ । ଗ୍ଲୋବାଲ ସେମିକଣ୍ଡକ୍ଟର ମୂଲ୍ୟ ଶୃଙ୍ଖଳାରେ ଏଇଏମର ଭୂମିକା,
Read More...

ଦେବଗିରି ମହାବିଦ୍ୟାଳୟର ୧୩ତମ ପ୍ରତିଷ୍ଠା ଦିବସ ପାଳିତ

ରାୟଗଡା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ସଦରରେ ଥିବା ଦେବଗିରି ମହାବିଦ୍ୟାଳୟର ୧୩ତମ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି । ସେପ୍ଟେମ୍ବର ୨୦୧୨ ମସିହା ୫ ତାରିଖ ଗୁରୁ ଦିବସ ଦିନ କଲ୍ୟାଣସିଂହପୁର ବ୍ଲକରେ ଦେବଗିରି ମହା ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା ।
Read More...

ଜାତୀୟ ଶିକ୍ଷକ ଦିବସ ବା ଗୁରୁ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରତିବର୍ଷ ସେପ୍ଟେମ୍ବର ୫ ତାରିଖରେ ଭାରତରେ 'ଜାତୀୟ ଶିକ୍ଷକ ଦିବସ' ବା 'ଗୁରୁ ଦିବସ' ପାଳନ କରାଯାଏ । ଏହି ଦିବସ କେବଳ ଡକ୍ଟର ସାର୍ ସର୍ଭେପାଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମ ବାର୍ଷିକୀ ନୁହେଁ, ଏହା ଶିକ୍ଷକଙ୍କ ଉତ୍ସର୍ଗ ଏବଂ ପରିଶ୍ରମକୁ ମଧ୍ୟ
Read More...

ବିଜେପୁରରେ ବ୍ଲକସ୍ତରୀୟ ଗୁରୁ ଦିବସ ସମାରୋହ

ସମ୍ମାନୀତ ହେଲେ ୨୮ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବିଜେପୁର ପ୍ରାଥମିକ ଶିକ୍ଷକ ଭବନରେ ବ୍ଲକସ୍ତରୀୟ ଗୁରୁ ଦିବସ ସମାରୋହରେ ପାଳିତ ହୋଇଯାଇଛି । ମିଳିତ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ବାସୁଦେବ ପଧାନଙ୍କ ଅଧ୍ୟକ୍ଷତାରେ
Read More...