Monthly Archives

September 2024

ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କନ୍ଧପାଲିପଡ଼ାକୁ ଏନ୍‌କ୍ଵାସ୍ ପ୍ରମାଣପତ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କନ୍ଧପାଲିପଡ଼ା ବଲାଙ୍ଗିରକୁ ଜାତୀୟ ସ୍ତରରେ (ଜାତୀୟ ଗୁଣ ବତ୍ତା ନିଶ୍ଚିତତା) ଏନ୍‌କ୍ୱାସ୍ ମାନକ ପ୍ରମାଣ ପତ୍ର ମିଳିଛି । ଆଜି ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧିକାରୀ ଡାକ୍ତର ନନ୍ଦକିଶୋର ପାଢ଼ୀ
Read More...

ଅଣ ସଂକ୍ରାମକ ରୋଗ ଚିହ୍ନଟ ସ୍ୱାସ୍ଥ୍ୟ ଶିବିର ଲର୍କିପାଲିର କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କନ୍ଧପାଲି ପଡ଼ା ବଲାଙ୍ଗିର ଯାହା (ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ) ତରଫରୁ ଏକ ଅଣ ସଂକ୍ରାମକ ରୋଗ ଚିହ୍ନଟ ସ୍ୱାସ୍ଥ୍ୟ ଶିବିର ଲର୍କିପାଲିର କଲ୍ୟାଣ ମଣ୍ଡପ ଠାରେ ଆଜି ଅନୁଷ୍ଠିତ ହୋଇଥିଲା । ସ୍ଥାନୀୟ ଆଶା, ମହିଳା
Read More...

ମିନି ଷ୍ଟାଡିୟମ୍‌ ନାଁରେ ଲକ୍ଷାଧିକ ଟଙ୍କା ଆତ୍ମସାତ ଅଭିଯୋଗ

ଗ୍ରାମବାସୀଙ୍କ ବ୍ଲକ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ, ମୁଖ୍ୟମନ୍ତ୍ରୀ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଭଦ୍ରା ପଞ୍ଚାୟତ ଖାସବାହାଲ ଗାଁରେ ମିନି ଷ୍ଟାଡିୟମ୍‌ ନିର୍ମାଣ କରିବା ନାଁରେ ଲକ୍ଷାଧିକ ଟଙ୍କା ଆତ୍ମସାତ ହୋଇଥିବା ନେଇ
Read More...

ଶ୍ରୀ ଅରବିନ୍ଦ ରାଉରକେଲା ସ୍କୁଲରେ ସ୍ୱାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର-୫ ସ୍ଥିତ ଶ୍ରୀ ଅରବିନ୍ଦ ରାଉରକେଲା ସ୍କୁଲରେ ସମସ୍ତ ଛାତ୍ରଛାତ୍ରୀଙ୍କ ନିମନ୍ତେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ସଭାପତି ଡ. ଜ୍ୟୋସ୍ନା ପଟ୍ଟନାୟକଙ୍କ ସଭାପତିତ୍ୱ ଓ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଅଞ୍ଜଳି ଶତପଥୀଙ୍କ
Read More...

ସସ୍‌ପେନ୍ସରେ ସମ୍ବଲପୁରୀ ଗାୟିକା ରୁକସାନାଙ୍କ ମୃତ୍ୟୁ

କଳାହାଣ୍ଡି (ଶୁଭେନ୍ଦୁ କୁମାର ପଣ୍ଡା) : ଜଣାଶୂଣା ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକସାନା ବାନୋଙ୍କ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ରାତ୍ରିରେ ଦେହାନ୍ତ ହୋଇଛି । ରୁକସାନାଙ୍କ ଦେହାନ୍ତ ଖବର ଜାଣିବାପରେ କଳାହାଣ୍ଡିରେ ଶୋକର ଛାୟା ଖେଳିଯାଇଛି । ରୁକସାନା ଅଳ୍ପ ବୟସରେ ଲକ୍ଷ ଲକ୍ଷ
Read More...

