Daily Archives

ଆନ୍ତର୍ଜାତିକ ବାଣିଜ୍ୟ ମେଳା ଆସନ୍ତା ୧୩ ତାରିଖରୁ ୨୩

ରାଉରକେଲା, (ସସ୍ମିତା ପ୍ରଧାନ) : ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପ୍ରାଲିଓ ଆରଏମଏସ ଆଉଟଡୋରର ମିଳିତ ଆନୁକୂଲ୍ୟରେ ଏକ ଆନ୍ତର୍ଜାତିକ ବାଣିଜ୍ୟ ମେଳା ସେକ୍ଟର ୧୩ ମେଳଣ ପଡ଼ିଆ ଠାରେ ଆସନ୍ତା ୧୩ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ପାନ୍ଥନିବାସ ଠାରେ ଆୟୋଜିତ ସାମ୍ବାଦିକ
Read More...

ଖଣ୍ଡାୟତ କ୍ଷତ୍ରିୟ ମହାସଭାର ପ୍ରଥମ କାର୍ଯ୍ୟକାରିଣୀ ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୩ ସ୍ଥିତ ଖଡ୍ଗ ଭବନ ଠାରେ ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭା ଇସ୍ପାତ ନଗର କମିଟିର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ମହାସଭାର କାର୍ଯ୍ୟକାରୀ ସଭାପତି ଉପେନ୍ଦ୍ର କୁମାର ନାୟକଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଶଶଧର
Read More...

ଛେଣ୍ଡ ସ୍ଥିତ ନୋ ପ୍ରେସକିପସନ ପଏଣ୍ଟରେ ନିଃଶୁଳ୍କ ସ୍ୱାସ୍ଥ୍ୟ ପରାମର୍ଶ କର୍ମଶାଳା

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ କଳିଙ୍ଗ ବିହାର ସ୍ଥିତ ନୋ ପ୍ରେସକିପସନ ପଏଣ୍ଟ ଠାରେ ଆସନ୍ତା ୧୬ ତାରିଖରୁ ଅନିର୍ଦ୍ଦିଷ୍ଟ କାଳପାଇଁ ସ୍ୱାସ୍ଥ୍ୟ କର୍ମଶାଳା ଏବଂ ମାଗଣା ସ୍ୱାସ୍ଥ୍ୟ ପରାମର୍ଶ ଦେବାପାଇଁ ସ୍ଵତନ୍ତ୍ର କାର୍ଯ୍ୟକ୍ରମ କରାଯିବାର ସିଦ୍ଧାନ୍ତ ନିଆଯାଇଛି । ଉକ୍ତ
Read More...

ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ ପକ୍ଷରୁ ଶୋକସଭା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କଳା ଓ କଳାକାର ହିତୈଷୀ ମହାମଞ୍ଚ ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ ତରଫରୁ ଏକ ଶୋକସଭା ସ୍ଥାନୀୟ ସୋରଳ ସ୍ଥିତ ସୁରେଶ ହସ୍ପିଟାଲ ସଭାକକ୍ଷ ଠାରେ ମହାସଂଘ ସଭାପତି ସୀମାନ୍ତ ନଟରାଜ ଡଃ. ତିରୁପତି ସାହୁଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଛତ୍ରପୁର ଜେଲରେ ପ୍ରେମ ପାଗଳ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଜେଲରେ ଜଣେ କଏଦୀ ବୁଧବାର ସକାଳେ ଆତ୍ମ ହତ୍ୟା ଉଦ୍ୟମ କରୁଥିବା ବେଳେ ଧରାପଡ଼ିଥିଲେ । କୌଣସି ଏକ ଧାରୁଆ ଅସ୍ତ୍ରରେ ନିଜ ତଣ୍ଟିରେ ନିଜେ ଆଘାତ କରି ଆହତ ହୋଇଥିଲେ, ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ
Read More...

ମୁଖ୍ୟମନ୍ତ୍ରୀଙ୍କ ଭିଡିଓ କନଫରେନ୍ସ ଦ୍ଵାରା ସିଏମ କିଷାନ ଯୋଜନାର ଶୁଭାରମ୍ଭ

ପାଇକମାଲରେ ଚାଷୀଙ୍କୁ ସମ୍ମାନିତ ପଦ୍ମପୁର, (ନିରୋଜ କୁମାର ପାଣୀ) : ନୂଆଁଖାଇ ହେଉଛି ପଶ୍ଚିମ ଓଡ଼ିଶାର ଏକ ମହାନ ଗଣପର୍ବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ କିସାନ ଯୋଜନାର ଶୁଭାରମ୍ଭ କରିବା ସହ ପ୍ରାଧାନମନ୍ତ୍ରୀ କିଷାନ ଯୋଜନା ଓ
Read More...

ତାଳଗୁଡ଼ ମାଁ ଡୋକରି ମନ୍ଦିରରେ ଚୋରି : ୩ ଅଟକ

ଜୟପାଟଣା, (ଶେଷଦେବ ବେହେରା) : କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ତାଳଗୁଡ଼ ମାଁ ଡୋକରି ମନ୍ଦିରରୁ ଗତ ବିଳମ୍ବିତ ରାତିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଏନେଇ ଜୟପାଟଣା ପୋଲିସ ପାଖରେ ଅଭିଯୋଗ ପରେ ପୋଲିସ ସନ୍ଧାନୀ କୁକୁର ଆଣି ତଦନ୍ତ କରିଥିବା ବେଳେ ୩ ଜଣକୁ ଅଟକ ରଖିଥିବା
Read More...

ନୂଆଁଖାଇ ଉପଲକ୍ଷେ ଶାଢ଼ି ବଣ୍ଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବାଦୀବାହାଲ ଗ୍ରାମରେ ଏମରଜିଙ୍ଗ ସଂଗଠନ ତରଫରୁ ଗ୍ରାମର ଅସହାୟ, ନିରୀହ, ବିଧବା ମାଁ ଭଉଣୀଙ୍କୁ ନୂଆଁଖାଇ ଉପଲକ୍ଷେ ଶାଢ଼ି ବଣ୍ଟନ କରାଯାଇଛି । ଉକ୍ତ ସଂସ୍ଥାର ପ୍ରତିଷ୍ଠାତା ତଥା ମୁଖ୍ୟ ପରିଚାଳକ ତ୍ରିଲୋଚନ
Read More...