Monthly Archives

September 2024

ସ୍ଥାନୀୟ ବ୍ରହ୍ମପୁର ରେଳ ଷ୍ଟେସନ ସମ୍ମୁଖରେ ଦକ୍ଷିଣ ଓଡ଼ିଶା ରେଳପଥ ବିକାଶ ମିଳିତ କ୍ରିୟାନୁଷ୍ଠାନ କମିଟି ଆନ୍ଦୋଳନ

ବ୍ରହ୍ମପୁର ରେଳ ଷ୍ଟେସନ କୁ ଏନ୍.ଏସ.ଜି -୨ର ମାନ୍ୟତାକୁ ମିଳିତ କ୍ରିୟାନୁଷ୍ଠାନ କମିଟିର ସ୍ୱାଗତ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗତ ଆର୍ଥିକ ବର୍ଷରେ ୧୦୦ କୋଟିରୁ ଅଧିକ ରାଜସ୍ୱ ସଂଗ୍ରହ କରିଥିବା ଯୋଗୁଁ ବ୍ରହ୍ମପୁର ରେଳୱେ ଷ୍ଟେସନକୁ ଏନ୍.ଏସ.ଜି -୨ର ମାନ୍ୟତା ଦେଇଥିବାରୁ
Read More...

ସପ୍ତଦିବସୀୟ ଶ୍ରୀମଦ ଭାଗବତ କଥା ଜ୍ଞାନଯଜ୍ଞ ସମ୍ପନ୍ନ

ଜୟପାଟଣା, (ଶେଷଦେବ ବେହେରା) : କଳାହାଣ୍ଡି ଜିଲ୍ଲା ଲଡୁଗାଁ ସ୍ଥିତ ଶ୍ରୀରାମ ମାମୋ ଦେବୀ ସ୍ମୃତି ଭବନ ପରିସର ମଧ୍ୟରେ ସପ୍ତଦିବସୀୟ ଶ୍ରୀମଦ୍ ଭାଗବତ କଥା ଜ୍ଞାନଯଜ୍ଞ ଶ୍ରଦ୍ଧା, ଭକ୍ତି ଓ ସମର୍ପଣର ସହ ସମ୍ପନ୍ନ ହୋଇଯାଇଛି । ଗତ ଗୁରୁବାର ଅପରାହ୍ନରେ ଶତାଧିକ ମହିଳାଙ୍କ ପବିତ୍ର କଳସ ଯାତ୍ରା
Read More...

ଜନସେବା କେନ୍ଦ୍ର ଓ ମୋ’ ସେବା କେନ୍ଦ୍ରରେ ଜିଲ୍ଲାପାଳଙ୍କ ଆକସ୍ମିକ ପରିଦର୍ଶନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟକାରିତାକୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ବଲାଙ୍ଗିର ସଦର ଅଞ୍ଚଳର ଜନସେବା କେନ୍ଦ୍ର ଏବଂ ମୋ' ସେବା କେନ୍ଦ୍ରକୁ ଅଚାନକ ପରିଦର୍ଶନ କରିଥିଲେ । ସୁଭଦ୍ରା ଯୋଜନାର ଆବେଦନ ଫର୍ମର
Read More...

ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ନକ୍‌ ଆଉଟ ଫୁଟବଲ ଦ୍ୱିତୀୟ ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ୧୬ ଗୋଟି ପଡିଆରେ ୧୮ଟି ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ସୁଜିଆ ପଡିଆରେ ୱାଇଏସ୍‌ ସୁଜିଆ ୩-୦ ଗୋଲରେ ତେନ୍ତେଲଖୁଣ୍ଟିକୁ ହରାଇଛି । ଲୋଇସିଂହା ମିନି ଷ୍ଟାଡିୟମରେ ମନହିରା ୧-୦ ଗୋଲରେ ବିଲେଇସର୍ଡାକୁ
Read More...

