Monthly Archives

September 2024

୨ ବର୍ଷ ହେଲା ବାର୍ଦ୍ଧକ୍ୟ ଭତ୍ତା ପାଇବାରୁ ବଞ୍ଚିତ : ଅଣଦେଖା କରୁଥିବା ଅଭିଯୋଗ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାସକଲା ପଞ୍ଚାୟତର ଆଦିବାସୀ ଲୋକମାନେ ବାର୍ଦ୍ଧକ୍ୟ ଭତ୍ତା ନିମନ୍ତେ ପଞ୍ଚାୟତରୁ ବ୍ୟାଙ୍କ ଓ ବ୍ୟାଙ୍କରୁ ପଞ୍ଚାୟତକୁ ଚକ୍କର କାଟୁଥିବା ଅଭିଯୋଗ ହେଉଥିବା ଜଣାପଡିଛି । ଅତି ଦୁଃଖର ବିଷୟ ଯେ, ଦୀର୍ଘ ୨ ବର୍ଷ ହେବ ରାୟଗଡ଼ା ଜିଲ୍ଲା ବିଷମ କଟକ ବ୍ଲକ
Read More...

ପ୍ରାଦେଶିକ ବିଜ୍ଞାନ ମେଳା ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମଙ୍ଗଳବାର ଦିନ ବଲାଙ୍ଗିର ରାଜେନ୍ଦ୍ର ୟୁନିଭରସିଟି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର କଲେଜ ଛକ ଠାରେ ବିଦ୍ୟାଭାରତୀ ଶିକ୍ଷା ବିକାଶ ସମିତି , ଓଡ଼ିଶାଙ୍କ ଦ୍ୱାରା ପ୍ରାଦେଶିକ ବିଜ୍ଞାନ ମେଳା ମହାସମାରୋହରେ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ବଲାଙ୍ଗିର ସାଂସଦ
Read More...

ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଆଇନ, ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ବୈଠକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଆଇନ ସମ୍ପର୍କିତ ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ବୈଠକ ମଙ୍ଗଳବାର ଡେଲାଙ୍ଗ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଡିଏମ ପୁରୀ ଶରତ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ । ଏହି
Read More...

ବିଷାକ୍ତ ସାପ ଦଂଶନରୁ ମୁକ୍ତ ପାଇଁ ଛତ୍ରପୁର ବ୍ଲକର ଗ୍ରାମୀଣ କୃଷି ସର୍ଭେକାରୀଙ୍କୁ ନିରାପଦ ଯୋତା ବିତରଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବିଷାକ୍ତ ସାପ ତଥା ସରୀସୃପ ପ୍ରାଣୀର ଦଂଶନରୁ ମୁକ୍ତ ପାଇଁ ଛତ୍ରପୁର ବ୍ଲକର ଗ୍ରାମୀଣ କୃଷି ସର୍ଭେକାରୀ ନିରାପଦ ଯୋତା ବିତରଣ କରାଯାଇଛି । ଯାହା ଗଞ୍ଜାମ ଜିଲ୍ଲାର ସମସ୍ତ ଗ୍ରାମ ପଞ୍ଚାୟତସ୍ତରରେ ନିୟୋଜିତ ଉଦ୍ଭୟ ପୁରୁଷ ଓ ମହିଳାଙ୍କୁ ନିରାପଦ
Read More...

ବଲାଙ୍ଗିର ଡିଷ୍ଟ୍ରିକ୍ଟ କେମିଷ୍ଟ ଏଣ୍ଡ ଡ୍ରଗିଷ୍ଟ ଏସୋସିିଏସନ୍‌ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଡିଷ୍ଟ୍ରିକ୍ଟ କେମିଷ୍ଟ ଏଣ୍ଡ ଡ୍ରଗିଷ୍ଟ ଏସୋସିିଏସନ୍‌ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି । ଏସୋସିଏସନ୍‌ ପକ୍ଷରୁ କୁହାଯାଇଛି ଯେ, ସମସ୍ତ ଔଷଧ ବ୍ୟବସାୟୀ ଆଇନ ଅନୁଯାୟୀ ଔଷଧ ବ୍ୟବସାୟ କରନ୍ତୁ । ଯଦି କେହି ଅସାଧୁ
Read More...

