Daily Archives

ମହାବିଦ୍ୟାଳୟ ସ୍ତରୀୟ ସୁଭଦ୍ରା ଯୋଜନା ସଚେତନତା କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟ ବଙ୍ଗୋମୁଣ୍ଡାରେ ଓଡିଶା ସରକାରଙ୍କର ମହାବିଦ୍ୟାଳୟ ସ୍ତରୀୟ ସୁଭଦ୍ରା ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ. ଶୋଭେନ୍ଦ୍ର କୁମାର ମେହେରଙ୍କ
Read More...

ଅତିଥି ଶିକ୍ଷକମାନଙ୍କ ବକେୟା ଦରମା ପ୍ରଦାନ ନିମନ୍ତେ ଦାବୀପତ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଟାଉନ୍ ହାଇସ୍କୁଲ ପଦ୍ମପୁର ପରିସର ମଧ୍ୟରେ ବ୍ଲକ ଓଷ୍ଟା ସଭାପତି ପ୍ରମୋଦ ନାଥଙ୍କ ସଭାପତିତ୍ୱରେ ବରଗଡ଼ ଶିକ୍ଷା ଜିଲ୍ଲା ଅନ୍ତର୍ଗତ ୪ଟି ବ୍ଲକ ଯଥା ରାଜବୋଡ଼ା ସମ୍ବର, ଝାରବନ୍ଧ, ପାଇକମାଲ ଓ ଗାଇସିଲେଟର ଅତିଥି ଶିକ୍ଷକମାନଙ୍କର ମାର୍ଚ୍ଚ ୨୦୨୩ ଓ
Read More...

ନିଜ ବାସଭନରେ ଜନ୍ମିତ ବାଛୁରୀର ନାମ ‘ଦୀପଜ୍ୟୋତି’ ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ବାସଭବନରେ ନବ ଜନ୍ମିତ ବାଛୁରୀକୁ ‘ଦୀପଜ୍ୟୋତି’ ଭାବେ ନାମକରଣ କରିଛନ୍ତି । ଏକ୍ସରେ ଏକ ଭିଡିଓ ପୋଷ୍ଟ କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି : 'ଆମ ଶାସ୍ତ୍ରରେ କୁହାଯାଇଛି- ଗାବଃ ସର୍ବ ସୁଖପ୍ରଦାଃ’ । ଲୋକ କଲ୍ୟାଣ
Read More...

ସାର୍ବଜନୀନ ଦୁର୍ଗାପୂଜା ନିମନ୍ତେ ରାବଣ ବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜବାଟୀ ପୂଜା ମଣ୍ଡପଠାରେ ଚଳିତ ବର୍ଷ ସାର୍ବଜନୀନ ଦୁର୍ଗାପୂଜା ନିମନ୍ତେ ହେବାକୁ ଥିବା ରାମଲୀଳା ନାଟ୍ୟ ଧାରା ପାଇଁ ଆଜି ରାବଣ ବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୃସିଂହ କଳା ପରିଷଦ ବରପଦରର ମୁଖ୍ୟ ନିର୍ମଳ ମେହେର ଯିଏକି ବିଭିନ୍ନ
Read More...

କୃଷି ଓ କୃଷକ କଲ୍ୟାଣ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସର୍ବୋଚ୍ଚ ପ୍ରାଥମିକତା ଏବଂ କୃଷକ ମାନଙ୍କର…

ଖାଇବା ତେଲ ଉପରେ ଆମଦାନୀ ଶୁଳ୍କ ୦%ରୁ ୨୦%କୁ ବୃଦ୍ଧି କରିବାକୁ ମୋଦୀ ସରକାର ନିଷ୍ପତ୍ତି ନେଇଛନ୍ତି : ଶ୍ରୀ ଚୌହାନବାସମତୀ ଚାଉଳ ଉପରେ ସର୍ବନିମ୍ନ ରପ୍ତାନି ଶୁଳ୍କ ହଟାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି : ଶ୍ରୀ ଚୌହାନରିଫାଇନ୍ ତେଲ ଉପରେ ମୂଳ ଶୁଳ୍କ ୩୨.୫%କୁ ବୃଦ୍ଧି କରିବାକୁ ସରକାର
Read More...

