Daily Archives

ଡେଲିଭରି ବଏଙ୍କ ଠାରୁ ୨୩ କେଜି ଗଂଜେଇ ଜବତ : ୨ ଗିରଫ

ବୌଦ୍ଧ, (କେପିଏନ୍‌ଏସ୍‌) : ବୌଦ୍ଧ ଜିଲ୍ଲା ବାଉଁସୁଣୀ ପୋଲିସ ୨୩ କେଜି ଗଂଜେଇ ଜବତ କରିଥିବା ବେଳେ ବାଇକ୍‌ ସହ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ବାଉଁସୁଣୀ ଥାନା ପୋଲିସ କୌଣସି ସୂତ୍ରରୁ ଖବର ପାଇ ସାହୁପଡା ଗ୍ରାମ ନିକଟରୁ ୨ ଜଣ ଡେଲିଭରି ବଏ ଗଂଜେଇ ଚାଲାଣ କରୁଥିବା ସମୟରେ ପୋଲିସ ମାଡି
Read More...

ବିଷମ କଟକ ବ୍ଲକର ଦୁର୍ଗୀ ଠାରେ ସୁଭଦ୍ରା ଯୋଜନା ରଥର ଶୁଭାରମ୍ଭ

ରାୟଗଡା, (ଅକ୍ଷୟ କୁମାର ପିଡ଼ିସିକା) : ବିଷମ କଟକ ବ୍ଲକ ଅନ୍ତର୍ଗତ ଦୁର୍ଗୀ ପଞ୍ଚାୟତ ଠାରେ ଆଜି ରାଜ୍ୟ ସରକାରଙ୍କ ଶୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ ହୋଇଛି । ଦୁର୍ଗୀ ପଞ୍ଚାୟତର ସରପଞ୍ଚ ବିଜୟ କୁମୁରୁକା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ
Read More...

କାଶୀପୁର ଗୋଷ୍ଠୀ ଶିକ୍ଷା କେନ୍ଦ୍ରରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ୨୦୨୪ ଅନୁଷ୍ଠିତ

କାଶୀପୁର, (ଅଞ୍ଜନ କୁମାର ନାଏକ) : ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଗୋଷ୍ଠୀ ଶିକ୍ଷା ବିଭାଗ ଆନୁକୂଲ୍ୟରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ୨୦୨୪ କୁଇଜ୍‌ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ପରିପେକ୍ଷୀରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୁଳରଞ୍ଜନ ସୁନା ରିବନ
Read More...

ଇଞ୍ଜିନିୟର୍ସ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : 'ଇଞ୍ଜିନିୟର୍ସ ଡେ' ବା 'ଯନ୍ତ୍ରୀ ଦିବସ' ହେଉଛି ଏକ ବାର୍ଷିକ ଉତ୍ସବ ଯାହାକି ସମଗ୍ର ବିଶ୍ୱରେ ଇଞ୍ଜିନିୟରମାନଙ୍କ ଅବଦାନ ଏବଂ ସଫଳତାକୁ ସମ୍ମାନିତ କରିବା ପାଇଁ ଉତ୍ସର୍ଗୀକୃତ ଅଟେ । ସିଭିଲ ଇଞ୍ଜିନିୟରିଂ କ୍ଷେତ୍ରରେ ପ୍ରଭୂତ ଅବଦାନ ତଥା ଦେଶର
Read More...

ଭେରୁଆମୁଣ୍ଡାରେ ନୂଆଁଖାଇ ଭେଟ୍‌ଘାଟ୍‌

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଜାମସେଠ ଗ୍ରାମ ପଞ୍ଚାୟତ ଭେରୁଆମୁଣ୍ଡା ବାପୁଜୀ କ୍ଲବ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ମହେନ୍ଦ୍ର ପଶାୟତ, ମୁଖ୍ୟ ବକ୍ତା ରଂଜନ ମାଝୀ ଓ ସମ୍ମାନିତ ଅତିଥି ଭାବରେ
Read More...

ବାଲିଗୁଡାରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଶନିବାର ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ବିଚାର ବିଭାଗୀୟ ଅଦାଲତରେ ଆଇନ ସେବା ସମିତିର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଓ
Read More...

ଆଦିବାସୀ ମହାବିଦ୍ୟାଳୟରେ ବିଶ୍ଵ ପ୍ରାଥମିକ ସ୍ୱାସ୍ଥ୍ୟ ଉପଚାର ଦିବସ ପାଳିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ବିଶ୍ୱ ପ୍ରାଥମିକ ସ୍ୱାସ୍ଥ୍ୟ ଉପଚାର ଦିବସ ପାଳିତ ହୋଇଯାଇଛି । ଉକ୍ତ କର୍ମଶାଳାରେ ଯୁବ ରେଡ୍‌କ୍ରସ୍ ଜିଲ୍ଲା ସଂଯୋଜକ ଡ. ବିଭୁତି ଭୂଷଣ ଆଚାର୍ଯ୍ୟ ଆବଶ୍ୟକତା ଅନୁସାରେ
Read More...