ବାଘଛାଲ କାରବାର ବେଳେ ବନ ବିଭାଗର ଚଢ଼ାଉ : ବନ୍ଧୁକ ସହ ବାଇକ ଜବତ, ୩ ଗିରଫ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବାଘଛାଲ କାରବାର ସମୟରେ ଚଢ଼ାଉ କରି ୩ ଜଣଙ୍କୁ ଗିରଫ କରିଛି କନ୍ଧମାଳ ଜିଲା ଫୁଲବାଣୀ ବନ ବିଭାଗ । ଅଭିଯୁକ୍ତମାନଙ୍କ ଠାରୁ ବନ କର୍ମଚାରୀମାନେ ଏକ କଲରାପତରିଆ ବାଘଛାଲ, ବନ୍ଧୁକ, କୁଟୁରା ମୁଣ୍ଡ ଏବଂ ୨ଟି ବାଇକ ଜବତ କରିଛି । ଗୁଦାରୀ ଗ୍ରାମ
Read More...

ତେଲେଙ୍ଗାନାରୁ ଫେରିଲା ଟଟୋପରାର ଦାଦନ ଶ୍ରମିକଙ୍କ ମୃତଦେହ : ଗାଁରେ ଶୋକାକୁଳ ପରିବେଶରେ ଅନ୍ତେଷ୍ଟିକ୍ରିୟା ସମ୍ପନ୍ନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡା ପଞ୍ଚାୟତ ଟଟୋପରା ଗାଁର ସ୍ୱର୍ଗତ ରାଧାମୋହନ ସାହୁ ଓ ନୀରୁ ସାହୁଙ୍କ ବଡ଼ ପୁଅ ମୋତି ସାହୁ(୩୦)ଙ୍କ ତେଲେଙ୍ଗାନାରେ ଦାଦନ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବେଳେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ସେ ଛୋଟ
Read More...

“ମା ପାଇଁ ଗଛଟିଏ” କୋଠଘର ପକ୍ଷରୁ ବୃକ୍ଷରୋପଣ ଏବଂ କବିତା ଆସର

ଭୁବନେଶ୍ୱର, (ସସ୍ମିତା ପ୍ରଧାନ) : କୋଠଘର ଆମ ସାହିତ୍ୟ ପରିବାର ପକ୍ଷରୁ ସ୍ୱତନ୍ତ୍ର ଭାବରେ ଆଜି ଖଣ୍ଡଗିରିସ୍ଥିତ ବୀଣାପାଣି ଶିଶୁ ବିଦ୍ୟା ମନ୍ଦିର ଆଲୋଂଶା କ୍ଲାସସେ ପରିସରରେ କୋଠଘର ପ୍ରତିଷ୍ଠାତା, ସମ୍ପାଦିକା ଅମ୍ବିକା ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ବୃକ୍ଷରୋପଣ ସହିତ ଆୟୋଜିତ ହୋଇଥିଲା
Read More...

ବୃନେଇଠାରେ ଭାରତୀୟ ହାଇକମିସନର ନୂତନ ଚାନ୍ସେରୀ ପରିସରକୁ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବୃନେଇଠାରେ ଭାରତୀୟ ହାଇକମିସନର ନୂତନ ଚାନ୍ସେରୀ ପରିସରକୁ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସେ ଦୀପ ପ୍ରଜ୍ୱଳନ କରିବା ସହ ଫଳକ ଉନ୍ମୋଚନ କରିଥିଲେ । ଉଦ୍‌ଘାଟନ ଉତ୍ସବରେ ଉପସ୍ଥିତ ଥିବା ଭାରତୀୟ ସମ୍ପ୍ରଦାୟର
Read More...

ଟ୍ରକ ଧକ୍କାରେ ସ୍କୁଟି ଚାଳକ ଗୁରୁତର

ଢେଙ୍କାନାଳ : ଢେଙ୍କାନାଳ ସହର ଉପକଣ୍ଠ ମହିଷାପାଟ ଛକରେ ଏକ ସ୍କୁଟିକୁ ଟ୍ରକ ଧକ୍କା ଦେବାରୁ ଜଣେ ମହିଳା ଗୁରୁତର ହୋଇଛନ୍ତି । ମହିଳା ଜଣକ ସହରର ବାଜିଚୌକ ଅଞ୍ଚଳର ସ୍ୱାଗତିକା ମହାନ୍ତି । ସେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ କର୍ମଚାରୀ ରୂପେ କାର୍ଯ୍ୟରତ । ସୂଚନାଯୋଗ୍ୟ ଯେ,
Read More...