Monthly Archives

September 2024

କୁମୁଡ଼ାବାଲି କସ୍ତୁରବା ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : କୁମୁଡାବାଲି ଉନ୍ନୀତ ପ୍ରାଥମିକ ବିଦ୍ୟାଳୟ ସଂଲଗ୍ନ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ତଥା ଛାତ୍ରୀ ନିବାସ ପରିଚାଳିକା ପ୍ରତିମା ବାରିକଙ୍କୁ ତାଙ୍କ ପଦବୀରୁ ନିଲମ୍ବନ କରାଯିବା ସହ ଟିକରପଡା ସ୍ଥିତ ରେଳବାଇ କଲୋନୀ
Read More...

ମାକ୍ରିପଡ଼ା ଲାୟନ୍ସ ୟୁଥ୍ ଆସୋସିଏସନ୍‌ ପକ୍ଷରୁ ଅନୁଷ୍ଠିତ ଦ୍ୱିତୀୟ ବର୍ଷ ନୂଆଁଖାଇ ଭେଟ୍‌ଘାଟ୍‌ରେ ଯୋଗଦେଲେ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡା ପଞ୍ଚାୟତ ମାକ୍ରିପଡ଼ା ଗ୍ରାମର ଲାୟନ୍ସ ୟୁଥ୍ ଆସୋସିଏସନ୍‌ ପକ୍ଷରୁ ଦ୍ଵିତୀୟ ବର୍ଷ ପାଇଁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆସୋସିଏସନ ସଭାପତି ଭୁଲେଶ୍ୱର ଛତରଙ୍କ ସଭାପତିତ୍ୱରେ
Read More...

୧୭ ବର୍ଷ ପରେ ପୁରୁଣା ଗଣ୍ଡଗୋଳ ମାମଲାରେ ବାଞ୍ଜିପଦରର ଜଣେ ପୁରୁଣା ୱାରେଣ୍ଟି ଗିରଫ : କୋର୍ଟ ଚାଲାଣ, ଜେଲ୍ ଗଲେ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଦୀର୍ଘ ୧୭ ବର୍ଷ ପରେ ମୁରିବାହାଲ ଥାନା ପୁଲିସକୁ ବଡଉଡାର ଗ୍ରାମ ନିକଟସ୍ଥ ବାଞ୍ଜିପଦର ଗ୍ରାମରେ ହୋଇଥିବା ଏକ ପୁରୁଣା ଗଣ୍ଡଗୋଳ ମାମଲାରେ ଜଣେ ପୁରୁଣା ୱାରେଣ୍ଟିଙ୍କୁ ଗିରଫ କରିବାରେ ସଫଳତା ମିଳିଛି । ବାଞ୍ଜିପଦର ଗ୍ରାମର ସ୍ୱର୍ଗତ ବାଉରା ଭୋଇଙ୍କ
Read More...

କଳାହାଣ୍ଡି ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦ୍‌ଯାପିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ଖେଳପଡ଼ିଆରେ ଗତ ୨୦ ତାରିଖ ଠାରୁ ଚାଲିଥିବା ଜିଲ୍ଲା ସ୍ତରୀୟ ବିକାଶ ମେଳା ଆଜି ଉଦ୍‌ଯାପିତ ହୋଇଯାଇଛି । ତିନିଦିନ ଧରି ଏହି ବିକାଶ ମେଳା ଅନୁଷ୍ଠିତ ହୋଇଥିଲା । ରାଜ୍ୟ ସରକାରଙ୍କର ୧୦୦ ଦିନ
Read More...

ଜେନିଥ ଲାୟନ୍ସ ଗୁରୁକୁଳରେ ରେଡ଼କ୍ରସ ସ୍ୱେଚ୍ଛାସେବୀ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ସ୍ଥିତ ଜେନିଥ ଲାୟନ୍ସ ଗୁରୁକୁଳରେ ଜୁନିଅର ରେଡ଼କ୍ରସ ୟୁନିଟ ପ୍ରଥମ କରି ଗଠନ କରାଗଲା । ଅଧ୍ୟକ୍ଷ ଡ. ମନୋଜ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ସଭାରେ ଏମ୍‌. ଡି. ଜାବେଦ ସାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜୁନିଅର
Read More...

