Daily Archives

ଟାଙ୍ଗିଆ ଚୋଟରେ ଚାଲିଗଲା ଜ୍ୱାଇଁଙ୍କ ଜୀବନ, ଝିଅ ଗୁରୁତର

କାଶିପୁର, (ଅଞ୍ଜନ କୁମାର ନାଏକ) : ଶଶୁରଙ୍କ ଟାଙ୍ଗିଆ ଚୋଟରେ ଜ୍ୱାଇଁଙ୍କ ଜୀବନ ଯାଇଥିବା ବେଳେ ଝିଅ ଗୁରୁତର ଭାବେ ଆହତ ହୋଇଛନ୍ତି । ଅଳ୍ପକେ ବର୍ତ୍ତି ଯାଇଛନ୍ତି ସହଯୋଗୀ । କାଶୀପୁର ବ୍ଲକ ଅଡାଜୋର ଗ୍ରାମରେ ଘଟିଛି ଏଭଳି ଏକ ଘଟଣା । ଏହି ହତ୍ୟା ମାମଲାରେ ଶଶୁରଙ୍କୁ ଗିରଫ କରିଛି ପୋଲିସ ।
Read More...

ମାୟାବର୍ହା ହାଇସ୍କୁଲରେ ଜାତୀୟ ହିନ୍ଦୀ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ଜାତୀୟ ହିନ୍ଦୀ ଦିବସ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ୱ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସିଂହିଯୁବା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ଭାତୃତ୍ୱ ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ଭାତୃତ୍ୱ ଦିବସ ପାଳନ କରା ଯାଇଥିଲା । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ । ସମ୍ବଲପୁର ଜିଲ୍ଲାର
Read More...

ଶିବତଳା ଠାରେ ନୂଆଁଖାଇ ଭେଟ୍‌ଘାଟ୍

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ଶିବତଲା ଗ୍ରାମରେ ନୂଆଁଖାଇ ଭେଟୟଘାଟୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ପ୍ରତିଭାବାନ ଛାତ୍ରଛାତ୍ରୀ ଓ ଉତ୍ତମ ଚାଷୀମାନେ ଭଲ ଚାଷ କରି ଜୀବିକାନିର୍ବାହ କରୁଛନ୍ତି ଓ ଅନ୍ୟକୁ ଉପାର୍ଜନ ମଧ୍ୟ ଦେଇଛନ୍ତି ସେ
Read More...

ବିଶ୍ୱ ଡଲ୍‌ଫିନ୍ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସେପ୍ଟେମ୍ବର ୧୨ରେ ବିଶ୍ୱ ଡଲ୍‌ଫିନ୍ ଦିବସ ପାଳନ କରାଯାଏ । ଏହା ଡଲ୍‌ଫିନ୍ ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ସେମାନଙ୍କ ସଂରକ୍ଷଣକୁ ପ୍ରୋତ୍ସାହିତ କରିବା ପାଇଁ ଏକ ବିଶ୍ୱସ୍ତରୀୟ ପଦକ୍ଷେପ । ଡଲ୍‌ଫିନ୍ ଏକ ମାଛ ନୁହେଁ ବରଂ ଏକ ସ୍ତନ୍ୟପାୟୀ
Read More...

ସଇଁତଲାରେ ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ସାକ୍ଷରତା ଦିବସ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ମହାସମାରୋହ ପାଳନ ହୋଇଯାଇଛି । ପ୍ରଥମେ ଶ୍ରୀ ଶ୍ରୀ ଗଣେଶ ବାବାଙ୍କ ଫୋଟୋ ଚିତ୍ରରେ ଦୀପ ପ୍ରଜ୍ୱଳନ କରି ମୁଖ୍ୟଅତିଥି ଭାବରେ ବ୍ଲକ
Read More...

କରମତଲା ବୁଢାରାଜା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବଜ୍ରପାତ ପ୍ରତି ସାବଧାନ କର୍ମଶାଳା

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଅଧୀନସ୍ଥ କରମତଲା ବୁଢାରାଜା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ଜରୁରୀକାଳୀନ କାର୍ଯ୍ୟାଳୟ ଓ ଜିଲ୍ଲା ଶିକ୍ଷା ବିଭାଗର ମିଳିତ ଆନୁକୂଲ୍ୟରେ ବଜ୍ରପାତ ପ୍ରତି ସାବଧାନ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ମୁକୁନ୍ଦ ଦାଶଙ୍କୁ ରାଷ୍ଟ୍ରୀୟ ନୈତିକତା ସମ୍ମାନ ପ୍ରଦାନ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନ କଲ୍ୟାଣ ସେବା ଟ୍ରଷ୍ଟର ପ୍ରତିଷ୍ଠାତା ମୁକୁନ୍ଦ ଦାଶଙ୍କ ସମାଜ ସେବା କାର୍ଯ୍ୟ ତଥା ଅନେକ ଲୋକଙ୍କୁ ସାହାଯ୍ୟ ତଥା କୁଷ୍ଠ ରୋଗରୁ ମୁକ୍ତି ପାଇଥିବା ବ୍ୟକ୍ତିମାନଙ୍କ ସେବା ଓ ମହାମାରୀ ସମୟରେ ଅନେକ ଲୋକଙ୍କୁ ସାହାଯ୍ୟ ଓ
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ବିଦ୍ୟାର୍ଥୀଙ୍କୁ ସଫଳତାର ମନ୍ତ୍ର ଦେଲେ ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଠାରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା କରାଯାଇଥିଲା । ମହାବିଦ୍ୟାଳୟ ଅଧ୍ୟକ୍ଷ ଅଧ୍ୟାପକ ଏବଂ କତୃପକ୍ଷ ସାଂସଦଙ୍କୁ ଉପଢ଼ୌକନ ଦେଇ ସ୍ୱାଗତ ଜଣାଇ ଥିବା ବେଳେ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ
Read More...

ଘଣ୍ଟାଶୁଣି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଗୁରୁବାର ଦିନ ଘଣ୍ଟାଶୁଣି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଟିଟିଲାଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ତରଫରୁ ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ପାଇଁ ରଚନା ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା
Read More...