ପବିତ୍ର ରାଧାଷ୍ଟମୀ ଉପଲକ୍ଷେ ନନ୍ଦଗାଓଁ ଗୋଶାଳାରେ ତୁଳସୀ ଅର୍ଚ୍ଚନ ଯଜ୍ଞ ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ ) : ଗୋମନ୍ଦିର ସେବାଟ୍ରଷ୍ଟ ପକ୍ଷରୁ ନନ୍ଦଗାଓଁ ଗୋଶାଳାରେ ପୂର୍ବ ସୂଚନା ଓ ଘୋଷଣା ମୁତାବକ ପବିତ୍ର ରାଧାଷ୍ଟମୀ ଉପଲକ୍ଷେ ନିଆରା ଢଙ୍ଗରେ ତୁଳସୀ ଅର୍ଚ୍ଚନ ଯଜ୍ଞ ଆୟୋଜିତ ହୋଇଛି । ଟ୍ରଷ୍ଟ୍‌ର ଅଧ୍ୟକ୍ଷ ଗଣେଶ ବାଗାଡ଼ିଆ ଏବଂ ଉପାଧ୍ୟକ୍ଷା ମଞ୍ଜୁଦେବୀ
Read More...

ଟାଙ୍ଗିଆ ଚୋଟରେ ଚାଲିଗଲା ଜ୍ୱାଇଁଙ୍କ ଜୀବନ, ଝିଅ ଗୁରୁତର

କାଶିପୁର, (ଅଞ୍ଜନ କୁମାର ନାଏକ) : ଶଶୁରଙ୍କ ଟାଙ୍ଗିଆ ଚୋଟରେ ଜ୍ୱାଇଁଙ୍କ ଜୀବନ ଯାଇଥିବା ବେଳେ ଝିଅ ଗୁରୁତର ଭାବେ ଆହତ ହୋଇଛନ୍ତି । ଅଳ୍ପକେ ବର୍ତ୍ତି ଯାଇଛନ୍ତି ସହଯୋଗୀ । କାଶୀପୁର ବ୍ଲକ ଅଡାଜୋର ଗ୍ରାମରେ ଘଟିଛି ଏଭଳି ଏକ ଘଟଣା । ଏହି ହତ୍ୟା ମାମଲାରେ ଶଶୁରଙ୍କୁ ଗିରଫ କରିଛି ପୋଲିସ ।
Read More...

ମାୟାବର୍ହା ହାଇସ୍କୁଲରେ ଜାତୀୟ ହିନ୍ଦୀ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ଜାତୀୟ ହିନ୍ଦୀ ଦିବସ ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ୱ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସିଂହିଯୁବା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ଭାତୃତ୍ୱ ଦିବସ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ଭାତୃତ୍ୱ ଦିବସ ପାଳନ କରା ଯାଇଥିଲା । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ । ସମ୍ବଲପୁର ଜିଲ୍ଲାର
Read More...

ଶିବତଳା ଠାରେ ନୂଆଁଖାଇ ଭେଟ୍‌ଘାଟ୍

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ଶିବତଲା ଗ୍ରାମରେ ନୂଆଁଖାଇ ଭେଟୟଘାଟୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ପ୍ରତିଭାବାନ ଛାତ୍ରଛାତ୍ରୀ ଓ ଉତ୍ତମ ଚାଷୀମାନେ ଭଲ ଚାଷ କରି ଜୀବିକାନିର୍ବାହ କରୁଛନ୍ତି ଓ ଅନ୍ୟକୁ ଉପାର୍ଜନ ମଧ୍ୟ ଦେଇଛନ୍ତି ସେ
Read More...

ବିଶ୍ୱ ଡଲ୍‌ଫିନ୍ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସେପ୍ଟେମ୍ବର ୧୨ରେ ବିଶ୍ୱ ଡଲ୍‌ଫିନ୍ ଦିବସ ପାଳନ କରାଯାଏ । ଏହା ଡଲ୍‌ଫିନ୍ ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ସେମାନଙ୍କ ସଂରକ୍ଷଣକୁ ପ୍ରୋତ୍ସାହିତ କରିବା ପାଇଁ ଏକ ବିଶ୍ୱସ୍ତରୀୟ ପଦକ୍ଷେପ । ଡଲ୍‌ଫିନ୍ ଏକ ମାଛ ନୁହେଁ ବରଂ ଏକ ସ୍ତନ୍ୟପାୟୀ
Read More...