Daily Archives

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ତରଫରୁ ଡୁଙ୍ଗୁରିପାଲି ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଶିକ୍ଷା କାର୍ଯ୍ୟାଳୟ ନିକଟସ୍ଥ ଡୁଙ୍ଗୁରିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟ ପରିସରରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ତରଫରୁ ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ଗୋଷ୍ଠୀ
Read More...

ଆମ୍ବେଦକର ଯୁବକ ସଂଘ ପକ୍ଷରୁ ମେଗା ସ୍ୱାସ୍ଥ୍ୟ ଶିବିର

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ଆମ୍ବେଦକର ଯୁବକ ସଂଘ, ବେହେରେନସିଲେଟ୍ ଓ ସାଗର ମଲ୍‌ଟି ସ୍ପେଶିଆଲିଟି ହସ୍‌ପିଟାଲ, ରାୟପୁର ମିଳିତ ଆନୁକୂଲ୍ୟରେ ବେହେରେନସିଲେଟ୍ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ମାଗଣା ମେଗା ସ୍ୱାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା । ଏହି ସ୍ୱାସ୍ଥ୍ୟ ଶିବିରରେ
Read More...

ଆଗାମୀ ଦଶନ୍ଧିରେ ପ୍ରବେଶ ପାଇଁ ସ୍ୱଚ୍ଛ ଭାରତ ମିଶନ ପ୍ରସ୍ତୁତ

ଆସନ୍ତା ୧୫ ଦିନ ମଧ୍ୟରେ ୫ ଲକ୍ଷ ଅଳିଆ ସ୍ଥାନକୁ ସଫା କରିବା ଦିଗରେ ରାଜ୍ୟମାନେ ଆଗେଇ ଆସୁଥିବା ବେଳେ କେନ୍ଦ୍ର ସରକାରଙ୍କ ଆକଳନ ୨ ଲକ୍ଷକୁ ଟପି ରେକର୍ଡ ସୃଷ୍ଟି କରିବାକୁ ଦେଶ ପ୍ରସ୍ତୁତଲକ୍ଷ ଲକ୍ଷ ଲୋକଙ୍କ ସ୍ୱେଚ୍ଛାକୃତ ଉଦ୍ୟମରେ ଆରମ୍ଭ ହେଲା ନିଆରା ଅଭିଯାନ ନୂଆଦିଲ୍ଲୀ, (ପିଆଇବି) :
Read More...

ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରିଛନ୍ତି । ଭୁବନେଶ୍ୱର, (ପିଆଇବି) : ଚା’ ପିଇବା ସହ ଆନନ୍ଦଦାୟକ ବାର୍ତ୍ତାଳାପ । ପିଏମ୍‌ ଆବାସ ଯୋଜନାର ହିତାଧିକାରୀଙ୍କ ସହ ବସି ସେମାନଙ୍କ ଜୀବନ ଯାତ୍ରା
Read More...

ଜୟପାଟଣାରେ ପ୍ରଫେଟ ମହମ୍ମଦଙ୍କ ଜୟନ୍ତୀ ପାଳିତ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ସହରର ସୁନ୍ନି ଜୁମ୍ମା ମସ୍‌ଜିଦ୍‌ ପରିସରରେ ପ୍ରଫେଟ ମହମ୍ମଦଙ୍କ ଜୟନ୍ତୀ ସୁନ୍ନି ସମ୍ପ୍ରଦାୟଙ୍କ ଦ୍ଵାରା ମହାସମାରୋହରେ ପାଳିତ ହୋଇଯାଇଛି । ଶତାଧିକ ସଂଖ୍ୟକ ମୁସଲମାନ୍‌ ଶ୍ରଦ୍ଧାଳୁ ବିଭିନ୍ନ ଅଂଚଳରୁ ଆସି ଜୟପାଟଣା ମହାବୀର ପଡା ସ୍ଥିତ ଜୁମା
Read More...

ଭୁବନେଶ୍ୱରରେ ସର୍ବବୃହତ ମହିଳା କେନ୍ଦ୍ରିତ ଯୋଜନା ‘ସୁଭଦ୍ରା’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

୧୦ ଲକ୍ଷରୁ ଅଧିକ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଅର୍ଥ ହସ୍ତାନ୍ତର କଲେ୨୮୦୦ କୋଟିରୁ ଅଧିକ ଟଙ୍କାର ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରାଗଲା୧୦୦୦ କୋଟିରୁ ଅଧିକ ଟଙ୍କାର ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ କଲେପିଏମ୍‌ଏୱାଇର ୨୬ ଲକ୍ଷ ହିତାଧିକାରୀଙ୍କ ଗୃହ ପ୍ରବେଶ ଉତ୍ସବରେ କଲେ
Read More...

ଜିଲ୍ଲା ବ୍ରାହ୍ମଣ ମହାସଭାର ବାମନ ଜନ୍ମୋତ୍ସବ ସହିତ ନୂଆଁଖାଇ ଭେଟ୍‌ଘାଟ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ବ୍ରାହ୍ମଣ ମହାସଭା ବଲାଙ୍ଗିର ତରଫରୁ ମହାପ୍ରଭୁ ବାମନ ଜନ୍ମୋତ୍ସବ ସହିତ ପୂର୍ବାହ୍ନ ୧୧ ଘଣ୍ଟା ସମୟରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବାମନ ଜନ୍ମ ପୂଜନୋତ୍ସବରେ ପୂଜକ ପଣ୍ଡିତ ସନ୍ତୋଷ ଶତପଥି ମହୋଦୟ ଓ କର୍ତ୍ତା ଭାବେ
Read More...

ଓଡ଼ିଶାର ଭୁବନେଶ୍ୱରରେ ନୂତନ ଘର ମାଲିକ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକ ଏବଂ ଯହଜା ନାୟକଙ୍କ ଘରକୁ ଯାଇଥିଲ । ଭୁବନେଶ୍ୱର, (ପିଆଇବି) : ଭୁବନେଶ୍ୱରରେ ପହଞ୍ଚିବା ପରେ ଅନ୍ତର୍ଯ୍ୟାମୀ ନାୟକ ଓ ଯହଜା ନାୟକଙ୍କ ଘରକୁ
Read More...

ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ପ୍ରତିଯୋଗିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ସୁଭଦ୍ରା ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ଅଧ୍ୟାପକ ପ୍ରଭାତ କୁମାର ବିଶ୍ୱାଳଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଅଧ୍ୟାପକ ପ୍ରଦୀପ କୁମାର ଦେ୍ୱାନଙ୍କ
Read More...

‘ଘରେ ଘରେ ସୁଭଦ୍ରା’ ଯୋଜନା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ 'ଘରେ ଘରେ ସୁଭଦ୍ରା' ଯୋଜନା ସମ୍ପର୍କିତ ସଚେତନତା କର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରଣୀ ନାଥଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସଭାପତି ଉପସ୍ଥିତ ଛାତ୍ରୀ
Read More...