Daily Archives

କୁଶଙ୍ଗାଇ ଶକ୍ତି ପୀଠରେ ଷୋହଳ ପୂଜା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ କୁଶଙ୍ଗ ଗ୍ରାମରେ ରହିଛି ମାଁ କୁଶଙ୍ଗାଇଙ୍କ ପ୍ରାଚୀନ ପୀଠ । ହଜାରେ ବର୍ଷ ପୁରୁଣା ଏହି ଦେବୀ ପୀଠରେ ରୀତିନିତି ଅନୁସାରେ ଆଶ୍ୱିନ କୃଷ୍ଣପକ୍ଷ ମୂଳାଷ୍ଟମୀ (ପୁଅଜିଉଁତିଆ) ତିଥି ଠାରୁ ମାଁଙ୍କର ଖଣ୍ଡା ବସା ଯାଇ ଷୋହଳ ପୂଜା
Read More...

ବଙ୍ଗୋମୁଣ୍ଡାରେ ନିଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ସ୍ଵଶକ୍ତି ଜାଗରଣ ସେବା ସଂସ୍ଥାନ ବଙ୍ଗୋମୁଣ୍ଡା ଶାଖା ପକ୍ଷରୁ ଟିଟିଲାଗଡ଼ ଚକ୍ଷୁ ଡାକ୍ତରଖାନା ସହଯୋଗରେ ନିଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ମୁଖ୍ୟ
Read More...

ଚିନ୍ମୟ ମିଶନ ତରଫରୁ ଗୀତା ଆବୃତ୍ତି ପ୍ରତିଯୋଗିତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ପି.ପି.ଏକାଡେମୀ ଠାରେ ଚିନ୍ମୟ ମିଶନ ତରଫରୁ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଶ୍ରୀମଦ୍‌ ଭାଗବତ ଗୀତା ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ସହର ତଥା ଆଖପାଖ ଅଂଚଳରୁ ଶତାଧିକ ଛାତ୍ରଛାତ୍ରୀ ଭାଗ ନେଇଥିଲେ । ଚିନ୍ମୟ ମିଶନର
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’

ନୂଆଦିଲ୍ଲୀ, (ପିଆଇବି) : ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ଆମମାନଙ୍କୁ ଏକାଠି ହେବାର ସୁଯୋଗ ମିଳିଛି । ଆଜିର ଅଧ୍ୟାୟ ମୋତେ ଭାବପ୍ରବଣ କରୁଛି, ମୋତେ ଅନେକ ପୁରୁଣା ସ୍ମୃତିଗର୍ଭକୁ ନେଇଯାଉଛି, କାରଣ ଏହା ଯେ, ‘ମନ୍ କି ବାତ୍’ର ଆମର ଏହି ଯାତ୍ରା ୧୦ ବର୍ଷ
Read More...

ସଇଁତଲାରେ ଜିଲ୍ଲାସ୍ତରୀୟ ହ୍ୟାଣ୍ଡବଲ ପ୍ରତିଯୋଗିତା ଉଦ୍‌ଯାପିତ : ବାଳିକା ଓ ବାଳକ ବିଭାଗରୁ ବଲାଙ୍ଗିର ଟିମ ଚମ୍ପିୟାନ…

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ସ୍ଥିତ ରମେଶ ସିଂ ଭୋଇ ଷ୍ଟାଡିୟମ ପରିସରରେ ବ୍ଲକ ଶିକ୍ଷା ବିଭାଗ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ହ୍ୟାଣ୍ଡବଲ ୧୭ ବର୍ଷରୁ କମ ଛାତ୍ରଛାତ୍ରୀମାନଙ୍କୁ ନେଇ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ସଇଁତଲା
Read More...

ଭାରସାମ୍ୟ ହରାଇ ଘରକୁ ପଶିଲା କାର : ଅଳ୍ପକେ ବର୍ତିଲେ ପରିବାର ଲୋକେ

ବିନିକା, (କେପିଏନ୍‌ଏସ୍‌) : ଭାରସାମ୍ୟ ହରାଇ ଘରକୁ ପଶିଲା କାର । କାର ଚାଳକ ଫେରାର ମାରିଥିବା ବେଳେ ଅଳ୍ପକେ ବର୍ତିଲେ ପରିବାର ଲୋକେ । ଆଜି ସକାଳୁ ସୋନପୁର - ବିନିକା ମୁଖ୍ୟରାସ୍ତା ସଂସାମୁରା ଛକରେ ସୋନପୁର ପଟରୁ ଦୃତଗତିରେ ଆସି ଓଡ଼ି ୩୩ ଜେଡ଼ - ୮୭୫୭ ବୋଲେନୋ କାର ସଂସାମୁରା ଗାଁର
Read More...

ପଥରଚେପା ଭାରତୀୟ ଜନତା ପାର୍ଟି କାର୍ଯ୍ୟାଳୟ ଠାରେ ଆଜି ମନ୍‌ କି ବାତ୍‌ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପଥରଚେପା ଭାରତୀୟ ଜନତା ପାର୍ଟି କାର୍ଯ୍ୟାଳୟ ଠାରେ ଆଜି ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ା ସାଂସଦ ଓ ବିଜେପି ରାଷ୍ଟ୍ରୀୟ ଉପାଧକ୍ଷ ବୟଜନ୍ତ ପଣ୍ଡା ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ
Read More...

ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ମାତୃକର୍ମଶାଳା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଶିଶୁ ବାଟିକା ବିଭାଗର ମାତୃ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବର ମୁଖ୍ୟ ଅତିଥି ଭାବରେ କଲେଜର ଅଧ୍ୟାପକ ସନ୍ତୋଷ ସିଂ ଠାକୁର ଦୀପ ପ୍ରଜ୍ୱଳନ ପୂର୍ବକ କର୍ମଶାଳାକୁ ଉଦ୍‌ଘାଟିତ କରି ଶିଶୁ
Read More...

ପରିବେଶ ସଚେତନତା ଅଭିଯାନ ଆରମ୍ଭ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ବ୍ଳକ ଅନ୍ତର୍ଗତ ପୁରେନା ଗ୍ରାମ ପଞ୍ଚାୟତର ଖୁଣ୍ଟପାଲି ଓ ମୁର୍ହାପାଲି ଗ୍ରାମରେ ପରିବେଶ ତଥା ସାମାଜିକ କର୍ମୀ ଲିଙ୍ଗରାଜ ପ୍ରଧାନଙ୍କ ସହଯୋଗରେ ପରିବେଶ ସଚେତନତା ଅଭିଯାନ ଆରମ୍ଭ ହୋଇଅଛି । ଖୁଣ୍ଟପାଲି ଗ୍ରାମରେ ଶରତ ବଡଗୁଛିଆଙ୍କ
Read More...

ପଦ୍ମପୁର ଦୈବଜ୍ଞ ବ୍ରାହ୍ମଣ ମହାସଂଘର ସାଧାରଣ ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ସ୍ଥିତ ଗୋରୁ ବଜାର ଠାରେ ପଦ୍ମପୁର ଉପଖଣ୍ଡ ସ୍ତରୀୟ ଶାକଦ୍ୱୀପ ଦୈବଜ୍ଞ ବ୍ରାହ୍ମଣମାନଙ୍କର ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଉକ୍ତ ସମାରୋହରେ ସର୍ବ ପ୍ରଥମେ ସୂର୍ଯ୍ୟନାରାୟଣଙ୍କ ପୂଜା ବିଧିବଦ୍ଧ ଭାବରେ ହୋଇଥିଲା । ପଣ୍ଡିତ
Read More...