ସ୍କେଟିଂ ପ୍ରତିଯୋଗିତାରେ ଜାତୀୟସ୍ତରକୁ ଉନ୍ନୀତ ହେଲେ ପ୍ରଭାବତୀ ପବ୍ଲିକ ସ୍କୁଲର ଆକ୍ରିତି ଅରୁଣିମା ପାତ୍ର

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଛତିଶଗଡ ରାୟପୁର କ୍ରିଷ୍ଣା ପବ୍ଲିକ ସ୍କୁଲ ସରୋନା ଠାରେ ସିବିଏସଇ ଇଷ୍ଟ ଜୋନ ସ୍କେଟିଂ ପ୍ରତିଯୋଗିତା ୧୩ ତାରିଖ ଠାରୁ ୧୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ଏହି ସ୍କେଟିଂ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବା ପାଇଁ ଟିଟିଲାଗଡ଼ ପ୍ରଭାବତି
Read More...

ସୁଭଦ୍ରା ଯୋଜନାରେ ନାମ ପଞ୍ଜୀକରଣ ପାଇଁ ବୋରିଗୁମ୍ମା ବ୍ଲକରେ ଟଙ୍କା ଆଦାୟ ଅଭିଯୋଗ

ବୋରିଗୁମ୍ମା, (କେପିଏନ୍‌ଏସ୍‌) : ବୋରିଗୁମ୍ମା ବ୍ଲକ ସଦର ଥିବା ବିଭିନ୍ନ ଜନସେବା କେନ୍ଦ୍ର ତଥା ସାଇବର କେଫ ଠାରେ ସୁଭଦ୍ରା ଯୋଜନା ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ କରାଯାଇଛି ।ଅଙ୍ଗନୱାଡି କର୍ମୀ ସୁଭଦ୍ରା ଫର୍ମ ଦେଇଛନ୍ତି । ହିତାକାରୀମାନେ ଅନ୍‌ଲାଇନରେ ନାମ ପଞ୍ଜୀକରଣ କରୁଛନ୍ତି
Read More...

ଉମା ମେଡ଼ିକାଲ ଷ୍ଟୋରର ପ୍ରତିଷ୍ଠାତା ରଞ୍ଜିତ ସାହୁଙ୍କ ଅକାଳ ବିୟୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର କଲେଜ ରୋଡ ସ୍ଥିତ ଉମା ମେଡ଼ିକାଲ ଷ୍ଟୋରର ପ୍ରତିଷ୍ଠାତା ରଞ୍ଜିତ ସାହୁଙ୍କ ୫୦ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଯାଇଛି । ଆଜି ଦିବା ୧ ଘଣ୍ଟା ସମୟରେ ତାଙ୍କ ମର ଶରୀରକୁ ଜନ୍ମମାଟି
Read More...

ନୂନପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ କ୍ରୀଡା ସମ୍ମିଳନୀ

ମ.ରାମପୁର, (ପିକେସାହୁ) : କଳାହାଣ୍ଡି ଜୀଲ୍ଲା ମ.ରାମପୁର ବ୍ଲକ ନୂନପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଆଜି ବ୍ଲକସ୍ତରୀୟ ଭଳିବଲ ଓ କବାଡି ପ୍ରତିଯୋଗିତା ଭାରାପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ରଶ୍ମିରାଣୀ ମିଶ୍ର ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଏ.ବି.ଇ.ଓ ଜୟସେନ
Read More...

୩୦ ବର୍ଷ ଧରି ଅସ୍ଥାୟୀ ରହିଛୁ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦୀର୍ଘ ୩୦ ବର୍ଷରୁ ଅଧିକ ସମୟ ଧରି କର୍ମଚାରୀମାନେ ଅସ୍ଥାୟୀ ଭାବେ କାଯ୍ୟର୍ୟ କରିଆସୁଛନ୍ତି । ଦୈନିକ ଶ୍ରମିକ ମଜୁରୀ ହାରରେ ଦରମା ପାଉଛନ୍ତି । ସ୍ୱଳ୍ପ ଦରମାରେ ବର୍ଷ ବର୍ଷ ଧରି ଓଡ଼ିଶା ସରକାରଙ୍କ ଜନସ୍ୱାସ୍ଥ୍ୟ, ଜିଲ୍ଲା ଜଳ ଓ ପରିମଳ ବିଭାଗରେ ଏଚଆର୍‍
Read More...