Monthly Archives

September 2024

କଲମପୁର ପ୍ରାଥମିକ କୃଷି ସମବାୟ ସମିତିର ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ମଣ୍ଡି ପରିସରରେ ବୁଧବାର ପ୍ରାଥମିକ କୃଷି ସମବାୟ ସମିତିର ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ପେକ୍ସ ସଭାପତି ଶଙ୍କର୍ଷଣ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ପ୍ରଥମେ ସମସ୍ତଙ୍କୁ ସ୍ଵାଗତ ଜଣାଇ
Read More...

ଡଭା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଇଂରାଜୀ ସ୍କୁଲ ରୋଭର ସ୍କାଉଟ୍‌ରେ ସଫଳତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ରୋଭର ସ୍କାଉଟ୍‌ ଲିଡର ସରୋଜ କୁମାର ସାହୁ ଏବଂ ରୋଭର ସ୍କାଉଟ୍‌ ଲିଡର ମଳୟ ପ୍ରଧାନଙ୍କ ନେତୃତ୍ୱରେ ୮ ଜଣ ରେଞ୍ଜର ଓ ୨ ଜଣ ରୋଭର ସେପ୍ଟେମ୍ବର ୧୭ରୁ ୨୩
Read More...

ସୁଦାମ ଚରଣ ଡିଗ୍ରୀ ମହାବିଦ୍ୟାଳୟରେ ରକ୍ତଦାନ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୟୁଥ୍ ରେଡ୍‌କ୍ରସ୍ ଓ ଏନ୍‌ଏସ୍‌ଏସ ୟୁନିଟ୍‌ର ମିଳିତ ସହଯୋଗରେ ସୁଦାମ ଚରଣ ଡିଗ୍ରୀ ମହାବିଦ୍ୟାଳୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ମହାବିଦ୍ୟାଳୟର ରାଜେନ୍ଦ୍ର କୁମାର ମିଶ୍ର ଉଦ୍‌ଘାଟନ କରିଥିଲେ । ଏହି ଶିବିରରେ ଏନ୍‌ଏସ୍‌ଏସ୍‌ର
Read More...

ପରୀକ୍ଷା ସମୟରେ ବି ବିଦ୍ୟାଳୟକୁ ବିଳମ୍ବରେ ଆସନ୍ତି ଶିକ୍ଷୟତ୍ରୀମାନେ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : କୋଲନରା ବ୍ଲକ ତାଣ୍ଡିପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ଶିକ୍ଷୟତ୍ରୀ ମାନେ ପ୍ରଶାସନର ନିର୍ଦ୍ଧାରିତ ସମୟକୁ ଅଣଦେଖା କରୁଥିବା, ବାରମ୍ୱାର ନିୟମ ଭାଙ୍ଗୁଥିବା, ବିଦ୍ୟାଳୟକୁ ବିଳମ୍ବରେ ଆସୁଥିବା ଗ୍ରାମବାସୀ ମାନେ ଅଭିଯୋଗ କରି ଆସୁଛନ୍ତି ।
Read More...

ଇସ୍ପାତ ଓ ଖଣି ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଖଣି ଗୁଡିକର ସୁପରିଚାଳନା କରି ଉତ୍ପାଦନ ବୃଦ୍ଧି କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇସ୍ପାତ ଓ ଖଣି ବିଭାଗର କାର୍ଯ୍ୟାବଳୀ ନେଇ ସମୀକ୍ଷା କରିଛନ୍ତି । ସମୀକ୍ଷାରେ ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ
Read More...

ବିଧାୟକଙ୍କ ୧୦୦ ଦିନର ରିପୋର୍ଟ କାର୍ଡ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ଦୁର୍ଗାଚରଣ ତନ୍ତୀ ନିର୍ବାଚିତ ହେବା ପରେ ୧୦୦ଦିନ ମଧ୍ୟରେ ସେ ନେଇଥିବା ବିଭିନ୍ନ ଜନହିତକାରୀ କାର୍ଯ୍ୟ ସମ୍ପର୍କରେ ଏକ ରିପୋର୍ଟ ସାମ୍ବାଦିକଙ୍କୁ ପ୍ରଦାନ କରିଛନ୍ତି । ସେକ୍ଟର-୨ ସ୍ଥିତ ସାହାନାଇ
Read More...

ଶାରଳା ଶକ୍ତିପୀଠରେ ଖଣ୍ଡାବସା ପର୍ବ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଢୋଲମହୁଲ ସ୍ଥିତ ମା' ଶାରଳା ଶକ୍ତିପୀଠରେ ୧୬ ପୂଜା ଆରମ୍ଭ ହେବା ସହିତ ଖଣ୍ଡାବସା ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସହସ୍ର କୁମ୍ଭାଭିସେକ ସମେତ କଳସ ଶୋଭାଯାତ୍ରା ଆୟୋଜିତ ହୋଇଥିଲା । ଖଣ୍ଡାବସା ପର୍ବରେ ଦେହୁରୀ ମୁକେଶ ପଧାନ ମା'ଙ୍କ
Read More...

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୦୯ତମ ଜୟନ୍ତୀ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ଖଲିଆ ଭଟାମଣ୍ଡି ପରିସରରେ ଭାରତୀୟ ଜନତା ପାର୍ଟି ଆନୁକୂଲ୍ୟରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୦୯ତମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଏକାତ୍ମ ମାନବବାଦ ଉପରେ ବିଶ୍ୱାସ ରଖି ରାଷ୍ଟ୍ର ପାଇଁ ନିଜର ଜୀବନକୁ ସମର୍ପିତ କରିଥିବା
Read More...

ଜୀବିତ ଅବସ୍ଥାରେ ଉଦ୍ଧାର ହେଲା ବଜ୍ରକାପ୍ତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଜଙ୍ଗଲ ବିଭାଗ ଦ୍ଵାରା ଜୀବିତ ଅବସ୍ଥାରେ ଏକ ବଜ୍ରକାପ୍ତା ଉଦ୍ଧାର ହୋଇଛି । ଖବରରୁ ପ୍ରକାଶ ଯେ, ବାଦିମାଲ ଗ୍ରାମର କୃଷ୍ଣଚନ୍ଦ୍ର ମେହେର ତାଙ୍କ ଘର ବାରିପଟେ ଏକ ଜୀବନ୍ତ ବଜ୍ରକାପ୍ତା ଦେଖିବାକୁ ପାଇଥିଲେ । ପରେ ସେ ପଦ୍ମପୁର ବନବିଭାଗକୁ ଖବର
Read More...

ଏ. ଇ. ଏସ୍. ମହାବିଦ୍ୟାଳୟ ତରଫରୁ ଜାତୀୟ ସେବା ଯୋଜନା ଦିବସ ପାଳିତ

ତରଭା, (କେପିଏନ୍‌ଏସ୍‌) : ସ୍ଥାନୀୟ ଏ. ଇ. ଏସ୍. ମହାବିଦ୍ୟାଳୟର ଏନ୍. ଏସ୍. ଏସ୍. ୟୁନିଟ୍ ତରଫରୁ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ମିଶ୍ର ଓ ପ୍ରୋଗ୍ରାମ୍ ଅଫିସର ଅଧ୍ୟାପକ ମନୋରଞ୍ଜନ ଭୋଇଙ୍କ ତତ୍ତ୍ଵାବଧାନରେ ଜାତୀୟ ସେବା ଯୋଜନା ଦିବସ ଏକ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି
Read More...