Monthly Archives

September 2024

ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ : ଯୋବ୍ରା ବ୍ୟାରେଜ ଉପରୁ ମହାନଦୀକୁ ଡେଇଁଲେ ଯୁବକ । ବ୍ରିଜ ଉପରେ ଯୁବକ ଜଣକ ଚପଲ ରଖି ହଠାତ୍‌ ମହାନଦୀକୁ ଡେଇଁ ପଡିଛନ୍ତି । ସ୍ଥାନୀୟ ଲୋକମାନେ ଏହା ଦେଖି ପୋଲିସ ଓ ଅଗ୍ନିଶମ ବାହିନୀଙ୍କୁ ସୁଚନା ଦେଇଥିଲେ । ସୁଚନା ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମହାନଦୀରେ
Read More...

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆସନ୍ତାକାଲି ନୂଆଦିଲ୍ଲୀରେ ଭାରତ ସରକାର, ତ୍ରିପୁରା ସରକାର ଏବଂ…

ଉଗ୍ରବାଦ, ହିଂସା ଏବଂ ସଂଘର୍ଷମୁକ୍ତ ବିକଶିତ ଉତ୍ତର-ପୂର୍ବାଞ୍ଚଳ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱପ୍ନକୁ ସାକାର କରିବାକୁ ଗୃହ ମନ୍ତ୍ରଣାଳୟ ଅକ୍ଳାନ୍ତ ପରିଶ୍ରମ କରୁଛିପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ସରକାର ଉତ୍ତର-ପୂର୍ବାଞ୍ଚଳରେ ଶାନ୍ତି ଏବଂ ସମୃଦ୍ଧି ଆଣିବା ପାଇଁ
Read More...

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ପ୍ରାଦେଶିକ ବିଜ୍ଞାନ ମେଳା ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଖିଳ ଭାରତୀୟ ସଂଗଠନ ବିଦ୍ୟା ଭାରତୀ ଆନୁକୂଲ୍ୟରେ ଶିକ୍ଷା ବିକାଶ ସମିତି ଓଡିଶାଙ୍କ ମାର୍ଗଦର୍ଶନରେ ଆଜିଠାରୁ ବଲାଙ୍ଗିର କଲେଜ ଛକ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଠାରେ ୩ ଦିନ ଧରି ଆୟୋଜିତ ହେଉଛି ପ୍ରାଦେଶିକ ବିଜ୍ଞାନ ମେଳା । ଓଡିଶା ରାଜ୍ୟର
Read More...

ସରକାରୀ ଗସ୍ତରେ ବୃନେଇରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୁଲତାନ ହାଜି ହସନାଲ ବୋଲକିଆଙ୍କ ନିମନ୍ତ୍ରଣକ୍ରମେ ଆଜି ଏକ ସରକାରୀ ଗସ୍ତରେ ବନ୍ଦର ସେରି ବେଗୱାନ୍‌ରେ ପହଞ୍ଚିଛନ୍ତି । ବୃନେଇକୁ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଦ୍ୱିପାକ୍ଷିକ ଗସ୍ତ । ଭାରତ ଓ ବୃନେଇ ମଧ୍ୟରେ
Read More...

‘ଏକ ପେଡ୍ ମା’ କେ ନାମ’ ଅଭିଯାନ ଅଧୀନରେ ଦେଶବ୍ୟାପୀ ୫୨ କୋଟିରୁ ଅଧିକ ବୃକ୍ଷରୋପଣ

ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଏହି ଅଭିଯାନର ଶୁଭାରମ୍ଭ କରିଥିଲେ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ପରିବେଶ ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଆଜି ଏକ୍ସରେ ଏକ ପୋଷ୍ଟ ମାଧ୍ୟମରେ ସୂଚନା ଦେଇଛନ୍ତି ଯେ 'ଏକ ପେଡ୍ ମା' କେ ନାମ' ଅଭିଯାନ ଅଧୀନରେ
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଶିକ୍ଷା ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ପୁରୁଣା ସମ୍ମିଳନୀ କକ୍ଷରେ ଶିକ୍ଷା ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା ଭାରପ୍ରାପ୍ତ ଅଧ୍ୟକ୍ଷ ତାରାପ୍ରସାଦ ଶତପଥୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି । ଏହି ଅବସରରେ ମୁଖ୍ୟ ଅତିଥି ଶ୍ରୀ ଶତପଥୀ ସମସ୍ତ ଯୁକ୍ତ ୩ ପ୍ରଥମ
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗରେ ସ୍ୱାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗରେ ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର୍ ତାରାପ୍ରସାଦ ତ୍ରିପାଠୀଙ୍କ ସଭାପତିତ୍ୱରେ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ ହୋଇଛି । ପ୍ରଫେସର୍ ତ୍ରିପାଠୀ
Read More...

ସ୍ୱାଗତ ସମାରୋହ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ଜଣାଇବା ପାଇଁ ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକ ସ୍ୱାଗତ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପ୍ରାଧ୍ୟାପକ ରଞ୍ଜନ କୁମାର ପାଣିଗ୍ରାହୀଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମର
Read More...

ପିଜୁଳି ଗଛରେ ଝୁଲୁଛି ମୃତଦେହ : ଖପ୍ରାଖୋଲ ପୋଲିସର ତନାଘନା ଜାରି

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଦର୍ଲିପାଲି ପଞ୍ଚାୟତ ଅନ୍ତର୍ଗତ ମାଲପଡା ଟିକ୍ରାପଡ଼ାରେ ଆଜି ସକାଳ ୬ଟାରେ ଗୋଟିଏ ମୃତଦେହ ପିଜୁଳି ଗଛରେ ଝୁଲୁଥିବା ଗ୍ରାମର କିଛିଲୋକ ଦେଖିବାକୁ ପାଇଥିଲେ । ସୂଚନା ଅନୁଯାୟୀ ଆଜି ସକାଳୁ କିଛି ଲୋକ ନିଜ ନିତ୍ୟକର୍ମ
Read More...

ଚୁଲିଫୁଙ୍କାରେ ଗ୍ରାମପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚୁଲିଫୁଙ୍କା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ଗ୍ରାମପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଚୁଲିଫୁଙ୍କା ଗ୍ରାମପଞ୍ଚାୟତ ସରପଞ୍ଚ ଯମୁନା ବେହେରାଙ୍କ
Read More...