Daily Archives

ଯୁବ କୁଲୁତା ସମାଜ ତରଫରୁ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜ ତରଫରୁ ପଶ୍ଚିମ ଓଡିଶାର ଅନ୍ୟତମ ପର୍ଯ୍ୟଟନସ୍ଥଳି ଭୀମ ପାହାଡ ଠାରେ ସ୍ୱଚ୍ଛତା ହିଁ ସେବା ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଯୁବ ସଭାପତି ତଥା ପ୍ରକୃତି
Read More...

ସନ୍ଧିସର ସ୍କୁଲରେ କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ପଂଚାୟତ ସନ୍ଧିସର ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ଠାରେ ଅଶୁର୍ଲା କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଥମେ ବାଗଦେବୀ ସରସ୍ୱତୀଙ୍କ
Read More...

ବଙ୍ଗୋମୁଣ୍ଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବଙ୍ଗୋମୁଣ୍ଡା କ୍ଲଷ୍ଟରସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରଥମେ ବାଗଦେବୀ ସରସ୍ୱତୀଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୪ ମୃତ, ୨୦ ଗୁରୁତର

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ୬୦ ନମ୍ବର ଜାତୀୟ ରାଜପଥ ମଧୁବନ ଢାବା ନିକଟରେ ଘଟିଛି ସଡକ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି ସୂଚନା ମିଳିଛି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ
Read More...

ସ୍ୱଚ୍ଛତା ହିଁ ସେବା ସମ୍ପର୍କିତ ଦୁଇ ଦିନିଆ ଫଟୋଚିତ୍ର ପ୍ରଦର୍ଶନୀ ଉଦ୍‌ଘାଟିତ

ଗତ ୧୦ ବର୍ଷ ମଧ୍ୟରେ ଦେଶରେ ୧୨ କୋଟିରୁ ଊର୍ଦ୍ଧ୍ୱ ଶୌଚାଳୟ ନିର୍ମାଣ କରାଯାଇଛି : ସାଂସଦ ଡା. ସମ୍ବିତ ପାତ୍ର ଭୁବନେଶ୍ୱର : ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ‘ସ୍ୱଚ୍ଛ ଭାରତ ଅଭିଯାନ’କୁ ଇତିମଧ୍ୟରେ ୧୦ବର୍ଷ ପୂର୍ତ୍ତି ହେବାକୁ ଯାଉଥିବା ବେଳେ
Read More...

ବିଶ୍ୱ ପର୍ଯ୍ୟଟନ ଦିବସରେ ଶହ ଶହ ପ୍ଲାଷ୍ଟିକ ଓ କାଚ ବୋତଲ : ଚିନ୍ତାରେ ପରିବେଶବିତ୍‌

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବିଶ୍ୱ ପର୍ଯ୍ୟଟନ ଦିବସ । ଏଥିପାଇଁ ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଠାରେ ଥିବା ପର୍ଯ୍ୟଟନ କ୍ଷେତ୍ରକୁ ସଫେଇ କରାଯାଇଛି । ଦାରିଙ୍ଗବାଡ଼ିର ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ସମେତ
Read More...

ଧାନ ସଂଗ୍ରହ କାର୍ଯ୍ୟକୁ ସରଳ ଓ ତ୍ୱରାନ୍ୱିତ କରିବା ନିମନ୍ତେ ଉପ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଧାନର ଗୁଣବତ୍ତା ଯାଂଚ ପାଇଁ ଗ୍ରେନ୍ ଆନାଲାଇଜର ବ୍ୟବହାର କରାଯିବଧାନର ଓଜନ ଜାଣିବା ପାଇଁ କୃତ୍ରିମ ବୁଦ୍ଧିମତାର ପ୍ରୟୋଗ ହେବସର୍ବମୋଟ୍‌ ୪୦୦୬ଟି ମଣ୍ଡିରେ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ଲକ୍ଷ୍ୟ ଭୁବନେଶ୍ୱର : ଲୋକସେବା ଭବନର କନଭେନସନ୍‌ ହଲ୍‌ରେ ଆଜି ଆୟୋଜିତ ଜିଲ୍ଲାପାଳ ସମ୍ମିଳନୀରେ
Read More...

ଋଷିକୂଲ୍ୟା ନଦୀରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ଅନ୍ତର୍ଗତ ପୋତାଗଡ଼ ସ୍ଥିତ ଋଷିକୂଲ୍ୟା ନଦୀ କରରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା । ଖବର ପାଇ ଗଞ୍ଜାମ ଥାନା ଏସ୍‌ଆଇ ଅନିରୁଦ୍ଧ ସ୍ୱାଇଁ ଘଟଣାସ୍ଥଳରେ ପହଂଚି ମୃତଦେହକୁ ନଦୀ ଜଳରୁ ଉଦ୍ଧାର କରି ତଦନ୍ତ
Read More...

ରିଜିଓନାଲ୍ ଲେଭେଲ୍ ଗୋଲ ଟେବୁଲ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୨ ଦିନ ଧରି ଏକ ରିଜିଓନାଲ୍ ଲେଭେଲ୍ ଗୋଲ ଟେବୁଲ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଗୋଲ ଟେବୁଲ୍ ବୈଠକଟି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍, ଶିଶୁ ମଙ୍ଗଳ କମିଟି ଓ ୱା. ସି. ଡି. ଏ.ର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ୫ଟି
Read More...