Daily Archives

ପାଇକମାଲ ହାଇସ୍କୁଲରେ ହିନ୍ଦୀ ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ପୂର୍ଣ୍ଣରାମ ସା ଯୋଗଦାନ କରି ଛାତ୍ରଛାତ୍ରୀ
Read More...

ଶିଶକେଲ ଗାଁରେ ନୂଆଁଖାଇ ଉପଲକ୍ଷେ ରାମଲୀଲା ନାଟକ

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଶିଶକେଲ ଗାଁର ଜଗନ୍ନାଥ ପାଠାଗାର ଗଣେଶ ପୂଜା କମିଟି ଆନୁକୂଲ୍ୟରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ କଲାହାଣ୍ଡି ଜିଲ୍ଲା ବାଗବୁରାଇ ଗାଁର କୁନି କୁନି କଳାକାର ମାନଙ୍କୁ ନେଇ ରାମଲୀଳା ନାଟକ ଆୟୋଜନ
Read More...

ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି : ବୃଦ୍ଧିକୁ ଏଚ୍‌.ଏମ୍‌.ଏସ୍‌.ର ସ୍ୱାଗତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ହିନ୍ଦ୍‌ ମଜଦୁର ସଭା (ଏଚ.ଏମ.ଏସ୍‌) ରାଜ୍ୟ ଉପ ସଭାପତି ରବି ରଥ ସ୍ୱାଗତ ସହ କୃତଜ୍ଞତା ଜଣାଇଛନ୍ତି । ଦେଶର ବିକାଶ ପାଇଁ ନିର୍ମାଣ ଶ୍ରମିକମାନଙ୍କ
Read More...

ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ ବିଭାଗର ପୂର୍ବାଞ୍ଚଳ ରାଜ୍ୟ ଅଧିକାରୀମାନଙ୍କ ସହ ପ୍ରମୁଖ ବିଭାଗୀୟ ଯୋଜନା ଉପରେ ସମୀକ୍ଷା…

ଲାଭ ତଥା ଔଦ୍ୟୋଗିକତା ବୃଦ୍ଧି କରିବା ପାଇଁ ହିତାଧିକାରୀଙ୍କ ମଧ୍ୟରେ ପଶୁପାଳନ ଭିତ୍ତିଭୂମି ବିକାଶ ପାଣ୍ଠି ଯୋଜନାକୁ ସକ୍ରିୟ ଭାବରେ ପ୍ରୋତ୍ସାହିତ କରନ୍ତୁ : ଶ୍ରୀମତି ଉପାଧ୍ୟାୟ ନୂଆଦିଲ୍ଲୀ, (ପିଆଇବି) : ଭାରତ ସରକାରଙ୍କ ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ (ଏଏଚ୍‌ଡି) ସଚିବ ଶ୍ରୀମତୀ
Read More...

ବଙ୍ଗୋମୁଣ୍ଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ବଙ୍ଗୋମୁଣ୍ଡା ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇଯାଇଛି । ପ୍ରଥମେ ଏକ ସଭା ଆୟୋଜନ କରାଯାଇଥିଲା । ଉକ୍ତ ସଭାରେ ପ୍ରଧାନ ଶିକ୍ଷକ
Read More...

ମାଁ ମାଣିକେଶ୍ୱରୀଙ୍କ ଠାରେ ଲାଗି ହେଲା ନବାନ୍ନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ନୂଆଁଖାଇ କଳାହାଣ୍ଡି ଜିଲ୍ଲାର ଭିନ୍ନ ଏକ ପରମ୍ପରା । ସବୁଠି ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ, ଏଠାରେ ପ୍ରତିପଦା ଠାରୁ ଆରମ୍ଭ କରି ଦାଶହରା ଦଶମୀ ପର୍ଯ୍ୟନ୍ତ ଚାଲିଥାଏ ନୂଆଁଖାଇ । ତେବେ ଆଜି ସମଗ୍ର ଗଡ଼ଜାତ ଅଞ୍ଚଳରେ ପାଳିତ ହେଉଛି
Read More...

କଳାହାଣ୍ଡିରେ ପୁଣି ଏକ ମାଈ ହାତୀର ମୃତ୍ୟୁ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ହାତୀ ଓ ମଣିଷ ଲଢେଇରେ କେତେବେଳେ ହାତୀର ଜୀବନ ଯାଉଛି ତ ପୁଣି କେବେ ହାତୀର ମୃତ୍ୟୁ ଘଟୁଛି । ଏଭଳି ଏକ ଘଟଣା କଳାହାଣ୍ଡିରେ ଦେଖିବାକୁ ମିଳିଛି । ଅକାଳରେ ଗଜରାଜର ମୃତ୍ୟୁ ଘଟିଛି । କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଅନ୍ତର୍ଗତ
Read More...

ଆଇନ ମହାବିଦ୍ୟାଳୟ ଆଲୁମିନି ଆସୋସିଏସନ୍‌ର ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟ ଆଲୁମିନି ଆସୋସିଏସନ୍‌ର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସୋସିଏସନ୍‌ର ସଭାପତି ଡ. ସୁମନ ଦତ୍ତଙ୍କ ଅଧ୍ୟକ୍ଷତା ଓ ସାଧାରଣ ସମ୍ପାଦକ ତ୍ରିଲୋକନାଥ ପାଣ୍ଡେଙ୍କ ଆବାହକତ୍ଵରେ ଆୟୋଜିତ ଏହି ବୈଠକରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.
Read More...

ତ୍ରିଦିବସୀୟ ଭାଗବତ କଥା ଆସନ୍ତା ୧୪ରୁ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ନଗର ଏ ବ୍ଲକ୍ ସ୍ଥିତ ବାବା ଆଖଣ୍ଡଳମଣି ଓ ଶ୍ରୀ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଆସନ୍ତା ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ମନ୍ଦିର ପ୍ରାଙ୍ଗଣରେ ଡ. କୃଷ୍ଣକେଶବ ଷଡ଼ଙ୍ଗୀଙ୍କ ଦ୍ୱାରା ପ୍ରତ୍ୟହ ସନ୍ଧ୍ୟା ୭ଟାରୁ ୯ଟା ପର୍ଯ୍ୟନ୍ତ ମୂଳ ସଂସ୍କୃତ
Read More...

ସି. ପି. ଆଇ. ଏମ୍ ସାଧାରଣ ସମ୍ପାଦକ ସିତାରାମ ୟେଚୁରୀଙ୍କ ବିୟୋଗରେ ଶୋକ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶିଷ୍ଟ ମାର୍କସବାଦୀ ଜନନାୟକ, ବାମପନ୍ଥୀ ନେତା, ସି. ପି. ଆଇ. ଏମ୍ ସାଧାରଣ ସମ୍ପାଦକ, ପୂର୍ବତନ ସାଂସଦ ସୀତାରାମ ୟେଚୁରୀ(୭୨)ଙ୍କ ଆଜି ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି । ସେ ନିମୋନିଆରେ ଆକ୍ରାନ୍ତ ହୋଇ ଗତ ଅଗଷ୍ଟ ୧୯
Read More...