ସିରୋଲରେ ବ୍ଲକସ୍ତରୀୟ ହାଇସ୍କୁଲ ପ୍ରଧାନଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ବ୍ଲକସ୍ତରୀୟ ହାଇସ୍କୁଲ ପ୍ରଧାନ ଶିକ୍ଷକମାନଙ୍କ ଏକାଦଶତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁରିବାହାଲ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢ଼ିହାରୀଙ୍କ ଅଧ୍ୟକ୍ଷତାରେ
Read More...

ଆୟୁଷ୍ମାନ ଭାରତ : ଭାରତର ସ୍ୱାସ୍ଥ୍ୟ ସେବା ଯାତ୍ରାରେ ଏକ ମାଇଲଖୁଣ୍ଟ

ଜଗତ ପ୍ରକାଶ ନଡ୍ଡା, କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି-ପିଏମ୍‌ଜେଏୱାଇ) ଷଷ୍ଠ ବାର୍ଷିକୀ ପାଳନ କରୁଥିବା ବେଳେ, ଏହା ଦେଶ ପାଇଁ ଅତ୍ୟନ୍ତ ଗର୍ବ ଏବଂ ଗୌରବର ମୁହୂର୍ତ୍ତ । ସେପ୍ଟେମ୍ବର
Read More...

ଭାରତକୁ ୨୯୭ଟି ପ୍ରାଚୀନ କଳାକୃତି ଫେରାଇ ଦେଇଛି ଯୁକ୍ତରାଷ୍ଟ୍ର ଆମେରିକା

ନୂଆଦିଲ୍ଲୀ, (ପିଆଇବି) : ଘନିଷ୍ଠ ଦ୍ୱିପାକ୍ଷିକ ସମ୍ପର୍କକୁ ଦୃଷ୍ଟିରେ ରଖି ଏବଂ ଅଧିକ ସାଂସ୍କୃତିକ ବୁଝାମଣାକୁ ବୃଦ୍ଧି କରିବା ପାଇଁ, ଆମେରିକାର ଷ୍ଟେଟସ୍ (ବୈଦେଶିକ) ବିଭାଗର ଶିକ୍ଷା ଏବଂ ସାଂସ୍କୃତିକ ବ୍ୟାପାର ବ୍ୟୁରୋ ଏବଂ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତ ସରକାରଙ୍କ
Read More...

ଜାତୀୟ ସଂପାନର ଉଦ୍‌ଯାପନୀ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ଅଧ୍ୟକ୍ଷ ପ୍ରୋ. ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଓଡ଼ିଶା ରାଜ୍ୟ ଉଚ୍ଚ ଶିକ୍ଷା ପରିଷଦ ଦ୍ୱାରା ପ୍ରାୟୋଜିତ 'ଶିକ୍ଷାରେ କୃତ୍ରିମ ବୁଦ୍ଧିମତା' ଶୀର୍ଷକ ଉପରେ ଦ୍ଵି-ଦିବସୀୟ ଜାତୀୟ ସଂପାନର
Read More...

ଓଏସ୍‌ଏପି ଅଷ୍ଟମ ବାଟାଲିୟନ ଏବଂ ମା’ ରାମଚଣ୍ଡୀ ପୂଜା କମିଟି ମିଳିତ ଉଦ୍ୟମରେ ସ୍ୱଚ୍ଛତା ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପାର୍ବଣ ଋତୁର ଆଗମନ ହୋଇଛି । ଓଡ଼ିଶାର ସମସ୍ତ ଶକ୍ତିପୀଠ ଚଳଚଞ୍ଚଳ ହୋଇଉଠିଛି । ଠିକ୍‌ ସେହିପରି ମା' ରାମଚଣ୍ଡୀ ଶକ୍ତିପୀଠରେ ଏଥର ଷୋଡ଼ଶ ଦିନାତ୍ମକ ପୂଜା ସେପ୍ଟେମ୍ବର ୨୪ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୧୦ ତାରିଖ ପର୍ୟ୍ୟନ୍ତ ଚାଲିବ । ଷୋହଳ
Read More...