Monthly Archives

September 2024

ନିପୁଣ ଓଡ଼ିଶାର ଶୁଭ ଉନ୍ମୋଚନ ସମାରୋହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଠାରେ ନିପୁଣ ଓଡ଼ିଶାର ଶୁଭ ଉନ୍ମୋଚନ ସମାରୋହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ପ୍ରଧାନ
Read More...

ମୁରିବାହାଲ ବ୍ଲକ ସିରୋଲ, ଗଁରେଇ ଓ ମୁରିବାହାଲ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅନ୍ତର୍ଗତ ସିରୋଲ, ଗଁରେଇ ଓ ମୁରିବାହାଲ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ସିରୋଲ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି ତେନ୍ତୁଳିଖୁଣ୍ଟି ନୋଡାଲ ଉଚ୍ଚ ବିଦ୍ୟାଳୟଠାରେ
Read More...

ଜିଲ୍ଲା ବ୍ରାହ୍ମଣ ମହାସଭା ତରଫରୁ ସାମୁହିକ ତିଳ ତର୍ପଣ ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଶ୍ୱିନୀ କୃଷ୍ଣପକ୍ଷ ଦଶମୀ ତିଥିରେ ଜିଲ୍ଲା ବ୍ରାହ୍ମଣ ମହାସଭା ବଲାଙ୍ଗିର ତରଫରୁ ବୈଦିକ ରୀତି ଅନୁଯାୟୀ ସ୍ଥାନୀୟ ଶ୍ରୀନୃସିଂହ ମନ୍ଦିର ପ୍ରାଙ୍ଗଣରେ ତିଳ ତର୍ପଣ କରି ପିତୃ ପୁରୁଷଙ୍କୁ ପୂଜାବିଧି କରାଯାଇଥିଲା ଏହି ସାମୁହିକ ତିଳ ତର୍ପଣ ପୂଜାବିଧିରେ
Read More...

ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ‘ପର୍ଯ୍ୟଟନ ମିତ୍ର ଏବଂ ପର୍ଯ୍ୟଟନ ଦିଦି’ କାର୍ଯ୍ୟକ୍ରମର ଶୁଭାରମ୍ଭ

ନୂଆଦିଲ୍ଲୀ, (ପିଆଇବି) : ବିଶ୍ୱ ପର୍ଯ୍ୟଟନ ଦିବସ ସେପ୍ଟେମ୍ବର ୨୭ ତାରିଖରେ ଭାରତ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ 'ପର୍ଯ୍ୟଟନ ମିତ୍ର ଏବଂ ପର୍ଯ୍ୟଟନ ଦିଦି' ନାମରେ ଏକ ଜାତୀୟ ଦାୟିତ୍ୱସମ୍ପନ୍ନ ପର୍ଯ୍ୟଟନ କାର୍ଯ୍ୟକ୍ରମ ଆରମ୍ଭ କରିଛି । ସାମାଜିକ ଅନ୍ତର୍ଭୁକ୍ତିକରଣ, ନିଯୁକ୍ତି ଏବଂ
Read More...

ଥୁଆମୂଳ ରାମପୁର ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଅଭିଯୋଗ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଶୁକ୍ରବାର ଅସନ୍ତୁଷ୍ଟ ସମିତି ସଭ୍ୟ ମାନେ ଜିଲ୍ଲାପାଳ କାର୍ଯ୍ୟାଳୟକୁ ଯାଇ ଅନାସ୍ଥା ପ୍ରସ୍ତାବ ପାଇଁ ଅଭିଯୋଗ କରିଛନ୍ତି । ଥୁଆମୂଳ ରାମପୁର ବ୍ଲକ ଉପାଧ୍ୟାକ୍ଷା ଜୟନ୍ତୀ ମାଝିଙ୍କ
Read More...

