Daily Archives

ମାୟାବର୍ହା ହାଇସ୍କୁଲରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ରାସ୍ତା ଘାଟରେ ଦୁର୍ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ
Read More...

କଳାହାଣ୍ଡି ଜିଲ୍ଲା ସମ୍ମିଳିତ କର୍ମଜୀବୀ ସାମ୍ବାଦିକ ସଂଘର ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସମ୍ମିଳିତ କର୍ମଜୀବୀ ସାମ୍ବାଦିକ ସଂଘ କଳାହାଣ୍ଡି ଜିଲ୍ଲା ଶାଖାର ବାର୍ଷିକ ବୈଠକ ଏବଂ ଜିଲ୍ଲାସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ସ୍ଥାନୀୟ ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି । ଏହି ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମରେ ସଂଘର
Read More...

ବଲାଙ୍ଗିର ବସ ଟର୍ମିନାଲ ଠାରେ ମ୍ୟୁନିସିପାଲଟି ଏବଂ ସିଆରପିଏଫ୍ ପକ୍ଷରୁ ସ୍ୱଚ୍ଛ ଭାରତ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ବସ ଟର୍ମିନାଲରେ ମ୍ୟୁନିସିପାଲଟି ଏବଂ କେନ୍ଦ୍ରୀୟ ରିଜର୍ଭ ପୁଲିସ ବାହିନୀ ବଳ (ସି.ଆର.ପି.ଏଫ)ର ମିଳିତ ଆନୁକୁଲ୍ୟରେ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା । ସି.ଆର.ପି.ଏଫ କମାଣ୍ଡେଣ୍ଟ ଏବଂ ପୌରାଧ୍ୟକ୍ଷା ଲିକା ସାହୁ, ଉପାଧ୍ୟକ୍ଷା ଗାୟତ୍ରୀ
Read More...

ମୋଦୀଙ୍କ ଜନ୍ମ ଦିବସ ଅବସରରେ ବିଜେପି ପାଳୁଛି ସେବା ସପ୍ତାହ : ଉପଖଣ୍ଡ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଦାମୋଦର ଦାସ ମୋଦୀଙ୍କ ଜନ୍ମଦିବସ ଅବସରରେ ସାରା ଦେଶ ପାଳୁଛି ସେବା ସପ୍ତାହ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନଗର ବିଜେପି ପକ୍ଷରୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ଆନ୍ତର୍ଜାତୀୟ ତଟକୂଳ ସ୍ୱଚ୍ଛତା ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରସ୍ଥ ଶ୍ରୀରାମନଗରରେ ଅବସ୍ଥାପିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ଆନ୍ତର୍ଜାତୀୟ ତଟକୂଳ ସ୍ୱଚ୍ଛତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶଙ୍କ ନେତୃତ୍ୱରେ ବିଦ୍ୟାଳୟର ସ୍କାଉଟ୍‌ ଏବଂ ଏନ୍‌.
Read More...

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୫ ଲକ୍ଷ ଟଙ୍କା ଜୋରିମାନା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟର ବିଚାରପତି କୈଳାସ ଚନ୍ଦ୍ର ସ୍ୱାଇଁ ଏକ ୯ ବର୍ଷିଆ ନାବାଳିକା ଦୁଷ୍କର୍ମ ମାମଲାରେ ୧୫ ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ୍ ଆଧାରରେ ବିଚାର କରି ଧନୁ ନାୟକ (୬୧) ଙ୍କୁ ଦୋଷୀ ସାବ୍ୟସ୍ତ
Read More...

ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦ୍‌ଘାଟିତ

ନୂଆ ସରକାରଙ୍କ ପ୍ରତି ନିଷ୍ପତ୍ତିରେ ରହିଛି ଓଡ଼ିଆ ଅସ୍ମିତା, ସ୍ୱାଭିମାନ ଏବଂ ନବଜାଗରଣର ସୁବର୍ଣ୍ଣ ସ୍ପର୍ଶ : ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମହାଲିଙ୍ଗ ବଲାଙ୍ଗିର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ଲୋକଙ୍କ ସରକାର ୧୦୦ ଦିନ ପୂରଣ କରିଛି । ଏହି ୧୦୦
Read More...

ରାଇଫଲ୍‌ ଏସୋସିଏସନ୍‌ ଅଫ୍‌ ଇଣ୍ଡିଆର ସଭାପତି ହେଲେ ବଲାଙ୍ଗିର ବିଧାୟକ କଳିକେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଇଫଲ୍‌ ଏସୋସିଏସନ୍‌ ଅଫ୍‌ ଇଣ୍ଡିଆର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ । ଆଜି ଦିଲ୍ଲୀରେ ବିଧାୟକ କଳିକେଶ ରାଇଫଲ୍‌ ଏସୋସିଏସନ୍‌ ଅଫ୍‌ ଇଣ୍ଡିଆ (ଏନ୍‌ଆର୍‌ଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।
Read More...

ବାଲିଗୁଡା ଉପଖଣ୍ଡରେ ନକଲି କନ୍ଧମାଳ ହଳଦୀ ଗୁଣ୍ଡ ସହ ବିଭିନ୍ନ ସାମଗ୍ରୀ ବିକ୍ରି : ବିଭାଗ ନୀରବ ଦ୍ରଷ୍ଟା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ସମେତ ସମଗ୍ର ବାଲିଗୁଡା ଉପଖଣ୍ଡରେ ବିଭିନ୍ନ ପ୍ରକାର ନକଲି ଖାଦ୍ୟ ସାମଗ୍ରୀ ବିକ୍ରି ବୃଦ୍ଧି ଚାଲିଛି । ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ନିୟମିତ ଦୃଷ୍ଟି ଦେଉନଥିବାରୁ ଖାଉଟି ମହଲରେ ତୀବ୍ର ଅସନ୍ତୋଷ ବୃଦ୍ଧି ପାଇବାରେ
Read More...

ଅପାମରା ସରକାରୀ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ ପ୍ରାଥମିକ ବିଦ୍ୟାଳୟ ଅପାମରାରେ ଚତୁର୍ଥ କ୍ଲଷ୍ଟରସ୍ତରୀୟ ବୈଠକ ପ୍ରଧାନ ଶିକ୍ଷୟତ୍ରୀ ନିବେଦିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଡବନ୍ଧ କ୍ଲଷ୍ଟରର ସମସ୍ତ ପ୍ରଧାନଶିକ୍ଷକ ଏବଂ ଏଫ୍‌. ଏଲ୍‌. ଏନ୍‌ ଶିକ୍ଷକମାନେ ଯୋଗ
Read More...