ପାଇକମାଲ ବ୍ଲକସ୍ତରୀୟ ସୁଭଦ୍ରା ଚିତ୍ରକଳା ପ୍ରତିଯୋଗିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ମହିଳା ମାନଙ୍କୁ ସଶକ୍ତି କରଣ ସକାଶେ ଓଡ଼ିଶା ସରକାରଙ୍କ 'ସୁଭଦ୍ରା' ଯୋଜନାକୁ ସଫଳ କରିବା ଉଦ୍ଦେଶ୍ୟରେ ଶିକ୍ଷା ବିଭାଗ ପକ୍ଷରୁ ନବମ ଶ୍ରେଣୀରୁ ଦ୍ଵାଦଶ ଶ୍ରେଣୀ ଛାତ୍ରୀ ମାନଙ୍କ ମଧ୍ୟରେ ବ୍ଲକସ୍ତରୀୟ 'ଚିତ୍ରକଳା ପ୍ରତିଯୋଗିତା' ପାଇକମାଲ ଯମୁନା କନ୍ଧୁଣୀ
Read More...

ତିନି ଏକରରୁ ଅଧିକ ଚାଷ କରିଥିବା କପା ଗଛ ନଷ୍ଟ ଚିନ୍ତାରେ ଡମଝର୍ ଗ୍ରାମର କପାଚାଷୀ ପଦ୍ମନୀ ପାଇକ

ନୂଆପଡ଼ା, (ଅଜିତ ବେହେରା) : ନୂଆପଡ଼ା ଜିଲ୍ଲା ବୋଡ଼େନ୍‌ ବ୍ଲକ ଡମଝର୍‌ ଗ୍ରାମର ପଦ୍ମିନୀ ପାଇକ । ସେ ଅତି ଗରିବ ନୀରିହ ଶ୍ରେଣୀର ଜୀବନ ଅତିବାହିତ କରନ୍ତି । ତାଙ୍କ ନିଜ ନାମରେ ଜମି ବୋଲି କିଛି ନାହିଁ । ନିଜ ପରିବାର ପ୍ରତିପୋଷଣ ପାଇଁ ଅନ୍ୟ ଘରେ କୁଲି ମଜୁରୀ କରି ପରିବାର ଚଳାଇ ଆସୁଥିଲେ
Read More...

ପ୍ରଧାନମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନକୁ କ୍ୟାବିନେଟ୍ ଅନୁମୋଦନ

୭୯,୧୫୬ କୋଟି ଟଙ୍କାର ବଜେଟ୍‌ରେ ଆକାଂକ୍ଷୀ ଜିଲ୍ଲାଗୁଡ଼ିକର ୬୩,୦୦୦ରୁ ଅଧିକ ଆଦିବାସୀ ବହୁଳ ଗାଁ ଓ ଆଦିବାସୀ ଗାଁକୁ ପୂର୍ଣ୍ଣ ବିକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ
Read More...

ଟିଟିଲାଗଡ଼ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତରଙ୍କୁ ମାଡ଼ ମାରିବା ଘଟଣା : ୨ ଗିରଫ, କୋର୍ଟ ଚାଲାଣ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ସୋମବାର ରାତିରେ ସର୍ଗିଗୁଡା ନିବାସୀ ବିରଞ୍ଚି ସାହୁଙ୍କ ହଠାତ୍ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବା ସହ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତାଙ୍କ ପରିବାରବର୍ଗ ଟିଟିଲାଗଡ଼ ସରକାରୀ ଡାକ୍ତରଖାନାକୁ ଆଣିଥିଲେ । ସେଠାରେ ଡାକ୍ତର ବିରଞ୍ଚି ସାହୁଙ୍କୁ
Read More...

ବେଦାନ୍ତ ପ୍ରୋସେସ ୱାଟର ଲେକ କ୍ଷତିଗ୍ରସ୍ତଙ୍କୁ କ୍ଷତି ପୂରଣ ନ ମିଳିଲେ ବ୍ୟାପକ ଆନ୍ଦୋଳନର ଚେତାବନୀ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଅଞ୍ଚଳବାସୀଙ୍କୁ ବିପଦ ମୁହଁକୁ ଠେଲି ଦେଇଛି ବେଦାନ୍ତ କମ୍ପାନୀ । ଆଜି ମଧ୍ୟ ବେଦାନ୍ତ ଦ୍ୱାରା ବିସ୍ଥାପିତ ଲୋକେ ନ୍ୟାୟ ପାଇଁ ଗୁହାରି କରୁଥିବା ବେଳେ, କମ୍ପାନୀ କର୍ତୃପକ୍ଷ ଆଖି ବୁଜି ଦେଇଛନ୍ତି । କମ୍ପାନୀ ସ୍ଥାପିତ ହୋଇ ୨୦ ବର୍ଷ ବିତି
Read More...