ଫେୟାର କ୍ଲାଇମେଟ୍ ଫଣ୍ଡ୍ ଏବଂ ଏଫ୍.ସି.ଏଫ୍. ଇଣ୍ଡିଆ ର ହିତାଧିକାରୀ ସମ୍ମିଳନୀ

ମ.ରାମପୁର, (ପି.କେ. ସାହୁ) : ଭବାନୀପାଟଣାର ହୋଟେଲ ଅମରପଲ୍ଲୀ କ୍ଲାସିକ ଠାରେ ବୁଧବାର ଦିନ " ଫେୟାର କ୍ଲାଇମେଟ୍ ଫଣ୍ଡ୍ " ଓ ଏଫ୍.ସି.ଏଫ୍.ଇଣ୍ଡିଆର ମିଳିତ ସହଯୋଗରେ 'ବଚତ୍' ପ୍ରକଳ୍ପାଧୀନ ଗୋଲ୍ଡ ଷ୍ଟାଣ୍ଡାର୍ଡର ନିୟମାନୁଯାୟୀ ଏକ ସ୍ଥାନୀୟ ହିତାଧିକାରୀ କର୍ମଶାଳାର ଆୟୋଜନ କରାଯାଇଥିଲା ।
Read More...

ଜିଲ୍ଲାସ୍ତରୀୟ ବିଶ୍ୱ ପର୍ଯ୍ୟଟନ ଦିବସ ପାଳନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ପର୍ଯ୍ୟଟନ ଶାଖା ତରଫରୁ ଜିଲ୍ଲାସ୍ତରୀୟ ବିଶ୍ୱ ପର୍ଯ୍ୟଟନ ଦିବସ ପାଳନ ଅନୁଷ୍ଠିତ ହୋଇଯାଇଛି । ଦିବସ ପାଳନ ପରିପ୍ରେକ୍ଷୀରେ ଜିଲ୍ଲା ଯୋଜନା ଓ ସମନ୍ୱୟ ବିଭାଗ ସମ୍ମିଳନୀ କକ୍ଷରେ ବିଭାଗ ଦ୍ୱାରା ଜିଲ୍ଲାର ପର୍ଯ୍ୟଟନ ଉପରେ ହାଇସ୍କୁଲ ଓ
Read More...

ସେମିଳିଗୁଡାରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

କୋରାପୁଟ, (ସୁନାମ ହନ୍ତାଳ) : କୋରାପୁଟ ଜିଲ୍ଲା ସେମିଳିଗୁଡା ବ୍ଲକ ବିଲେଇଗୁଡା ଉଚ୍ଚ ସରକରୀ ବିଦ୍ୟାଳୟରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମୁଦାୟ ୭୬୩ ଜଣ ପଞ୍ଜିକରଣ କରିଥିବା ବେଳେ, ବୟସ୍କ ବୃଦ୍ଧବୃଦ୍ଧା ୨୪୦ଜଣ ଭିନ୍ନକ୍ଷମ ମାନଙ୍କୁ ପ୍ରମାଣପତ୍ର
Read More...

ରିଜିଓନାଲ ଲେଭେଲ ଗୋଲ ଟେବୁଲ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ୨ ଦିନ ଧରି ଏକ ରିଜିଓନାଲ ଲେଭେଲ ଗୋଲ ଟେବୁଲ ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ଗୋଲ ଟେବୁଲ ବୈଠକଟି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ଶିଶୁ ମଙ୍ଗଳ କମିଟି ଓ ୱାସିଡିଏର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାରୁ
Read More...

ମା’ଙ୍କ ନାମରେ ଗୋଟିଏ ଗଛ ଅଭିଯାନ’ ଅନ୍ତର୍ଗତ ୮୦ କୋଟି ଚାରାରୋପଣ

ମାତ୍ର ଗୋଟିଏ ଘଣ୍ଟାରେ ରେକର୍ଡ ୫ ଲକ୍ଷ ଚାରାରୋପଣ ନୂଆଦିଲ୍ଲୀ, (ପିଆଇବି) : ବିଶ୍ୱ ପରିବେଶ ଦିବସ, ୫ ଜୁନ୍ ୨୦୨୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ବୁଦ୍ଧ ଜୟନ୍ତୀ ପାର୍କରେ ଏକ ବୋଧି ବୃକ୍ଷର ଚାରାରୋପଣ କରି ମା'ଙ୍କ ନାମରେ ଗୋଟିଏ ଗଛ’ ନାମକ ଅଭିନବ ଅଭିଯାନର ଶୁଭାରମ୍ଭ
Read More...